ମେଟ୍ରୋ

ପ୍ରଧାନଶିକ୍ଷକ, ଶିକ୍ଷକଙ୍କ ବଦଳି ପାଇଁ ଆଜିଠୁ ଆବେଦନ

ଭୁବନେଶ୍ୱର,୧୫ା୫(ସୁଚିସ୍ମିତା ସାହୁ): ୨୦୨୫-୨୬ ଶିକ୍ଷାବର୍ଷ ଲାଗି ସରକାରୀ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକଙ୍କ ବଦଳି ଆବେଦନ ଗୁରୁବାରଠାରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବୁଧବାର ସଂଶୋଧିତ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଜୁନ୍‌…

୯୭ କୋଟି ଅନୁମୋଦନ କଲେ ରାଜ୍ୟ ସରକାର, ଏହି ଜିଲାରେ ନିର୍ମାଣ ହେବ ବ୍ୟାରେଜ

ଭୁବନେଶ୍ୱର,୧୪।୫: ଓଡ଼ିଶା ସରକାର ରାଜ୍ୟରେ ଜଳସେଚନ ତଥା ଶିଳ୍ପ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରୀମଣ୍ଡଳୀ ବୈଠକରେ ମୟୂରଭଞ୍ଜ ଜିଲାର ଜଶୀପୁର ବ୍ଲକର…

ନିଯୁକ୍ତିରେ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ ଆସିଲା ନୂଆ ନିୟମାବଳୀ

ଭୁବନେଶ୍ୱର,୧୪।୫: ରାଜ୍ୟ ପରିବହନ ପ୍ରାକରଣ (STA) ଅଧୀନରେ ଥିବା ସବ୍-ଇନ୍ସପେକ୍ଟର ଟ୍ରାଫିକ୍ -2021 ଏବଂ ଏକ୍ସାଇଜ୍ କମିଶନରଙ୍କ ଅଧୀନ ଥିବା ଇନ୍ସପେକ୍ଟର ଏକ୍ସାଇଜ୍ ଭଳି ପୋଷ୍ଟଗୁଡିକ ବିଭିନ୍ନ ପଦବୀରେ ଥିବା ଶାରୀରିକ ମାପ ଏବଂ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ ସମନ୍ବିତ…

ଏକୀକରଣ ହେଲା ‘ମମତା’, ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା; ଏଣିକି ମିଳିବ ଅଧିକ ଟଙ୍କା

ଭୁବନେଶ୍ୱର,୧୪।୫: ଓଡ଼ିଶା ରାଜ୍ୟ ମନ୍ତ୍ରୀମଣ୍ଡଳୀ ରାଜ୍ୟର ‘ମମତା’ ଯୋଜନାକୁ କେନ୍ଦ୍ର ସରକାରଙ୍କ ‘ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା (PMMVY)’ ସହିତ ସମନ୍ୱିତ ଭାବେ ‘ମମତା-PMMVY’ ନାମରେ କୋ-ବ୍ରାଣ୍ଡିଂ ମାଧ୍ୟମରେ କାର୍ଯ୍ୟକାରୀ କରିବାକୁ ଅନୁମୋଦନ ପ୍ରଦାନ କରିଛି। ନିମ୍ନରେ ଏହି ଯୋଜନାର ମୁଖ୍ୟ…

ନୂଆ ସଂରକ୍ଷଣ ଲାଗୁ କଲେ ଓଡିଶା ସରକାର, ଏମାନଙ୍କୁ ମିଳିବ ସୁବିଧା

ଭୁବନେଶ୍ୱର,୧୪।୫: ଓଡ଼ିଶା ରାଜ୍ୟ କ୍ୟାବିନେଟ୍‌ ଉଚ୍ଚଶିକ୍ଷାରେ ସଂରକ୍ଷଣ ବ୍ୟବସ୍ଥା ଲାଗି ଏକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି I ଏହି ଆରକ୍ଷଣ ନୀତି ଅନୁସାରେ ସାମାଜିକ ଓ ଅର୍ଥନୈତିକ ଭାବେ ପଛୁଆ ବର୍ଗ (SEBC) ର ଛାତ୍ରଛାତ୍ରୀଙ୍କ ପାଇଁ ନାମ ଲେଖାରେ…

ପାଣିପାଗ ବିଭାଗର ବଡ଼ ସୂଚନା, ମେ’ ୨୩ରୁ ୨୮ ମଧ୍ୟରେ…

ଭୁବନେଶ୍ୱର,୧୪ା୫: ଓଡ଼ିଶାକୁ ବାତ୍ୟା ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଥିବାବେଳେ ବୁଧବାର ଏକ ବଡ଼ ସୂଚନା ଦେଇଛି ପାଣିପାଗ ବିଭାଗ। କେନ୍ଦ୍ର ପାଣିପାଗ ବିଭାଗ ସୂତ୍ରରୁ ପକ୍ଷରୁ ପ୍ରକାଶ ଯେ, ମେ’ ୨୩ରୁ ୨୮ ମଧ୍ୟରେ ଓଡ଼ିଶାକୁ ବାତ୍ୟା ହେବ ନାହିଁ। ଏବେ…

ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ନେଇ ଗଣଶିକ୍ଷା ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୪।୫: ଖୁବ୍‌ ଶୀଘ୍ର ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସମସ୍ତ ପ୍ରକ୍ରିୟା ଚାଲିଛି, ଆଶା ଖୁବ୍‌ଶୀଘ୍ର ଫଳ ପ୍ରକାଶ ପାଇବ। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା…

ଏହି ଦିନ ସରିବ ପିଏମ୍‌ଏଓ୍ବାଇ ଆବେଦନ: ତୁରନ୍ତ ସାରିଦିଅନ୍ତୁ କାମ

ଭୁବନେଶ୍ୱର,୧୪ା୫(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ) ଲାଗି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ପାଖାପାଖି ୩୫ ଲକ୍ଷ ହିତାଧିକାରୀ ଆବେଦନ କରିଛନ୍ତି। ରାଜ୍ୟରେ ପିଏମ୍‌ଏଓ୍ବାଇ ଲାଗି ଯେଉଁ ଆବେଦନ ପ୍ରକ୍ରିୟା ଚାଲିଛି ତାହା ଆସନ୍ତା ୧୫ରେ ଶେଷ ହୋଇଯିବ। ଏହାପରେ ଆଉ କେହି…

ପାରାଦୀପରେ ହଇଚଇ: ତୈଳବାହୀ ଜାହାଜରେ ୨୧ ପାକିସ୍ତାନୀ ନାବିକ

ପାରାଦୀପ, ୧୪।୫(ଶରତ ରାଉତ):ପାରାଦୀପ ବନ୍ଦର ଏସ୍‌ପିଏମ୍‌ (ସିଙ୍ଗଲ ପଏଣ୍ଟ ମୋରିଂ ସିଷ୍ଟମ) ବର୍ଥରେ ବୁଧବାର ତୈଳବାହୀ ଜାହାଜ ଏକତଟି ସିରେନ-୨ ଲାଗିବ। ଉକ୍ତ ଜାହାଜରେ ୨୫ ନାବିକଙ୍କ ମଧ୍ୟରୁ ୨୧ଜଣ ପାକିସ୍ତାନୀ ଥିବା ମଙ୍ଗଳବାର ଜଣାପଡ଼ିଛି। ଏ ନେଇ ଇମିଗ୍ରେଶନ ବିଭାଗ…

ଆଜି ରାଜ୍ୟ କ୍ୟାବିନେଟ୍‌: ୮ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧୪ା୫(ସୁନିତ୍‌ ମିଶ୍ର):ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟା ୫ଟା ସମୟରେ ଅନୁଷ୍ଠିତ ହେବ। କ୍ୟାବିେନେଟ୍‌ରେ ମୋଟ ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ପଞ୍ଚାୟତିରାଜ, ନଗର…

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଓ୍ବାନିଂ

ଭୁବନେଶ୍ୱର, ୧୪।୫(ଅନୁରାଧା ମହାରଣା):ରାଜ୍ୟରେ ଅସମ୍ଭାଳ ଖରା ସହ ସ୍ଥାନେ ସ୍ଥାନେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଖରା ଓ ଗୁଳୁଗୁଳି ପ୍ରଭାବ ଜାରି ରହିବ। ଅନ୍ୟପଟେ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ…

ଅନୁମତି ଦେଲେ ଓଡ଼ିଶା ସରକାର: ଶିକ୍ଷକଙ୍କ ବଦଳି ପାଇଁ ସୁପାରିଶ କରିବେ ବିଧାୟକ, ଏମପି

ଭୁବନେଶ୍ୱର,୧୩।୫: ରାଜ୍ୟରେ ବିଧାୟକ ଏବଂ ଏମପି ମାନଙ୍କ କ୍ଷମତା ବୃଦ୍ଧି କରିବା ପାଇଁ ଏକ ପଦକ୍ଷେପରେ, ଓଡ଼ିଶା ସରକାର ରାଜ୍ୟର ପ୍ରତ୍ୟେକ ବିଧାନସଭା ସଦସ୍ୟ (ବିଧାୟକ) ଏବଂ ସାଂସଦଙ୍କୁ ନିଜ ନିଜ ନିର୍ବାଚନ ମଣ୍ଡଳୀ ମଧ୍ୟରେ ସର୍ବାଧିକ ୧୫ ଜଣ ଶିକ୍ଷକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?