ମେଟ୍ରୋ

କରୋନା ସଂକ୍ରମଣକୁ ନେଇ ରାଜ୍ୟ ସରକାର ଆଲର୍ଟ, ସବୁ ଜିଲାରେ ଆରମ୍ଭ ହେଲା ଟେଷ୍ଟିଂ

ଭୁବନେଶ୍ୱର,୧୭ା୫: ଥାଇଲାଣ୍ଡ, ହଂକଂ ଏବଂ ସିଙ୍ଗାପୁରରେ କରୋନା ସଂକ୍ରମଣ ବଢ଼ିବା ପରେ ରାଜ୍ୟ ସରକାର ଏନେଇ ସଜାଗ ରହିଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର କହିଛନ୍ତି, ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ WHO ସହ ଆଲୋଚନା କରିଛି। ସେମାନେ କୌଣସି…

ଫୋକସ୍‌ରେ ଓଡ଼ିଶା: ଜୁନ୍‌ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୭ା୫(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ରାଜ୍ୟରେ ଭାଜପା ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀଙ୍କ ସମେତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଆସିପାରନ୍ତି…

ତପସ୍ବିନୀ ଏକ୍ସପ୍ରେସ୍‌କୁ ପଥର ମାଡ଼: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସମ୍ବଲପୁର,୧୭।୫(ପ୍ରମୋଦ ବହିଦାର): ତପସ୍ବିନୀ ଏକ୍ସପ୍ରେସ ଟ୍ରେନକୁ ପଥର ମାଡ଼ ହୋଇଛି। ଏଥିରେ ଟ୍ରେନର କାଚ ଭାଙ୍ଗିପଡ଼ିଛି। ପଥର ମାଡ଼ ପରେ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ରେଙ୍ଗାଲି ଓ ଝାରସୁଗୁଡ଼ା ମଝିରେ ଏହି ପଥର ମାଡ଼ ସୂଚନା ମିଳିଛି। ଏସି ବଗି ବି-୭…

ବନ୍ଧା ହେବେ ୟୁଟ୍ୟୁବର ଲବ ହାଁସଦା! ପ୍ରେମିକାଙ୍କ ଆତ୍ମହତ୍ୟା…

ଭୁବନେଶ୍ୱର,୧୬ା୫: ବିବାଦରେ ବହୁ ଚର୍ଚ୍ଚିତ ୟୁଟ୍ୟୁର ଲବ ହାଁସଦା । ବେଙ୍ଗାଲୁରୁରେ ତାଙ୍କ ନାଁରେ ଏତଲା ହୋଇଛି । ଯାହାକୁ ନେଇ ଏବେ ବେଶ୍ ଚର୍ଚ୍ଚା। ବହୁଚର୍ଚ୍ଚିତ ଓଡ଼ିଆ ୟୁଟ୍ୟୁବର ଲବ ହାଁସଦାଙ୍କୁ ନେଇ ଏକ ଗୁରୁତର ବିବାଦ ସାମ୍ନାକୁ ଆସିଛି।…

୭ ଜିଲାକୁ ୨ ଘଣ୍ଟିଆ ରେଡ ଆଲର୍ଟ

ଭୁବନେଶ୍ୱର,୧୬।୫: ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ହେଲେ ୭ ଜିଲାକୁ ୨ ଘଣ୍ଟିଆ ରେଡ ଆଲର୍ଟ ଜାରି କଲା ପାଣିପାଗ…

ମୋଦିଙ୍କ ଓଡ଼ିଶା ଗସ୍ତକୁ ନେଇ ଏମିତି  କହିଦେଲେ ସୁରେଶ, ଜାଣନ୍ତୁ ପୁରାଘଟଣା 

ଭୁବନେଶ୍ୱର,୧୬।୫: ଆସନ୍ତା ମାସରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ରାଜ୍ୟରେ ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟ ଓଡ଼ିଶା ଆସିପାରନ୍ତି ବୋଲି ରାଜସ୍ବ ମନ୍ତ୍ରୀ…

ଆଜି ସନ୍ଧ୍ୟାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୬ା୫: ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ତେବେ ଏହି ୧୧ ଜିଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ,…

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା

ଭୁବନେଶ୍ୱର,୧୫।୫: ଚାଷୀମାନଙ୍କୁ ସହାୟତା ପ୍ରଦାନ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ଓଡ଼ିଶା ସରକାର ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି…

ଷ୍ଟିଲ କମ୍ପାନୀ ଗୁଡିକୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫ା୫: ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍‌ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର…

ମୋ’ ସରଳତାକୁ ଦୁର୍ବଳତା ଭାବନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୫: ସିଡିଓ ଓ ବିଡିଓମାନଙ୍କୁ ମୁଖ୍ୟମନ୍ତ୍ରୀ ଗୁରୁବାର କଡ଼ା ଚେତାବନୀ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସେକାଳ ପଖାଳ ଆଉ ନାହିଁ, ଆପଣଙ୍କୁ ଯଥେଷ୍ଟ କ୍ଷମତା ଦିଆଯାଇଛି । ପୁରୁଣା ଅଭ୍ୟାସ ନ ଛାଡ଼ିଲେ କ୍ଷମା ଦିଆଯିବନି । ଜିଲାପାଳଙ୍କ ଜରିଆରେ ବିଡିଓଙ୍କ…

ମୋ’ ଝିଅକୁ ପୁରୁଷ ବନ୍ଧୁ ଠେଲି ମାରିଦେଇଛନ୍ତି, ଏମିତି ଅଭିଯୋଗ ଆଣିଲେ ମା’

ଭୁବନେଶ୍ୱର,୧୫ା୫: ଭୁବନେଶ୍ୱରସ୍ଥିତ ଖଣ୍ଡଗିରି-ଜାଗମରା ପଞ୍ଚସଖା ନଗରରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଏଠାରେ ଥିବା ଏକ ଓୟୋ ହୋଟେଲ ତଳୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ମିଳିବା ପରେ ଏହାକୁ ନେଇ ତନାଘନା ଚାଲିଛି। ପୁରୁଷ ବନ୍ଧୁଙ୍କ ନାଁରେ ହତ୍ୟା ଅଭିଯୋଗ…

ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ଇସ୍ତଫା ଦେଲେ ମୁନା ଖାନ୍‌, ଜଣାପଡିଲା ବଡ଼ କାରଣ…

ଭୁବନେଶ୍ୱର,୧୫।୫: ଇସ୍ତଫା ଦେଲେ ମୁନା ଖାନ୍‌! ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ମୁନା ଖାନ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ବର୍ତ୍ତମାନ ନବୀନ ନିବାସରେ ପହଞ୍ଚିଛନ୍ତି ବିଜେଡି ଏମପି ମୁନା ଖାନ୍‌। ଗଣମାଧ୍ୟମ ରିପୋର୍ଟ ଅନୁସାରେ ସଂଖ୍ୟାଲଘୁ ସେଲର ସାଉଥ ଜୋନ ସଂଯୋଜକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?