ମେଟ୍ରୋ

ପୁରୁଷ, ନାରୀର ଦୋଛକିରେ ଜୀବନ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପୁରୁଷ ଆଉ ନାରୀର ଦୋଛକିରେ ବିତୁଛି କିନ୍ନରଙ୍କ ଜୀବନ। ସାମାଜିକ ଅପନିନ୍ଦା ଏବଂ ବାଛନ୍ଦ କାରଣରୁ ଏକଦା ଦୃଷ୍ଟି ଆଢ଼ୁଆଳରେ ରହି ଆସୁଥିବା ଏହି ମଣିଷ ଏବେ ସମାଜରେ କିଛି ନୂଆ କରିବାର ପ୍ରୟାସରେ ଚେଷ୍ଟିତ। ନିଜ ଚେଷ୍ଟାରେ...

ନୂଆ ରୂପରେ ଟ୍ରାଫିକ୍‌ ଥାନା-୨

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ଟ୍ରାଫିକ ଥାନା-୨ ନୂଆ ରୂପ ପାଇଛି। ପୂର୍ବରୁ ଚନ୍ଦ୍ରଶେଖରପୁରରେ ଏହି ଥାନା ଥିବାବେଳେ ଗୁରୁବାର ପାତ୍ରପଡ଼ାଠାରେ ଦୁଇ ମହଲା ବିଶିଷ୍ଟ ନୂତନ କୋଠାକୁ ଉଦ୍‌ଘାଟନ କରାଯାଇଛି। ପୂର୍ବାହ୍ନରେ ପୋଲିସ ଡିଜି ସୁନିଲ ବଂଶଲ...

ରାଜଧାନୀରେ ବାଉନ୍‌ସର ଗ୍ୟାଙ୍ଗ୍‌, ୭ ଗିରଫ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ରାଜଧାନୀରେ ବାଉନ୍‌ସରଙ୍କ ରାଜ୍‌ ଚାଲିଛି। ଗ୍ୟାଙ୍ଗ୍‌ ଗଢ଼ି ବଡ଼ ବଡ଼ ଅପରାଧ ଘଟାଉଛନ୍ତି। ରାତି ଅଧରେ ଜେସିବି ଲଗାଇ ଦୋକାନ ଘର ଭାଙ୍ଗି ଲୁଟ୍‌ କରିବା ସହ ଜମି ଜବରଦଖଲ କରୁଛନ୍ତି। ଏହି ଗ୍ୟାଙ୍ଗର ସଦସ୍ୟ ଥିବା ୭...

ଜାଗା ମିଶନ ସର୍ଭେରେ ଚଞ୍ଚକତା ଅଭିଯୋଗ

ଭୁବନେଶ୍ୱର,୩୧।୩ (ବ୍ୟୁରୋ): ଏପ୍ରିଲ ୧ ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଗା ମିଶନ ଅଧୀନରେ ଭୂମିହୀନଙ୍କୁ ପଟ୍ଟା ବଣ୍ଟନ କରିବେ। ସମୟ ପାଖେଇ ଆସୁଥିବାବେଳେ ଜାଗା ମିଶନ୍‌ ସର୍ଭେକୁ ନେଇ ଅଡୁଆ ବଢିବାରେ ଲାଗିଛି। ମହାନଗରରେ ଥିବା ବସ୍ତି...

ଆଜି ବିଧାନସଭାରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଲ୍‌

ଭୁବନେଶ୍ୱର, ୩୧ା୩(ବ୍ୟୁରୋ):୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ଆଗତ ହେବ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବିଲ୍‌ ବିଧାନସଭାର ଅନୁମୋଦନ ପାଇଁ ଉପସ୍ଥାପନ କରିବେ। ଏହା ପୂର୍ବରୁ କେତେକ ପ୍ରମୁଖ ବିଭାଗର ଖର୍ଚ୍ଚ ଦାବି...

ମାଗଣା ହେଲା ମଲିକ୍ୟୁଲାର ପରୀକ୍ଷା

ଭୁବନେଶ୍ୱର, ୩୧।୩(ବ୍ୟୁରୋ):କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ରାଜ୍ୟ ସରକାର ଆଉଏକ ବଡ ପଦକ୍ଷେପ ନେଇଛନ୍ତି। ଏଣିକି ଟ୍ୟୁମରର ମଲିକ୍ୟୁଲାର ପରୀକ୍ଷାକୁ ମାଗଣାରେ କରାଯିବ। ‘ନିଦାନ’ ଯୋଜନା ମାଧ୍ୟମରେ ଜନସାଧାରଣ ଏହାର ସୁବିଧା ପାଇବେ ଓ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ...

ଜୟ ଜଗନ୍ନାଥ, ଜୟ ମା’ ସମଲେଇ

ଭୁବନେଶ୍ୱର,୩୧ା୩(ବ୍ୟୁରୋ):ଶଙ୍ଖ ମୋ ଗର୍ବ ପରେ ବିଜୁ ଜନତା ଦଳ ନେତାମାନେ ଜୟ ଜଗନ୍ନାଥ କହି ନିଜ ଟୁଇଟର ଆକାଉଣ୍ଟରେ ପୋଷ୍ଟ କରୁଛନ୍ତି। ତେବେ ପଶ୍ଚିମ ଓଡ଼ିଶା ବିଜେଡି ନେତାଙ୍କ ମୁହଁରେ ଜୟ ଜଗନ୍ନାଥ ସହିତ ଜୟ ମା ସମଲେଇ କହୁଥିବା...

ହାଇକୋର୍ଟଙ୍କ ରାୟ ବିରୋଧରେ ଓଡ଼ିଶା ସରକାରଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୩୧ା୩:ଓଡ଼ିଶା ହାଇକୋର୍ଟଙ୍କ ଏକ ରାୟ ବିରୋଧରେ ରାଜ୍ୟ ସରକାରଙ୍କ ପିଟିଶନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଜଣେ ଠିକାଦାର ନେଇଥିବା କାର୍ଯ୍ୟକୁ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରି ନ ପାରିବାରୁ ଓଡ଼ିଶା ସରକାର ଏହାର ସମୟସୀମା ବଢ଼ାଇଥିଲେ।...

ସମର୍ଥ ହତ୍ୟାକାଣ୍ଡକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ବର, ୩୧ା୩(ବ୍ୟୁରୋ):ଝାରସୁଗୁଡ଼ା ସରବାହାଲର ବ୍ୟବସାୟୀ ସୁନୀତ ଅଗ୍ରଓ୍ବାଲଙ୍କ ୧୫ ବର୍ଷୀୟ ପୁଅ ସମର୍ଥଙ୍କୁ ଅପହରଣ ପରେ ହତ୍ୟା କରାଯିବାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। ଏହି ଘଟଣାକୁ ନେଇ ଉଭୟ ବିରୋଧୀ ଭାଜପା ଏବଂ କଂଗ୍ରେସ ରାଜ୍ୟ ସରକାରଙ୍କୁ...

ତୁରନ୍ତ ବାଉଣ୍ଡାରି ଓ୍ବାଲ୍‌ କରିବାକୁ ସୁପାରିସ

ଭୁବନେଶ୍ୱର,୩୧ା୩(ବ୍ୟୁରୋ):ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର ବହୁମୂଲ୍ୟ ସମ୍ପତ୍ତି ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଦୀର୍ଘ ବର୍ଷ ହେବ ସେଗୁଡ଼ିକ ମୁକ୍ତ ହୋଇ ପାରୁନାହିଁ। ଏହାକୁ ନେଇ ବିଧାନସଭା ଗୃହ କମିଟି ଉଦ୍‌ବେଗ ପ୍ରକାଶ କରିଛନ୍ତି। ତୁରନ୍ତ ଜବରଦଖଲ ଜମିକୁ...

ମହଙ୍ଗା ହେବ ମଦ

ଭୁବନେଶ୍ୱର,୩୧ା୩(ବ୍ୟୁରୋ):ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅବକାରୀ ନୀତି ଜାରି କରିଛନ୍ତି। ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଜାରି ହୋଇଥିବା ନୂଆ ଅବକାରୀ ନୀତି ୨୦୨୩ ଏପ୍ରିଲ ପହିଲାରୁ ୨୦୨୪ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।...

ଭୁବନେଶ୍ୱର ଏମ୍ସରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୩୧ା୩(ବ୍ୟୁରୋ):ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା (ଏମ୍‌ସ)ରେ ଗୁରୁବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ଏମ୍‌ସ ଫାର୍ମାସି ଷ୍ଟୋର ଟେଣ୍ଡର ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ ହେବାପରେ ସିବିଆଇ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri