ଧାନ କିଣାକୁ ନେଇ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ମିଲରଙ୍କୁ କହିଲେ…
ଭୁବନେଶ୍ୱର,୨୩।୧୧: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ। ମିଲରଙ୍କୁ ତାଗିଦ୍ କଲେ ମନ୍ତ୍ରୀ। ମନ୍ତ୍ରୀ ପାତ୍ର କହିଛନ୍ତି, ମଣ୍ଡି ବ୍ୟତୀତ ବାହାରୁ ଧାନ କିଣିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବାହାରୁ ଧାନ କିଣୁଥିବା ମିଲରଙ୍କ ମିଲ୍କୁ ସିଲ୍...
‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ବାଦ୍ ପଡ଼ିଲେ….
ଭୁବନେଶ୍ୱର,୨୩।୧୧: ‘ସୁଭଦ୍ରା’ ଯୋଜନାକୁ ନେଇ ଶନିବାର ବଡ଼ ଅପ୍ଡେଟ୍ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ରୁ ବାଦ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଥିବା ସେ ସୂଚନା ଦେଇଛନ୍ତି। ଯାଞ୍ଚ ପରେ ୨୨ ପ୍ରତିଶତ ଆବେଦନକାରୀଙ୍କୁ ଆସନ୍ତାକାଲି ଅର୍ଥାତ୍...
ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍ ଗଲେ ବବି ଦାସଙ୍କ ଭାଇ
ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍ଡିଜିଏମ୍ଙ୍କ ବାସଭବନକୁ ଅଣାଯାଇଥିଲା। ଗତ ବିଳମ୍ବିତ ରାତିରେ...
ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪ ଆରମ୍ଭ
ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ରେଜିଷ୍ଟ୍ରେସନ ସରିଛି। ପରେ ପ୍ରଥମ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ପ୍ରଥମେ ଧରିତ୍ରୀ ଓ ଓଡ଼ିଶା...
ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪: ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଦିନରେ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି...
ଆଦାନୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି ମୋଦି ସରକାର
ଭୁବନେଶ୍ୱର, ୨୩ା୧୧(ସୁନିତ୍ ମିଶ୍ର):୨ ହଜାର କୋଟି ଟଙ୍କା ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏବଂ କର୍ପୋରେଟ୍ ସ୍ବାର୍ଥ ମଧ୍ୟରେ ଗଭୀର ସମ୍ପର୍କ ରହିଛି। ସମଗ୍ର ବିଶ୍ୱରେ ଏହି...
ଯୁକ୍ତ ୨ ପରୀକ୍ଷା: ଶହେରୁ ଏତିକି ରଖିଲେ ପାସ୍
ଭୁବନେଶ୍ୱର,୨୩ା୧୧(ସୁଚିସ୍ମିତା ସାହୁ):ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ ସରଳ ହେଲା ପରୀକ୍ଷା। ପିଲାଙ୍କ ଉପରୁ ପରୀକ୍ଷା ଚାପ କମାଇବା ଓ ସେମାନଙ୍କ ମନରେ ପରୀକ୍ଷାକୁ ନେଇ ରହିଥିବା ଭୟ ଦୂର ଲାଗି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) କେତେକ ଗୁରୁତ୍ୱପୂର୍ଣ୍ଣ...
ବିଦ୍ୟୁତ୍ ଆଘାତରେ ୬ ବର୍ଷରେ ୯୬ ହାତୀଙ୍କ ମୃତ୍ୟୁ
ଭୁବନେଶ୍ୱର, ୨୩ା୧୧ (ବନ୍ଦନା ସେଠୀ):ରାଜ୍ୟରେ ଦିନକୁ ଦିନ ହାତୀ ମୃତ୍ୟୁ ବଢି ଚାଲିଥିବାବେଳେ ପ୍ରତି ସପ୍ତାହରେ ବିଭିନ୍ନ ସ୍ଥାନରୁ ହାତୀ ମୃତ୍ୟୁ ଓ ଅସୁସ୍ଥ ଖବର ମିଳୁଛି। କେତେବେଳେ ଶିକାରୀଙ୍କ ଗୁଳି ତ ଆଉ କେତେବେଳେ ଟ୍ରେନ୍ ଦୁର୍ଘଟଣା ଏବଂ...
ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର, ଅବସର ପରେ ମିଳିବ…
ଭୁବନେଶ୍ୱର,୨୨।୧୧: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୋହନ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ ସବୁ ବିଭାଗ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ମନୋଜ...
ରାସ୍ତା ମଝିରେ କାର୍ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ
ଭୁବନେଶ୍ୱର,୨୨।୧୧: ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ଉପରେ ଶୁକ୍ରବାର କେହି ଜଣେ କାର୍ ଥୋଇ ପଳାଇଛନ୍ତି। ଫଳରେ ରାସ୍ତା ଉପରେ ଅଜଣା କାର୍କୁ ନେଇ ସନ୍ଦେହ ଘନିଭୂତ ହେବାରେ ଲାଗିଛି। କାରଟି ଜାତୀୟ ରାଜପଥ ମଝିରେ ଅଟକି ରହିଥିବାରୁ ଟ୍ରାଫିକ ଜାମ୍...
ସକ୍ରିୟ ହେଲା ଘୂର୍ଣ୍ଣିବଳୟ: ୨୩ରେ ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ…
ଭୁବନେଶ୍ୱର,୨୨।୧୧: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ୨୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ ଅବପାତରେ...
Archives


