ପୁଣି ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!
ଭୁବନେଶ୍ୱର,୨୬।୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ...
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ବାପାଙ୍କ ଠାରୁ ପୁଅ ଭିନ୍ନେ ଥିଲେ…
ଭୁବନେଶ୍ୱର,୨୬।୧୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଆସିଲା ବଡ ଖବର । ବାପାଙ୍କ ଠାରୁ ପୁଅ ଅଲଗା ରହିଲେ ଆଉ କେତେ ରୋଜଗାର ଥିଲେ ପିଏମ ଆବାସ ମିଳିପାରିବ ଏନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସରକାରଙ୍କ ଅନୁସାରେ,...
ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ: ଓଡ଼ିଶାରୁ କିଏ ଯିବେ…
ଭୁବନେଶ୍ୱର,୨୬।୧୧: ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୪ଟି ରାଜ୍ୟର ୬ଟି ଆସନ ପାଇଁ ଏହି ଉପନିର୍ବାଚନ ହେବ ବୋଲି ଇସିଆଇ ପକ୍ଷରୁ ସୂଚନା ଦିଆଯାିଛି। ଡିସେମ୍ବର ୩ରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବା ବେଳେ...
ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର: ନିର୍ଦ୍ଦେଶାଳୟଙ୍କ ଚିଠିରେ ….
ଭୁବନେଶ୍ୱର,୨୬।୧୧: ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର। ସଜା ଭୋଗୁଥିବା ୧୪ କଏଦୀଙ୍କ ମୁକ୍ତି ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଜାରି ହୋଇଛି। ଜେଲ ବିଭାଗ ନିର୍ଦ୍ଦେଶାଳୟ ପକ୍ଷରୁ ମୁକ୍ତ କରିବାକୁ ବିଭିନ୍ନ ଜେଲ ଅଧୀକ୍ଷକଙ୍କୁ...
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ସୁଭଦ୍ରା ଆବେଦନ, ଆସିଲା ଶେଷ …
ଭୁବନେଶ୍ୱର,୨୬।୧୧: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍। ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି ଆବେଦନର ଶେଷ ତାରିଖ। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।...
ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ: ପୁଣି ୪ଟା ପର୍ଯ୍ୟନ୍ତ ଗୃହମୁଲତବୀ
ଭୁବନେଶ୍ୱର,୨୬।୧୧: ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଦିନ ୪ଟା ...
ସମ୍ବିଧାନ ଦିବସରେ ବାହାରିଲା ପଦଯାତ୍ରା: ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬।୧୧: ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖରେ ଏହି ଦିବସ ପାଳନ କରାଯାଏ । ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଛି। ଅନୁଷ୍ଠିତ ପଦଯାତ୍ରାରେ...
ମଦମୃତ୍ୟୁ ମାମଲାକୁ ଗୃହରେ ଉଠାଇବେ ବିଜେଡି, କଂଗ୍ରେସ
ଭୁବନେଶ୍ୱର, ୨୬ା୧୧(ସୁନିତ୍ ମିଶ୍ର):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଥିବାବେଳେ ଗୃହରେ ବିଭିନ୍ନ ପ୍ରସଙ୍ଗକୁ ଧରି ଶାସକ ଦଳକୁ ଘେରିବା ଲାଗି ବିରୋଧୀ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ...
ଆଜିଠୁ ବିଧାନସଭାର ଶୀତ ଅଧିବେଶନ
ଭୁବନେଶ୍ୱର,୨୬ା୧୧(ସୁନିତ୍ ମିଶ୍ର):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ମୋଟ୍ ୩୦ଟି କାର୍ଯ୍ୟ ଦିବସ ରହିଛି। ତେବେ ଅଧିବେଶନର ପ୍ରଥମ ଦିନରେ ଶୋକ ପ୍ରସ୍ତାବ ଆଗତ ହେବ। ଏହାପରେ...
ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୨୫।୧୧: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ...
ଚଳିତ ମାସରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି; ଜାଣନ୍ତୁ କାହିଁକି
ଭୁବନେଶ୍ୱର, ୨୫।୧୧: ଚଳିତ ମାସରେ ତିନି ଦିନିଆ ଗସ୍ତରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୨୯ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସି ଏଠାରେ ତିନି ଦିନ ରହିବାର କାର୍ଯ୍ୟକ୍ରମ ରହିଛି ବୋଲି ସୋମବାର...
ଯାତ୍ରୀବାହୀ ଅଟୋକୁ ପିଟିଲା ଓମ୍ଫେଡ୍ ଟ୍ରକ
ଭୁବନେଶ୍ବର,୨୫।୧୧: ଭୁବନେଶ୍ବର ଓମ୍ଫେଡ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଜୟଦେବବିହାର-ନନ୍ଦନକାନନ ରାସ୍ତାରେ ଓମ୍ଫେଡ୍ ଗାଡ଼ି ଅଟୋକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଅଟୋ ଡ୍ରାଇଭର ଗୁରୁତର ହୋଇଥିବା ବେଳେ, ଜଣେ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ଖବର ପାଇ ପୋଲିସ...
Archives


