ମେଟ୍ରୋ

ନିଜ ଦଳର ଗୁମର ଖୋଲିଲେ ବଦ୍ରି: ଅନ୍ୟଦଳର ନେତାଙ୍କୁ ଆଣି…

ଭୁବନେଶ୍ୱର,୪।୧୨: କେନ୍ଦୁଝର ଜିଲା ଘସିପୁରା ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବଦ୍ରି ପାତ୍ର ବୁଧବାର ପୁଣି ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ବିଧାୟକ ନିଜ ଦଳ ଉପରେ ବର୍ଷିଛନ୍ତି। ନେତା ଧାର ଆଣି ବିଜେଡି ଭୁଲ କରିଛି ବୋଲି...

୧୦ ବର୍ଷରେ ଦାଦନରେ ମୃତ୍ୟୁବରଣ କରିଛନ୍ତି ୪୦୩: ଏହି ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୪ା୧୨(ଅନିଲ ଦାସ):ଓଡ଼ିଶାରୁ ବାହାର ରାଜ୍ୟକୁ ଗତ ୧୦ବର୍ଷରେ ଦାଦନ ଖଟିବାକୁ ଯାଇଥିବା ଲୋକଙ୍କ ମଧ୍ୟରୁ ୪୦୩ଜଣଙ୍କ ମୃତ୍ୟୁ ଘଟିଛି ବୋଲି ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ କହିଛନ୍ତି। ମଙ୍ଗଳବାର ବିଧାନସଭାରେ ଭାଜପା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର...

ନିଖୋଜ ଶିଶୁ ଉଦ୍ଧାର ଅଭିଯାନ, ୩୩୪ ଶିଶୁ ପରିବାର ଲୋକଙ୍କୁ ହସ୍ତାନ୍ତର

କଟକ,୩ା୧୨ (କାର୍ତ୍ତିକ ସାହୁ): ଭୁବନେଶ୍ବରସ୍ଥିତ ଓଡ଼ିଶା ରାଜ୍ୟ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ପକ୍ଷରୁ ରାଜ୍ୟରେ ଆଜି ପର୍ଯ୍ୟନ୍ତ ନିଖୋଜ ଥିବା ଶିଶୁମାନଙ୍କୁ ଉଦ୍ଧାର କରିବା ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଗତ ନଭେମ୍ବର ୧୮ରୁ ୨୩...

ବାସଭବନରେ ଦିବ୍ୟାଙ୍ଗ ମାନଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ସମାଧାନର ଦେଲେ ଆଶ୍ବାସନା

ଭୁବନେଶ୍ୱର,୩।୧୨: ମଙ୍ଗଳବାର ସକାଳେ କିଛି ଲୋକ ସେମାନଙ୍କ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବାସଭବନକୁ ଆସିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଅଭିଯୋଗ ଶୁଣିଥିଲେ। ଅଭିଯୋଗକାରୀଙ୍କ ମଧ୍ୟରେ କେତେ ଜଣ ଦିବ୍ୟାଙ୍ଗ ମଧ୍ୟ ଆସିଥିଲେ। ଅନ୍ତର୍ଜାତୀୟ...

ଦାଦନ ଖଟିବାକୁ ଯାଇ ତିନି ବର୍ଷରେ ୨୩୩ ହରାଇଲେଣି ଜୀବନ, ଏହି ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୩।୧୨: ପେଟ ପୋଷିବା ପାଇଁ ଦାଦନ ଖଟିବାକୁ ଯାଇ ଜୀବନ ହରାଉଛନ୍ତି ଓଡ଼ିଆ ଲୋକ। ଏହି ସଂଖ୍ୟା ଗତ ତିନି ବର୍ଷରେ ୨୩୩ ରହିଛି। ଯାହା ସରକାରଙ୍କ ପାଇଁ ଚିନ୍ତାଜନକ ହେବା କଥା। ମଙ୍ଗଳବାର ବିଧାନସଭାରେ ଶ୍ରମ ଓ କର୍ମଚାରୀ...

ଗତ ପାଞ୍ଚବର୍ଷରେ ମୃତ୍ୟୁ ବରଣ କରିଛନ୍ତି ୩୪ ବାଘ, ଏବେ ଅଛନ୍ତି ଏତିକି

ଭୁବନେଶ୍ୱର,୩।୧୨: ଓଡ଼ିଶାରେ ଗତ ପାଞ୍ଚ ବର୍ଷ ମଧ୍ୟରେ ଜୀବନ ହରାଇଛନ୍ତି ୩୪ କଲରାପତରିଆ ଏବଂ ତିନି ମହାବଳ ବାଘ। ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ସୂଚନା ଦେଇଛନ୍ତି। କଂଗ୍ରେସ ବିଧାୟକ ତାରା ପ୍ରସାଦ...

ଗୃହରେ ବସିଥିଲେ ନବୀନ ବିସ୍ଫୋରକ ବୟାନ ଦେଲେ ବଦ୍ରି, ବିଜେଡିକୁ ହରାଇଦେଲା ଏହି ଯୋଜନା…

ଭୁବନେଶ୍ୱର,୩।୧୨: ପାନୀୟ ଜଳ ପ୍ରକଳ୍ପ କାମ ପୂରା ନକରିବାରୁ ହାରିଲା ବିଜେଡି । ଆଜି ବିଧାନସଭା ଅଧିବେଶନରେ ଏପରି ଏହି ମାହୋଲକୁ ଉଷ୍ମ କରେଇଛନ୍ତି ଖୋଦ୍‌ ବିଜେଡି ନେତା। ବୀରୋଦୀଦଳ ନେତା ନବୀନ ପଟ୍ଟନାୟକଙ୍କ ଆଗରେ ଏପରି ବିସ୍ଫୋରକ ବୟାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୩।୧୨: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ପହଞ୍ଚିଛନ୍ତି। ଏହା ପରେ ବିମାନବନ୍ଦରରୁ ଚନ୍ଦ୍ରଶେଖରପୁର ନୀଳାଦ୍ରିବିହାର ଅଭିମୁଖେ ଯିବେ ରାଷ୍ଟ୍ରପତି। ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ରାଷ୍ଟ୍ରପତି ୫...

ମଶା ତେଲ କିଣା ଦୁର୍ନୀତି, ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ପୌର ପରିଷଦ ନିର୍ବାହୀ ଅଧିକାରୀ

ଭୁବନେଶ୍ୱର,୩।୧୨: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ପୌର ପରିଷଦ ନିର୍ବାହୀ ଅଧିକାରୀ। ପୌର ପରିଷଦ ନିର୍ବାହୀ ଅଧିକାରୀ ମାନସ ରଂଜନ ମଲ୍ଲିକଙ୍କ ଘରେ ମଶା ତେଲ କିଣା ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି। ଏହ ସହ ପୌର ପରିଷଦ ଅଫିସରେ...

ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଏକତା: ସାବରମତି ରିପୋର୍ଟ ଫିଲ୍ମ ଦେଖିବାକୁ….

ଭୁବନେଶ୍ୱର,୩।୧୨: ବିଧାନସଭାକୁ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ଏକତା କପୁର । ସାବରମତି ରିପୋର୍ଟ ଫିଲ୍ମ ପ୍ରଯୋଜିକା ଏକତା ଫିଲ୍ମ ଦେଖିବା ପାଇଁ ମୋହନଙ୍କୁ ନିମନ୍ତ୍ରଣ ଜଣାଇଛନ୍ତି। ଏହା ସହ ଫିଲ୍ମକୁ ରାଜ୍ୟ ସରକାର କରମୁକ୍ତ କରିଥିବାରୁ ଧନ୍ୟବାଦ ମଧ୍ୟ...

ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୩।୧୨: ରାଜ୍ୟ ସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ଜାରି ହୋଇଛି। ବିଧାନସଭାରେ ବିଜ୍ଞପ୍ତି ପ୍ରକାଶ ପାଇଥିବା ଜଣାପଡିଛି। ଆସନ୍ତା ୨୦ରେ ନିର୍ବାଚନ ହେବ। ଏଥିପାଇଁ ନାମାଙ୍କନ ପତ୍ରର ଶେଷ ତାରିଖ ଡିସେମ୍ବର ୧୦ ତାରିଖ ରହିଛି। ଏହାସହ ୧୧...

ଆଜିଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର,୩ା୧୨(ସୂର୍ଯ୍ୟକାନ୍ତ ବେହେରା):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ଅପରାହ୍ନ ୪.୫୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ସେଠୁ ସିଧାସଳଖ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉଦ୍‌ଘାଟନ କରିବେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri