ମେଟ୍ରୋ

ଦେହ ବ୍ୟବସାୟ ଟଙ୍କାକୁ ନେଇ ଗୋଷ୍ଠୀ ସଂଘର୍ଷ

ଭୁବନେଶ୍ୱର,୧୪।୩(ବ୍ୟୁରୋ):କ୍ୟାପିଟାଲ ହସ୍ପିଟାଲ ପୋଷ୍ଟମର୍ଟମ ୱାର୍ଡ ପଛପଟ ରାସ୍ତାରେ ସୋମବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଗୋଟିଏ ଗୋଷ୍ଠୀର ଢ଼େଲା ପଥର ମାଡ଼ରେ ଅନ୍ୟଏକ ଗୋଷ୍ଠୀର ଏକ କାର୍‌ (ଓଡି୦୨ବିୟୁ୦୪୩୬) ଚେପା ହେବା ସହ କାଚ ଭାଙ୍ଗିଯାଇଛି। ଏଥିସହ ଧସ୍ତାଧସ୍ତି ଓ...

ବିଏମ୍‌ସି ଅତିରିକ୍ତ କମିଶନର -୨ଙ୍କ ବଦଳି

ଭୁବନେଶ୍ୱର,୧୪।୩(ବ୍ୟୁରୋ)- ବିଏମସି ଅତିରିକ୍ତ କମିଶନର -୨ ବିନୟକୁମାର ଦାସଙ୍କୁ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି। ଏହି ଅବସରରେ ସୋମବାର ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଅନ୍ୟପକ୍ଷରେ ବିଏମ୍‌ସି ଡେପୁଟି କମିଶନର(ପରିମଳ)ଙ୍କୁ ଏଡିସି-୨ ଭାବେ ଦାୟିତ୍ୱ...

ଆଜିଠାରୁ ଖଦୀ ମେଳା

ଭୁବନେଶ୍ୱର,୧୪।୩(ବ୍ୟୁରୋ):ଓଡ଼ିଶା ଖଦୀ ଓ ଗ୍ରାମୋଦ୍ୟୋଗ ବୋର୍ଡ ଆନୁକୂଲ୍ୟରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ଖଦି ମେଳା। ମେଳାରେ ୬୫ଟି ଷ୍ଟଲ ପଡ଼ିବ। ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଏହା ୧୦ଦିନ ଧରି ବୋର୍ଡ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହେବ ବୋଲି ସୋମବାର...

ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର, ୧୪।୩(ବ୍ୟୁରୋ):ରାଜ୍ୟରେ ଚିନ୍ତା ବଢ଼ାଉଛି ଏଚ୍‌୩ଏନ୍‌୨ ଇନ୍‌ଫ୍ଲୁଏଞ୍ଜା। କେନ୍ଦ୍ର ସରକାରଙ୍କ ସତର୍କତା ପରେ ରାଜ୍ୟ ସରକାର ତପତ୍ରତା ଦେଖାଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଓ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ସତର୍କ ରହିବା ପାଇଁ...

‘ଭୂମି ନାହିଁ ତ ଭୋଟ ନାହିଁ’

ଭୁବନେଶ୍ୱର,୧୪ା୩(ବ୍ୟୁରୋ):‘ଭୂମି ନାହିଁ ତ ଭୋଟ ନାହିଁ’ ନାରାବାଜିରେ ସୋମବାର ଭୁବନେଶ୍ୱର ଗାନ୍ଧୀମାର୍ଗ କମ୍ପିଛି। ଭୂମି ଅଧିକାର ପ୍ରମାଣପତ୍ର ସହ ପକ୍କାଘର ପ୍ରଦାନ ଦାବିରେ ବିଭିନ୍ନ ସହରରୁ ଆସିଥିତ୍ବା ବସ୍ତିବାସିନ୍ଦା ଏପରି ନାରାବାଜି କରି ଦାବି ଉପସ୍ଥାପନ କରିଛନ୍ତି। ଏହି ପରିପ୍ରେକ୍ଷୀରେ...

୫୦ ହଜାରରୁ ଊର୍ଦ୍ଧ୍ୱ ନୂତନ ନିଯୁକ୍ତି ଦେବ ଗଣଶିକ୍ଷା ବିଭାଗ

ଭୁବନେଶ୍ୱର, ୧୪ା୩(ବ୍ୟୁରୋ):ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନ, ଛାତ୍ରୀଛାତ୍ର ଓ ଶିକ୍ଷାଦାନ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ୨୨,୫୨,୭୮୦.୨୩ ଲକ୍ଷ ଟଙ୍କାର ବ୍ୟୟବରାଦ କରାଯାଇଛି। ସେଥିମଧ୍ୟରୁ ପ୍ରଶାସନିକ ଖର୍ଚ୍ଚ ପାଇଁ ୧୨,୮୬,୨୮୪.୨୩ ଲକ୍ଷ ଓ କାର୍ଯ୍ୟକ୍ରମ ଖର୍ଚ୍ଚ ବାବଦକୁ ୯,୬୬,୪୯୬ ଲକ୍ଷ ଟଙ୍କା...

୧୫ରୁ ବର୍ଷିବ

ଭୁବନେଶ୍ବର,୧୩।୩(ବ୍ୟୁରୋ): ରାଜ୍ୟରେ ପୁଣି ପଶ୍ଚିମାଝଡ଼ ପ୍ରଭାବ ପଡ଼ିବ । ଏହାର ପ୍ରଭାବରେ ୧୫ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୧୫ ତାରିଖରେ କିଛି ସ୍ଥାନରେ ବର୍ଷା ହେବା...

ଓସ୍କାର ବିଜେତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ୯୫ ତମ ଓସ୍କାର ପୁରସ୍କାରରେ ଶ୍ରେଷ୍ଠ ଡକ୍ୟୁମେଣ୍ଟାରୀ ଶର୍ଟ ଫିଲ୍ମ ଭାବେ ‘ ଦ ଏଲିଫ୍ୟାଣ୍ଟ ହ୍ବିସ୍‌ପର୍ସ’ ସମ୍ମାନଜନକ ଓସ୍କାର ପୁରସ୍କାର ଜିତିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ‘ ଦ ଏଲିଫ୍ୟାଣ୍ଟ ହ୍ବିସ୍‌ପର୍ସର କ୍ରୁ...

ଆଜି ବଜେଟ୍‌ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ସୋମବାର ବଜେଟ୍‌ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ। ଦୁଇଦିନ ଛୁଟି ପରେ ଆଜି ପୁଣି ଥରେ ଗୃହ କାର୍ଯ୍ୟ ଆରମ୍ଭ ହେବ। ଆଜି ମଧ୍ୟ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିପାରେ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି। ପ୍ରଥମ ଦିନରେ...

ଏକ ଲକ୍ଷରୁ ଅଧିକ ପ୍ରିଟର୍ମ ଶିଶୁଙ୍କ ସଫଳ ଚିକିତ୍ସା

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଏଲଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ୍‌ (ଏଲଭିପିଇଆଇ) ସମୟ ପୂର୍ବରୁ ଜନ୍ମିତ ଶିଶୁ ବା ପ୍ରିଟର୍ମ ଶିଶୁଙ୍କୁ ସଫଳତାର ସହ ଆବଶ୍ୟକ ଚିକିତ୍ସା ଯୋଗାଇଛି। ଏପରିକି ଏଲଭିପିଇଆଇର ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ୟୁନିଟ ନେଟ୍‌ୱର୍କ ସେଣ୍ଟରଗୁଡ଼ିକରେ ସମୟ ପୂର୍ବରୁ...

ନୋ ପାର୍କିଂ ଜୋନ୍‌ରେ ଗାଡ଼ି

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜମହଲରୁ ଏଜି ଓ ଏଜିରୁ ରାଜମହଲ ଉଭୟ ରାସ୍ତାରେ ଯାନବାହାନ ପାର୍କିଂକୁ ବେଆଇନ୍‌ କରାଯାଇଛି। ଏଠାରେ ଗାଡ଼ି ପାର୍କିଂ ନ କରିବାକୁ ବିଏମ୍‌ସି ଓ ଟ୍ରାଫିକ ପୋଲିସ ପକ୍ଷରୁ ସଚେତନ କରାଯାଉଛି। ଏପରିକି ସେଠାରେ ନୋ ପାର୍କିଂଜୋନ୍‌ର...

ଆଜିଠୁ ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ

ଭୁବନେଶ୍ୱର,୧୩।୩ (ବ୍ୟୁରୋ): ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ୨୦୨୩ ସୋମବାରଠାରୁ ୟୁନିଟ୍‌ -୧ ଆଦିବାସୀ ପଡ଼ିଆଠାରେ ଆରମ୍ଭ ହେବ। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବଂ ଅନୁସୂଚିଜ ଜନଜାତି ଓ ଅନୁସୂଚିତ ଜାତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri