ମେଟ୍ରୋ

ତେଜରାତି ଦୋକାନୀରୁ ଚାରି ଚାରିଟା ହୋଟେଲ  ମାଲିକ: କେମିତି ହେଲେ ମାଲାମାଲ : ସବୁ କହିଦେଲେ ପ୍ରିୟଙ୍କାଙ୍କ ବାପା…

ପୁରୀ,୨୦।୫ : ପୁରୀର ଝିଅ ପ୍ରିୟଙ୍କା ସେନାପତି ଏବେ ଚର୍ଚ୍ଚାରେ। ସେ ପାକିସ୍ତାନୀ ସ୍ପାଏ ଜ୍ୟୋତି ମାଲହୋତ୍ରାଙ୍କ ଲିଙ୍କରେ ଥିବାରୁ ତାଙ୍କୁ ନେଇ ତଦନ୍ତ ଜାରି ରହିଛି। ଜାତୀୟ ତଦନ୍ତକାରୀ ସଂସ୍ଥା ପ୍ରିୟଙ୍କାଙ୍କ ଉପରେ କଡ଼ା ନଜର ରଖିଛି । ତେବେ…

ଦିବ୍ୟାଙ୍ଗଙ୍କ ପାଇଁ ଖୁସିଖବର: ବଢ଼ିଲା ଭତ୍ତା, ଜାଣନ୍ତୁ କେବେଠୁ ପାଇବେ…

ଭୁବନେଶ୍ୱର,୨୧।୫: ଦିବ୍ୟାଙ୍ଗଙ୍କ ପାଇଁ ଖୁସିଖବର। ବଢ଼ିଲା ଭତ୍ତା। ଏଣିକି ଭିନ୍ନକ୍ଷମଙ୍କୁ ମିଳିବ ୩୫୦୦ ଟଙ୍କା। ଆସନ୍ତା ଜୁନ ମାସରୁ ଏହି ବର୍ଦ୍ଧିତ ଭତ୍ତା ମିଳିବ। ବର୍ଦ୍ଧିତ ଭତ୍ତା ନେଇ DSSOSଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବରିଷ୍ଠ ନାଗରିକଙ୍କୁ ମଧ୍ୟ ବର୍ଦ୍ଧିତ ଭତ୍ତା ମିଳିବ।…

ଆସୁଛି ବଡ଼ ଲଘୁଚାପ: ଆଗାମୀ ୧୨ ଘଣ୍ଟା ମଧ୍ୟରେ ଶକ୍ତିଶାଳୀ ହୋଇ….

ଭୁବନେଶ୍ୱର,୨୧।୫: ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି।ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ। ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ଏହି ଲଘୁଚାପ ସୃଷ୍ଟି ହେବ। ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପରବର୍ତ୍ତୀ ସମୟରେ ଏହା…

ମାଡ଼ିଆସିବ କାଳବୈଶାଖୀର କଳାହାଣ୍ଡିଆ ମେଘ: ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୧।୫: ୧୩ ଜିଲାକୁ କାଳବୈଶାଖୀ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା ୩ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସମ୍ଭାବନା ରହିଛି।୧୩ ଜିଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ନିଂ ଜାରି କରିଛି। ମୌସୁମୀ…

ମଞ୍ଚେଶ୍ବର ଶିଳ୍ପାଞ୍ଚଳରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ପଡ଼ିଛି ରକ୍ତ ଛିଟା, ପୋଲିସର ଛାନଭିନ୍‌

ଭୁବନେଶ୍ୱର, ୨୦।୫: ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ବର ଶିଳ୍ପାଞ୍ଚଳରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି। ଏହି ଘଟଣାରେ ଗୁରୁତର ଆହତ ଯୁବକଙ୍କୁ ମଞ୍ଚେଶ୍ବର ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି। ସୂଚନା ଅନୁସାରେ,…

ଲାଞ୍ଚ ନେବା ଅଭିଯୋଗ: ପୂର୍ବତନ IIC ସମେତ ୨ ପୋଲିସ ନିଲମ୍ବିତ

କଟକ, ୨୦।୫: ଜଣେ ନିର୍ମାଣକାରୀଙ୍କଠାରୁ ଲାଞ୍ଚ ନେବା ଅଭିଯୋଗରେ ଓଡ଼ିଶା ଡିଜିପି ୱାଇ.ବି. ଖୁରାନିଆ ଆଜି ଦୁଇ ପୁଲିସ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି। ଡିଜିପି ଇନ୍ସପେକ୍ଟର ରଞ୍ଜନ ବିଶ୍ୱାଳ ଏବଂ ସବ୍-ଇନ୍ସପେକ୍ଟର ଅଭିଷେକ ପ୍ରଧାନଙ୍କ ବିରୁଦ୍ଧରେ ଅଭିଯୋଗ ପାଇବା ପରେ ନିଲମ୍ବନ…

ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ, ଜାଣନ୍ତୁ କିପରି ଜାଣିବେ

ଭୁବନେଶ୍ୱର,୨୦।୫: ଓଡ଼ିଶା ଯୁକ୍ତ ୨ ପରୀକ୍ଷା ଫଳ ଆସନ୍ତାକାଲି ଅର୍ଥାତ୍ ମେ ୨୧, ୨୦୨୫ରେ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଏକାସହ କଳା, ବାଣିଜ୍ୟ, ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି…

ଜୁନ୍ ୧ ପର୍ଯ୍ୟନ୍ତ ଯୁକ୍ତ ୩ ଆବେଦନ ସମୟସୀମା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୦।୫: ରାଜ୍ୟ ସରକାର ଯୁକ୍ତ ତିନି (+୩) ନାମଲେଖା ପାଇଁ ଆବେଦନ ସମୟସୀମାକୁ ଜୁନ୍ ୧, ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା ଅନୁସାରେ, ଏହି ନିଷ୍ପତ୍ତି ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ନିଆଯାଇଛି, ଯେହେତୁ ଯୁକ୍ତ…

ପଛୁଆବର୍ଗଙ୍କୁ ପୂର୍ଣ୍ଣ ସାମ୍ବିଧାନିକ ଅଧିକାର ଦେବାକୁ ଭାଜପା ବଦ୍ଧପରିକର: ମନମୋହନ ସାମଲ

ଭୁବନେଶ୍ୱର,୨୦।୫: ୨୦୨୪ ନିର୍ବାଚନବେଳେ ସଂକଳ୍ପପତ୍ରରେ ଭାଜପା ପଛୁଆବର୍ଗଙ୍କ ଉନ୍ନତି ସମ୍ପର୍କରେ ଯାହାସବୁ ପ୍ରତିଶ୍ରୁତି ଦେଇଥିଲା ତାହା ଏବେ ପୂରଣ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଦେଇଛି । ଭାଜପା ରାଜ୍ୟରେ ସରକାର ଗଠନ କରିବାର ମାତ୍ର ୧୧ ମାସ ମଧ୍ୟରେ ପଛୁଆ…

ଓଡିଶାକୁ କରେୋନା ଭୟ: କିଡ୍‌ନୀ ଭଳି ଗୁରୁତର ରୋଗଥିଲେ…

ଭୁବନେଶ୍ୱର,୨୦।୫: ଭାରତକୁ ପୁଣି ଫେରିଛି କୋଭିଡ ଭୟ। ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଚିନ୍ତା ବଢ଼ିଛି। ଏହିସବୁ ଭିତରେ ରାଜ୍ୟବାସୀ କିପରି ସର୍ତକତା ଅବଲମ୍ବନ କରିବେ, ସେନେଇ ପରାମର୍ଶ ଦେଇଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ସେ କହିଛନ୍ତି, ବହୁବିଧ ରୋଗରେ…

ବଡ଼ଖବର: ବଦଳିଲା କ୍ୟାବିନେଟ ଢ଼ାଞ୍ଚା, ସଚିବଙ୍କ କ୍ଷମତା ସଙ୍କୁଚିତ 

ଭୁବନେଶ୍ୱର,୨୦।୫: ପରିବର୍ତ୍ତନ ହେଲା ରାଜ୍ୟ କ୍ୟାବିନେଟ ଢ଼ାଞ୍ଚା। କ୍ୟାବିନେଟ ବୈଠକରେ ସଚିବଙ୍କ କ୍ଷମତା ସଙ୍କୁଚିତ କରାଯାଇଛି। ମନ୍ତ୍ରୀଙ୍କ କ୍ଷମତା ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି। ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି ହୋଇଛି। ଏ ନେଇ ସବୁ ବିଭାଗକ…

ସାମ୍ନାକୁ ଆସିଲା ଜ୍ୟୋତି, ପ୍ରିୟଙ୍କାଙ୍କ ପୁରୀ ହୋଟେଲର ଭିଡିଓ: କରୁଥିଲେ…

ପୁରୀ,୨୦।୫:ପୁରୀ ବୁଲିବାକୁ ଆସିଥିବା ସମୟରେ ଏକ ହୋଟେଲ୍‌ରେ ରହୁଥିଲେ ପକ୍‌-ସ୍ପାଏ ଜ୍ୟୋତି ମାଲହୋତ୍ରା। ଏବେ ସାମ୍ନାକୁ ଆସିଲା ଭିଡିଓ। ହୋଟେଲରେ କଣ କରୁଥିଲେ ଜ୍ୟୋତି ତାହା ମଧ୍ୟ ଦେଖିବାକୁ ମିଳିଛି। ଜ୍ୟୋତି ଓ ପ୍ରୟଙ୍କା ଏକ ହୋଟେଲ୍‌ରେ ରହିଥିଲେ। ହୋଟେଲ୍‌ରେ ଶୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?