ମେଟ୍ରୋ

କ୍ରିପ୍ଟୋ ଠକେଇ: ଦୋଷୀକୁ ୭ ବର୍ଷ ସଶ୍ରମ କାରାଦଣ୍ଡ

କଟକ, ୩୦।୪: କ୍ରିପ୍ଟୋ ନିବେଶ ନାମରେ ଶହ ଶହ ଜମାକାରୀଙ୍କ ନିକଟରୁ ୧.୧୩ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗରେ ବାଲେଶ୍ୱର ଓପିଆଇଡି ଅଦାଲତ ମୁଖ୍ୟ ଅଭିଯୁକ୍ତ ନୀଲେଶ କରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ତାଙ୍କୁ ୭ ବର୍ଷ ସଶ୍ରମ…

ଆସନ୍ତା ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪: ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ବିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି…

କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୩୦।୪: ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରିକରଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ…

ଆଜିଠୁ ଘରଘର ବୁଲି ସର୍ଭେ କରିବେ ଶିକ୍ଷକ, ଶିକ୍ଷୟିତ୍ରୀ: ଅଧାରୁ ପାଠ ଛାଡ଼ିଥିବା ପିଲାଙ୍କ…

ଭୁବନେଶ୍ୱର,୩୦।୪: ଛାତ୍ରୀଛାତ୍ର ଅଧାରୁ ପାଠ ଛାଡ଼ିବା ନେଇ ବୁଧବାରଠୁ ସର୍ଭେ ଆରମ୍ଭ ହୋଇଛି। ଏହି ସର୍ଭେ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ହେବ। ଘରକୁ ଘର ବୁଲି ସର୍ଭେ କରିବେ ଶିକ୍ଷକ, ଶିକ୍ଷୟିତ୍ରୀ। ଶୂନରୁ ୧୮ ବର୍ଷର ପିଲାଙ୍କ ତଥ୍ୟ ସଂଗ୍ରହ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର : ଆସିଲା ସିଏମ୍‌ କିଷାନ ଟଙ୍କା

ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ ହୋଇଥାଏ। ଅନ୍ୟପକ୍ଷେ ଆଜି ପାଳିତ ହେଉଛି ରାଜ୍ୟସ୍ତରୀୟ କୃଷକ ସମାରୋହ। ଏହି ଅବସରରେ ଚାଷୀଙ୍କ…

OUAT ଫାର୍ମରେ ହଳକରି  ଧାନ ବୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୪: ଆଜି ପବିତ୍ର ଅକ୍ଷୟ ତୃତୀୟା । ସୁଖ, ସମୃଦ୍ଧି ଓ ସୌଭାଗ୍ୟର ଦିନ। ଏହି ଦିନ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ କରିବା ଅତ୍ୟନ୍ତ ଶୁଭ ହୋଇଥାଏ। ଚାଷୀ ଅକ୍ଷୀ ମୁଠି ଅନୁକୂଳ କରି ଚାଷ କାର୍ଯ୍ୟର ଶୁଭାରମ୍ଭ କରିଥାଏ। ତେବେ…

ପ୍ରତିଶୋଧ ପାଇଁ ପ୍ରେମିକାଙ୍କ ନ୍ୟୁଡ୍‌ ଫଟୋ ଭାଇରାଲ

ଭୁବନେଶ୍ୱର,୩୦।୪(ସତ୍ୟଜିତ୍‌ ରାଉତ): ସମ୍ପର୍କରେ ତିକ୍ତତା ପରେ ପ୍ରତିଶୋଧ ପରାୟଣ ହୋଇପଡିଥିଲେ ପ୍ରେମିକ। ପ୍ରେମିକାଙ୍କ ନାଁରେ ସୋସିଆଲ ମିଡିଆରେ ଫେକ୍‌ ଆଇଡି ଖୋଲି ନଗ୍ନ(ନ୍ୟୁଡ) ଫଟୋ ଛା଼ଡ଼ିଥିଲେ। ଏହି ଘଟଣାରେ ଭୁବନେଶ୍ୱର ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ସମ୍ପୃକ୍ତ…

ସୁନାମି ପାଇଁ ୬ ଜିଲାରୁ ଚିହ୍ନଟ ହେବ ୧୦୦ରୁ ଊଦ୍ଧର୍‌ବ ଗାଁ

ଭୁବନେଶ୍ୱର,୩୦ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ସୁନାମି ପ୍ରସ୍ତୁତି ଚିହ୍ନଟ ପାଇଁ ରାଜ୍ୟର ୬ଟି ଉପକୂଳବର୍ତ୍ତୀ ଜିଲାରୁ ୧୦୦ରୁ ଊଦ୍ଧର୍‌ବ ଗ୍ରାମ ଚିହ୍ନଟ କରାଯିବ। ଏଥିପାଇଁ ଆଇ୍‌ଏନ୍‌ସିିଓଆଇଏସ୍‌ ପକ୍ଷରୁ ବୈଷୟିକ ସହାୟତା ନିଆଯିବ ବୋଲି ବିପର୍ଯ୍ୟୟ ମୁକାବିଲା ଲାଗି ମୁଖ୍ୟ ଶାସନ ସଚିବ…

୨୦୨୬ ସୁଦ୍ଧା ମିଳିମିଳା-ରୁବେଲାମୁକ୍ତ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର, ୩୦।୪(ବନ୍ଦନା ସେଠୀ):୨୦୨୬ ସୁଦ୍ଧା ମିଳିମିଳା ଏବଂ ରୁବେଲାକୁ ସମ୍ପୂର୍ଣ୍ଣ ରୂପେ ପରାହତ କରିବା ପାଇଁ ଓଡ଼ିଶା ସଂକଳ୍ପବଦ୍ଧ। ସେହିପରି ଟିକାକରଣ କ୍ଷେତ୍ରରେ ଓଡ଼ିଶା ଉଲ୍ଲେଖନୀୟ ପ୍ରଦର୍ଶନ କରିଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫) ଅନୁଯାୟୀ ଓଡ଼ିଶା ୯୦.୫% ଟିକାକରଣ…

ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ: ସଜାଗ ରହିବା ପାଇଁ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୪: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ…

ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର, ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି…

ଗୋଲଡେନ୍ ଲ୍ୟାଣ୍ଡ ଚିଟ୍‌ଫଣ୍ଡ କଂପାନୀର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ED: ଜମାକାରୀଙ୍କୁ ଠକିବା ଅଭିଯୋଗ

ଭୁବନେଶ୍ୱର, ୨୯।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି), ଭୁବନେଶ୍ୱର ଜୋନ, ଗୋଲ୍ଡେନଲ୍ୟାଣ୍ଡ ଗ୍ରୁପ ଅଫ କମ୍ପାନୀଜର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ସାଧାରଣ ଜମାକାରୀଙ୍କୁ ଠକିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଫିସିଆଲ ସୂତ୍ର ଅନୁସାରେ, ଜବତ ହୋଇଥିବା ସମ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?