ମେଟ୍ରୋ

KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର

ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ ସୃଷ୍ଟି ହେବା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଅନୁଷ୍ଠାନକୁ ତୁରନ୍ତ ସାଇନ୍ ଏ ଡାଏ ଘୋଷଣା…

ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସକାଳୁଆ ପାଠପଢ଼ା ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନେଇଛି। ଏନେଇ ବିଭାଗ…

ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପ୍ରାୟ ଏକା ସମୟରେ ଚାଲିବ। ତେବେ ପ୍ରଥମ ଦିନ ବିଜ୍ଞାନ ବିଦ୍ୟାର୍ଥୀମାନେ…

ମୋ ବସ୍‌ ଦୁର୍ଘଟଣା ମାମଲା : ଝିଅ ପରେ ଚାଲିଗଲା ମା’ଙ୍କ ଜୀବନ

ଭୁବନେଶ୍ୱର,୧୭ା୨(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ପାତ୍ରପଡ଼ା ଡିଏନ୍‌ ରେଗାଲିଆ ନିକଟରେ ଶୁକ୍ରବାର ରାତିର ଘଟିଥିବା ମୋ ବସ୍‌ ଦୁର୍ଘଟଣାରେ ଆହତ ଆଉ ଜଣଙ୍କ ସୋମବାର ମୃତ୍ୟୁ ଘଟିଛି। ଘଟଣା ଦିନ ଝିଅ ନନ୍ଦିନୀଙ୍କ ମୃତ୍ୟୁ ଘଟିଥିବାବେଳେ ଏବେ ତାଙ୍କ…

କିଟ୍‌ର ୨ ସିକ୍ୟୁରିଟି ଗାର୍ଡ ଅଟକ

ଭୁବନେଶ୍ୱର,୧୭।୨:ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। କ୍ୟାମ୍ପସ ଭିତରେ ଛାତ୍ରଙ୍କୁ ମାଡ଼ ଘଟଣାରେ ୨ ସିକ୍ୟୁରିଟି ଗାର୍ଡ ଅଟକ ଅଛନ୍ତି। ଏବିଭିପି ଛାତ୍ର ସଂଘର ଅଭିଯୋଗ ପରେ ଥାନାରେ ଅଟକ ଥିବା…

କ୍ୟାମ୍ପସ ଛାଡିଥିବା ଛାତ୍ରୀଛାତ୍ରଙ୍କୁ ଫେରିଆସିବାକୁ ଅନୁରୋଧ କଲା KIIT

ଭୁବନେଶ୍ୱର,୧୭।୨: କିଟ୍‌ କ୍ୟାମ୍ପସରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ପରେ ୫୦୦ରୁ ଅଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ଘରକୁ ପଠାଇ ଦିଆଯାଇଛି। ଏହା ପରେ KIIT ବିଶ୍ୱବିଦ୍ୟାଳୟ ନେପାଳୀ ଛାତ୍ରମାନଙ୍କୁ କ୍ୟାମ୍ପସକୁ ଫେରିବାକୁ ଅନୁରୋଧ କରିଛି। ଏକ୍ସରେ…

ଖରାକୁ ନେଇ ଉଚ୍ଚ ଶିକ୍ଷା ବିଭାଗର ଚିଠି: ସମସ୍ତ ଡିଗ୍ରୀ କଲେଜ, ବିଶ୍ବବିଦ୍ୟାଳୟ…

ଭୁବନେଶ୍‌ଶ୍ୱର,୧୭।୨: ତାତି ଆକଳନ କରି ଆଗୁଆ ସତର୍କ କରାଇଲା ଉଚ୍ଚ ଶିକ୍ଷା ବିଭାଗ । ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟମାନଙ୍କୁ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। କିପରି ହିଟୱେଭକୁ ସାମ୍ନା କରିବେ ସେନେଇ ସୂଚନା ଜାରି ହୋଇଛି। ପାଠପଢ଼ା…

ଅଙ୍ଗନବାଡ଼ି ପିଲାଙ୍କ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ…

ବଜେଟ୍‌ ଘୋଷଣା ପରେ ମୁହଁ ଖୋଲିଲେ ନବୀନ: କହିଲେ ବଜେଟରେ ଏତେ ଟଙ୍କା ଘୋଷଣା କରିବା…

ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ…

ମିଶନ ଶକ୍ତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଲକ୍ଷପତି ଦିଦି ହେବାରେ…

ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ…

କିଟ୍‌ରେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ହସ୍ତକ୍ଷେପ କଲେ ନେପାଳ ପ୍ରଧାନମନ୍ତ୍ରୀ, ଟୁଇଟ୍‌ କରି କହିଲେ…

ଭୁବନେଶ୍ୱର,୧୭।୨: କିଟ୍‌ କ୍ୟାମ୍ପସ ହଷ୍ଟେଲରେ ଜଣେ ବିଦେଶୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଅସନ୍ତୋଷ ତେଜିଛି। ବର୍ତ୍ତମାନ କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ନେପାଳ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରିଛନ୍ତି। ଦିଲ୍ଲୀ ସ୍ଥିତ ଦୂତାବାସରୁ ୨ ଅଫିସର ଓଡ଼ିଶା ଆସୁଥିବା ପ୍ରଧାନମନ୍ତ୍ରୀ ସୂଚନା…

ବଢିଲା ଏମଏଏଲଏ ପାଣ୍ଠି: ଜାଣନ୍ତୁ କେତେରୁ କେତେ

ଭୁବନେଶ୍ୱର,୧୭।୨: ବଢିଲା ବିଧାୟକଙ୍କ ଏମଏଏଲଏ ପାଣ୍ଠି । ଏହାକୁ ୩ କୋଟିରୁ ୫ କୋଟିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବଜେଟ ଉପସ୍ଥାପନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ଘୋଷଣା କରିଛନ୍ତି। ଏଥିପାଇଁ ୭୩୫ କୋଟି ବ୍ୟୟ ବରାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri