ମେଟ୍ରୋ

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କରିଛନ୍ତି ସ୍ବାମୀ। ହତ୍ୟା କରିବା ପରେ ଅଭିଯୁକ୍ତ ଘରର ବାହାର ପଟୁ…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ ସହ ଜଡ଼ିତ ଏହି ପରମ୍ପରା କେବଳ ଧାର୍ମିକ ଆସ୍ଥାର ପ୍ରତୀକ ନୁହେଁ…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ସେ ପହଞ୍ଚିବା ପରେ ବିଭିନ୍ନ ବର୍ଗର ବ୍ୟକ୍ତବିଶେଷ ପହଞ୍ଚି ତାଙ୍କୁ ବିପୁଳ ସ୍ବାଗତ…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କରିଛନ୍ତି। ନବୀନ କହିଛନ୍ତି, ପିଲାଙ୍କ ପାଠ୍ୟପୁସ୍ତକରେ ଅନେକ ତ୍ରୁଟି…

୫ବର୍ଷରେ ବାଦ୍‌ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର

ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର ତାଲିକାର ଚିଠା ପ୍ରସ୍ତାବ ପ୍ରକାଶ ପାଇଛି। ତେବେ ରାଜ୍ୟରେ ପ୍ରତିବର୍ଷ ବିଭିନ୍ନ କାରଣରୁ…

ଧର୍ମେନ୍ଦ୍ରଙ୍କ ପରେ ଜୋର୍‌ ଧରିଲା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି, ୭ ଦିନରେ ନ ଦେଲେ…

ଭୁବନେଶ୍ୱର, ୨୭।୭: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗକୁ ନେଇ ରାଜରାସ୍ତା ସରଗରମ ହୋଇଥିବାବେଳେ ବର୍ତ୍ତମାନ ରାଜ୍ୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି ଜୋର୍‌ ଧରିଛି। ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଥିବାବେଳେ କଂଗ୍ରେସ ଓ…

ସୃଷ୍ଟି ହେଲା ଗଭୀର ଅବପାତ: ଏଇଠି ଲ୍ୟାଣ୍ଡଫଲ ସମ୍ଭାବନା, ଭୀଷଣ ବର୍ଷା ନେଇ ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୨୭।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ। ବାଲେଶ୍ବରରୁ ୧୨୦ କି.ମି. ଦୂରରେ ରହିଛି ଅବପାତ। ଆଜି ଅପରାହ୍ନରେ ବାଲେଶ୍ବର-କ୍ୟାନିଂ ମଧ୍ୟରେ ଲ୍ୟାଣ୍ଡଫଲ ସମ୍ଭାବନା। ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ। ଅତି ପ୍ରବଳ ବର୍ଷା ନେଇ ୩…

ଆଜିଠାରୁ +୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର,୨୭ା୭(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ମହାବିଦ୍ୟାଳୟରେ ସୋମବାରଠାରୁ +୩ ପ୍ରଥମ ବର୍ଷର ନିୟମିତ ପାଠପଢ଼ା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିଲେ ମଧ୍ୟ ପ୍ରଥମ ଦୁଇଟି ରାଉଣ୍ଡ୍‌ରେ ନାମଲେଖା…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା ପ୍ରଭାବରେ ରାଜ୍ୟରେ ଆଗାମୀ ୪୮ ଘଣ୍ଟା ପ୍ରବଳ ବର୍ଷିବ। ଏନେଇ ଆଗାମୀ ଦୁଇଦିନ…

ରାଜଧାନୀରେ ମୁଣ୍ଡବିହୀନ ମୃତଦେହ : ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ

ଭୁବନେଶ୍ୱର, ୨୬।୭: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୂଚନା ଅନୁଯାୟୀ, ଭୋର ପ୍ରାୟ ୪ଟା ସମୟରେ ସ୍ଥାନୀୟ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପୁରୀରେ ଆଜି ଅତି ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୨୬ା୭(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଶନିବାର ସକାଳ ସୁଦ୍ଧା ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ…

ସିଏମ୍‌ଓରୁ ଫାଇଲ ଚୋରି ଘଟଣା: ବିଦେଶରେ ଥିବାରୁ ଥାନାରେ ହାଜର ହେଲେନି ପାଣ୍ଡିଆନ

ଭୁବନେଶ୍ୱର,୨୬ା୭(ତ୍ରିନାଥ ମହାନ୍ତି): ସିଏମଓରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲାର କମିଶନ ଫାଇଲ୍‌ ଓ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ପରି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଫାଇଲ ହଜିଯିବା ଘଟଣାରେ ତତ୍କାଳୀନ ୫- ଟି ସଚିବ ଭୈରବ କାର୍ତ୍ତିକ ପାଣ୍ଡିଆନ ଶନିବାର କ୍ୟାପିଟାଲ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?