ମେଟ୍ରୋ

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ବୟାନ, ରାଜ୍ୟ ରାଜନୀତିରେ ଚହଳ!

ଭୁବନେଶ୍ୱର,୨୬।୭ (ସୁନିତ୍‌ ମିଶ୍ର) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କକ୍‌ରୋଚ ଜନତା ପାର୍ଟି (ସିଜେପି) ଜନ୍ତରମନ୍ତରରେ ଜୁନ୍‌ ୨୦ରୁ ଆନ୍ଦୋଳନ…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି ଶ୍ରୀକ୍ଷେତ୍ରକୁ। ଏନେଇ ରାସ୍ତାରେ ଅସମ୍ଭାଳ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ମଧ୍ୟ ଏହି ଘଟଣାରେ ସୋସିଆଲ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଶୁକ୍ରବାର ସକାଳ ସୁଦ୍ଧା କେନ୍ଦୁଝର ଜିଲା ହାଟଡିହୀଠାରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ ହେବେ ପରବର୍ତ୍ତୀ ଡିଜିପି, ତାହାକୁ ନେଇ ରାଜ୍ୟ ଓ କେନ୍ଦ୍ରର କ୍ଷମତା କେନ୍ଦ୍ରରେ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ ଯେ ସରକାରୀ କାର୍ଯ୍ୟ ବ୍ୟାହତ ହେଉଛି ତାହା ନୁହେଁ, ସମ୍ପୃକ୍ତ ବିଭାଗ ମଧ୍ୟ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଶୁକ୍ରବାର ସକାଳ ସୁଦ୍ଧା କେନ୍ଦୁଝର ଜିଲା ହାଟଡିହୀଠାରେ ସର୍ବାଧିକ…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ ଅଞ୍ଚଳରେ ଜମି ଦେବାକୁ କହି ସେ ଜଣେ ବ୍ୟକ୍ତିଙ୍କଠାରୁ ୯୨ ଲକ୍ଷ ଟଙ୍କା…

ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି। କାଲିଠାରୁ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ମାଛ ଧରିବା ପାଇଁ…

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ। ଖୋର୍ଦ୍ଧା ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଉଭୟ ନବୀନ ଏବଂ ପାଣ୍ଡିଆନ ନିଜର ଓକିଲଙ୍କ…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ ପରେ ଜଣଙ୍କୁ ରାଜ୍ୟ ସରକାର ନୋଟିସ ଜାରି କରିବାରେ ଲାଗିଛନ୍ତି। ଏହି ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?