ଲିଙ୍ଗରାଜ ମନ୍ଦିରରେ ସିଗାରେଟ୍ ଟାଣିଲେ
ଭୁବନେଶ୍ୱର,୨୮ା୧୧ (ସୂର୍ଯ୍ୟକାନ୍ତ ବେହେରା): ଲିଙ୍ଗରାଜ ମନ୍ଦିର ପରିସରକୁ ମୋବାଇଲ, ସିଗାରେଟ୍ ଭଳି କିଛି ଜିନିଷକୁ ବାରଣ କରାଯାଇଛି। କିନ୍ତୁ ଏହାସତ୍ତ୍ୱେ ମନ୍ଦିର ପରିସରକୁ ମୋବାଇଲ ଯିବା ସହ ସିଗାରେଟ ଯାଉଛି। ମନ୍ଦିରରେ ସୁରକ୍ଷା କର୍ମଚାରୀମାନେ କଡ଼ା ଯାଞ୍ଚ କରୁ ନ...
ଗନ୍ଧମାର୍ଦ୍ଦନରେ ଆଦାନୀର ଜମିକିଣା ନେଇ ବିରୋଧୀ-ଶାସକ ମୁହାଁମୁହିଁ
ଭୁବନେଶ୍ୱର,୨୮ା୧୧(ଅନିଲ ଦାସ):ବରଗଡ଼ ଓ ବଲାଙ୍ଗୀର ଜିଲାକୁ ଲାଗି ରହିଥିବା ଗନ୍ଧମାର୍ଦ୍ଦନ ପାହାଡ଼ ପାଦଦେଶରେ ଘରୋଇ କମ୍ପାନୀ ଆଦାନୀ ଗ୍ରୁପ୍ର ଜମିକିଣାକୁ ନେଇ ବିଧାନସଭାରେ ବିଜେଡି ଓ ଭାଜପା ମୁହଁାମୁହିଁ ହୋଇଛନ୍ତି। ବୁଧବାର ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ବିଜେଡିର ବରିଷ୍ଠ...
ରାଜଧାନୀରେ ୫ ବର୍ଷୀୟା ଝିଅଙ୍କୁ ବିକିଦେଲେ ମା’ ବାପା: ମଧ୍ୟସ୍ଥିଙ୍କୁ ଧରିଲା ପୋଲିସ
ଭୁବନେଶ୍ୱର,୨୮ା୧୧(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱର ଶିଶୁପାଳଗଡ଼ ବଡ଼ଟାଙ୍ଗୀରେ ରହୁଛନ୍ତି ଶିଶୁକନ୍ୟାଙ୍କ ମା’ ଗୁଡ଼ିଆ ଦେବୀ ଏବଂ ସାବତ ବାପା ସୁବୋଧ ଶର୍ମା। ସେମାନଙ୍କ ଘର ବିହାରରେ ହୋଇଥିବାବେଳେ ଭୁବନେଶ୍ୱରରେ ସୁବୋଧ ଏକ କାଠ କାରଖାନାରେ କାମ କରନ୍ତି। ସେମାନେ ପିପିଲି ଅଞ୍ଚଳର ଦମ୍ପତି...
ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ଭୁବନେଶ୍ୱର,୨୭।୧୧: ୨୯ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀଙ୍କ ପାଖରେ ରାଜ୍ୟର ମୋହନ ସରକାର ନିଜର ରିପୋର୍ଟ କାର୍ଡ ରଖିବେ । ଏହାସହିତ ପ୍ରଧାନମନ୍ତ୍ରୀ ମୋଦି ଭାଜପା ରାଜ୍ୟ କାର୍ଯ୍ୟାଳୟକୁ...
ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫ ବର୍ଷରେ…
ଭୁବନେଶ୍ୱର,୨୭।୧୧: ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରି କହିଛନ୍ତି, ଆଜି ୯୪୧ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇ ପ୍ରତିଶ୍ରୁତି ପାଳନ କରିଛୁ।ନିକଟରେ ୧୬ ହଜାର ୯ ଜଣ ପ୍ରାଥମିକ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲୁ। ଖୁବ୍ଶୀଘ୍ର ୨ ହଜାରରୁ ଊଦ୍ଧର୍ବ...
ରାଜ୍ୟ ସରକାରଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟିଲେ ପାଖାପାଖି ୨ଲକ୍ଷ ଲୋକ! ଲିଷ୍ଟରେ ଅଛି କି ଆପଣଙ୍କ ନାଁ…
ଭୁବନେଶ୍ୱର,୨୭।୧୧:ରାସନ କାର୍ଡକୁ ନେଇ ରାଜ୍ୟ ସରକାରଙ୍କ ବଡ ଘୋଷଣା । ବାଦ୍ ପଡିଲେ ଅଯୋଗ୍ୟ ହିତାଧିକାରୀ । ସମସ୍ତ ଅଯୋଗ୍ୟ ହିତାଧିକାରୀ ଯେଉଁମାନେ ରାସନ ପାଉଥିଲେ ସେମାନଙ୍କର ରାସନ କାର୍ଡ କାଟିଲେ ରାଜ୍ୟ ସରକାର । ଅଯୋଗ୍ୟ ହିତାଧିକାରୀଙ୍କ ରାସକ...
ମୋହନ ସରକାରଙ୍କ ବିରୋଧରେ ମୁଁ ଆନ୍ଦୋଳନକୁ ଓହ୍ଲାଇବି, ଗୃହରେ ଏମିତି କାହିଁକି କହିଲେ କେ.ଭି ସିଂଦେଓ
ଭୁବନେଶ୍ୱର,୨୭।୧୧:ବିଧାନସଭାର ଦ୍ୱିତୀୟ ଦିନରେ ଗୃହ ସରଗରମ ରହିଛି। ବୁଧବାର ଗନ୍ଧମାର୍ଦ୍ଦନ ପାହାଡ ଜମିକୁ ନେଇ ହୋହଲ୍ଲା ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗକୁ ନେଇ ଭାଜପା ସରକାରଙ୍କୁ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି , ପୂର୍ବ...
ଛୁଟି ଆବେଦନକୁ ମୋହନ ସରକାର ମୁହଁ ଫେରାଇବା ପରେ କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ
ଭୁବନେଶ୍ୱର, ୨୭।୧୧: ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନ ବୁଧବାର କାର୍ଯ୍ୟରେ ଯୋଗଦେଇଛନ୍ତି। ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିବା ସୂଚନା ମିଳିଛି। ସୁଜାତାଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି...
ସ୍ତ୍ରୀଙ୍କୁ କବ୍ଜାରେ ରଖି ମାଗୁଛନ୍ତି ୨ ଲକ୍ଷ: ବୈକୁଣ୍ଠଧାମ ଆଶ୍ରମ କର୍ତ୍ତୃପକ୍ଷଙ୍କ ନାମରେ ସଙ୍ଗିନ ଅଭିଯୋଗ ଆଣିଲେ କେନ୍ଦୁଝର ଯୁବକ
ଭୁବନେଶ୍ୱର,୨୭ା୧୧(ସତ୍ୟଜିତ୍ ରାଉତ):ଭରତପୁର ଥାନା ଅନ୍ତର୍ଗତ ଘାଟିକିଆ ମୌଜାରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମ ବିରୋଧରେ ପୁଣି ଏକ ସଙ୍ଗିନ ଅଭିଯୋଗ ଆସିଛି। ଆଶ୍ରମ କର୍ତ୍ତୃପକ୍ଷ ତାଙ୍କ ସ୍ତ୍ରୀଙ୍କୁ କବ୍ଜା କରି ରଖିବା ସହ ୨ ଲକ୍ଷ ଟଙ୍କା ଦାବି କରିଥିବା...
୨୯ରେ ମୋଦିଙ୍କ ମେଗା ରୋଡ଼ ଶୋ’: ୨ ଘଣ୍ଟା ପର୍ଯ୍ୟନ୍ତ କରିବେ ଦଳୀୟ ନେତାଙ୍କ ସହ ମାରାଥନ୍ ବୈଠକ
ଭୁବନେଶ୍ୱର, ୨୭ା୧୧(ସୁନିତ୍ ମିଶ୍ର):ଓଡ଼ିଶାରେ ଭାଜପା ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ୟ ଥର ଲାଗି ଆସନ୍ତା ୨୯ରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତ କାଳରେ ସେ ଉଭୟ ସରକାରୀ ଏବଂ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ।...
ଶୀତର ଲହରି ଜାରି: ୩୦ରୁ ବଢ଼ିବ ତାପମାତ୍ରା
ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ...
୭ ମାସରେ ରାଜ୍ୟରେ ୪୧ ହାତୀଙ୍କ ମୃତ୍ୟୁ
ଭୁବନେଶ୍ୱର, ୨୭ା୧୧ (ବନ୍ଦନା ସେଠୀ):ରାଜ୍ୟରେ ହାତୀ-ମଣିଷ ଲଢେଇ ବଢିବାରେ ଲାଗିଛି। ଗତ ୩ବର୍ଷରେ ହାତୀ ଆକ୍ରମଣରେ ୬୬୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୫୦୯ଜଣ ଲୋକ ହାତୀ ଆକ୍ରମଣରେ ଆହତ ହୋଇଥିବାବେଳେ ୧୩୯ଟି ଗୃହପାଳିତ ପଶୁଙ୍କ ମୃତ୍ୟୁ ହୋଇଛି। ଏନେଇ ଜଙ୍ଗଲ...
Archives


