ମେଟ୍ରୋ

ବଙ୍ଗୋପସାଗରରେ ପୁଣି ଲଘୁଚାପ! ଏସବୁ ସ୍ଥାନରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର,୮।୧୨:ଏଣିକି ଆହୁରି ଖସିବ ପାରଦ, ବଢ଼ିବ ଶୀତ। ଗଲା କିଛି ଦିନ ଦେବ ଦିନ ବେଳା ତାତି ୩୦ ଡିଗ୍ରୀ ଉପରେ ରହୁଥିବାବେଳେ ରାତିରେ ଥଣ୍ଡା ଅନୁଭୂତ ହେଉଥିଲା। ମାତ୍ର ଗତକାଲି ଠାରୁ ରାତି ତାପମାତ୍ରା ୨ ରୁ ୪...

ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା ଧମକ

ମୁମ୍ବାଇ, ୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହତ୍ୟା ନେଇ ଶନିବାର ମୁମ୍ବାଇ ପୋଲିସକୁ ଏକ ଧମକ ହସ୍ତଗତ ହୋଇଛି। ଘଟଣା ସମ୍ପର୍କରେ ମୁମ୍ବାଇ ପୋଲିସର ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ମୁମ୍ବାଇ ଟ୍ରାଫିକ୍‌ ପୋଲିସର ହେଲ୍‌ପଲାଇନ ନମ୍ବରକୁ ହ୍ବାଟ୍ସଆପ୍‌...

ପ୍ରଭାତ ବିଶ୍ୱାଳ ବନାମ ନୟନ ମହାନ୍ତି

କଟକ,୮ା୧୨ (କାର୍ତ୍ତିକ ସାହୁ): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର କଟକ ରେଳ ଷ୍ଟେଶନର ଦ୍ୱିତୀୟ ପ୍ରବେଶ ପଥକୁ ଉଦ୍‌ଘାଟନ କରିଛନ୍ତି। ଏହି ଉଦ୍‌ଘାଟନୀ ସଭାରେ ବିଜେଡି ନେତା ତଥା ବିଧାୟକ ସୌଭିକ୍‌ ବିଶ୍ୱାଳ କହିଛନ୍ତି, ତାଙ୍କ ବାପା ଡ. ପ୍ରଭାତ...

ଲାଞ୍ଚର ପ୍ରମାଣ ଖୋଜିଲା ବିଜେଡି

ଭୁବନେଶ୍ୱର, ୮ା୧୨(ଅନିଲ ଦାସ)ଗତ ସରକାର ସମୟରେ ଏଏସ୍‌ଓ ଚାକିରି ପାଇଁ ହୋଇଥିବା ଲାଞ୍ଚ କାରବାର ଅଭିଯୋଗକୁ ନେଇ ବିଜେଡି ବିଧାନସଭାରେ ଶନିବାର ତୁମ୍ବିତୋଫାନ କରିଛି। ଘଟଣାର ତଦନ୍ତ କରିବା ସହ ଏ ନେଇ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତି ଦିଅନ୍ତୁ ବୋଲି...

ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ପରିବାର ସଦସ୍ୟଙ୍କୁ ମିଳିବ ଲକ୍ଷେ ଟଙ୍କା

ଭୁବନେଶ୍ୱର,୮ା୧୨(ଅନୁରାଧା ମହାରଣା): ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ...

ପଶ୍ଚିମବଙ୍ଗରେ ହେରଫେର, ଭୁବନେଶ୍ୱରରେ ବଡ଼ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୮ା୧୨(ସୂର୍ଯ୍ୟକାନ୍ତ ବେହେରା): ପଶ୍ଚିମବଙ୍ଗର ଏକ ନିର୍ମାଣ କାର୍ଯ୍ୟରେ ହେରଫେର ଅଭିଯୋଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଟିମ୍‌ ଭୁବନେଶ୍ୱରରେ ଚଢ଼ାଉ କରିଛି। ସ୍ଥାନୀୟ ମେ’ ଫେୟାର ହୋଟେଲ ସମ୍ମୁଖ ରାସ୍ତାରେ ଶନିବାର ରାତିରେ ସିବିଆଇ ଟିମ୍‌ ଚଢ଼ାଉକରି ଏକ ଦାମୀ ଗାଡ଼ିରୁ...

ସରକାରଙ୍କ ବଡ଼ ଘୋଷଣା, ଆଜି ଏମାନଙ୍କୁ ମିଳିବ ୮୦୦ଟଙ୍କା ବୋନସ୍‌

ଭୁବନେଶ୍ୱର, ୮ା୧୨(ଅନିଲ ଦାସ): ରାଜ୍ୟ ସରକାର ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୮ ଶହ ଟଙ୍କାର ଇନ୍‌ପୁଟ ସବ୍‌ସିଡି ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଚାଷୀଙ୍କୁ ଧାନର ଇନ୍‌ପୁଟ ସହାୟତା ରାଶି ବଣ୍ଟନ କରିବେ। ବରଗଡ଼...

୧୬୨୨ ପାଇଁ ଜଣେ ଡାକ୍ତର

ସରକାରୀ ବ୍ୟବସ୍ଥା ଅନୁଯାୟୀ ପ୍ରତି ୧,୦୦୦ ଜନସଂଖ୍ୟାରେ ଜଣେ ଡାକ୍ତର ରହିବା କଥା। କିନ୍ତୁ ଓଡ଼ିଶାରେ ୧,୬୨୨ ଲୋକଙ୍କ ପାଇଁ ଜଣେ ଡାକ୍ତର ରହିଛନ୍ତି। ଅର୍ଥାତ୍‌ ଜଣେ ଡାକ୍ତରଙ୍କ ଉପରେ ଅତିରିକ୍ତ ୬୨୨ ଲୋକଙ୍କ ବୋଝ ରହିଛି। ଏଥିରୁ ସ୍ବାଭାବିକ...

ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ, ମିଳିବ…

ଭୁବନେଶ୍ୱର,୭ା୧୨: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧...

ମେ’ ଫେୟାର ହୋଟେଲ ସମ୍ମୁଖରେ ସିବିଆଇ ରେଡ୍‌, ଗାଡିରୁ ମିଳିଲା…

ଭୁବନେଶ୍ବର,୭।୧୨: ରାଜଧାନୀ ଭୁବନେଶ୍ବରରେ ସିବିଆଇ ରେଡ୍‌। ମେ’ ଫେୟାର ହୋଟେଲ ସମ୍ମୁଖରେ ସିବିଆଇ ରେଡ୍‌ କରିଥିବା ସୂଚନା ମିଳିଛି। ଏକ ନାଲିରଙ୍ଗର ଦାମୀଗାଡ଼ିରେ ଟଙ୍କା ଓ ସୁନା ଥିବା ସନ୍ଦେହରେ ସିବିଆଇ ଯାଞ୍ଚ କରିଥିଲା। ଗାଡିରୁ ପ୍ରାୟ ୨୦ରୁ ୨୫...

ମୁଖ୍ୟମନ୍ତ୍ରୀ ଦେବେ ଉପହାର: ଆସନ୍ତାକାଲି ଚାଷୀଙ୍କ ଖାତାକୁ ଯିବ…

ଭୁବନେଶ୍ୱର,୭।୧୨: ଆସନ୍ତାକାଲିଠୁ ଚାଷୀଙ୍କ ଖାତାକୁ ଯିବ ୮ ଶହ ଟଙ୍କାର ଇନପୁଟ ସହାୟତା। କେନ୍ଦ୍ର ପ୍ରଦତ୍ତ ୨୩୦୦ ସହ ରାଜ୍ୟ ସରକାର ୮୦୦ ଟଙ୍କା ଦେବେ। ରବିବାର ସୋହେଲାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରଦାଦ କରିବେ। ୨୦୨୪ ସାଧାରଣ ନିର୍ବାଚନରେ...

ଯୁବତୀଙ୍କୁ ବଟିକା ଦେଇ ବଳାତ୍କାର: ବନ୍ଧାହେଲେ ଆଶ୍ରମର ରଙ୍ଗିଲା ବାବା

ଭୁବନେଶ୍ୱର,୭।୧୨: ବନ୍ଧା ହେଲେ ଆତ୍ମଘୋଷିତ ବାବା ପ୍ରଫୁଲ୍ଲ। ଯୁବତୀଙ୍କୁ ନିଶା ବଟିକା ଦେଇ ବଳାତ୍କାର ଅଭିଯୋଗରେ ରଙ୍ଗିଲା ବାବା ଚାରମାଳ ଥାନା ଅଞ୍ଚଳର ଜଣେ ଅବିବାହିତ ଆଦିବାସୀ ଯୁବତୀଙ୍କୁ ଔଷଧ ଦେବା ବାହାନାରେ ଆଶ୍ରମକୁ ଡାକି ଦୁଷ୍କର୍ମ କରିଥିବା ଅଭିଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri