କୁଆଖାଇରେ ବୁଡ଼ିଗଲେ ୨ ଛାତ୍ର: ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୨(ସୁଚିସ୍ମିତା ସାହୁ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକ ସତ୍ୟଭାମାପୁର ପଞ୍ଚାୟତ ଅଧୀନ ରଙ୍ଗବଜାର ନିକଟ କୁଆଖାଇ ନଦୀରେ ସରସ୍ବତୀ ମୂର୍ତ୍ତି ବିସର୍ଜନ ବେଳେ ପାଣିରେ ବୁଡି ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ…
୧୬ଦିନ ଲଗାତର କୁହୁଡ଼ି
ଭୁବନେଶ୍ୱର,୬ା୨(ଅନୁରାଧା ମହାରଣା): ଲଗାତର ୧୬ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ ହେଉଥିବାବେଳେ ଆହୁରି ୩ ଦିନ ବିଭିନ୍ନ ଜିଲାରେ ଏଭଳି ସ୍ଥିତି ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ସହ…
India Vs England ODI: ଟିକେଟ ପାଇଁ ଧସ୍ତାଧସ୍ତି
କଟକ ବାରବାଟୀ ଷ୍ଟାଡ଼ିୟମ୍ରେ ଆସନ୍ତା ୯ତାରିଖରେ ଟିମ୍ ଇଣ୍ଡିଆ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ। ଏଥିଲାଗି ବୁଧବାର ଅଫଲାଇନ୍ ଟିକେଟ୍ ବିକ୍ରିବେଳେ ଅସମ୍ଭାଳ ଭିଡ଼ ହେବାରୁ ଧସ୍ତାଧସ୍ତି ଭଳି ସ୍ଥିତି ସୃଷ୍ଟି ହୋଇଥିଲା। ମଙ୍ଗଳବାର ରାତିରୁ…
ଓଡ଼ିଶା ଭିଜିଲାନ୍ସ ଇତିହାସରେ ୧ କୋଟି ଟଙ୍କାରୁ ଅଧିକ ଟଙ୍କା ଜବତ ହୋଇଥିବା ସରକାରୀ ବାବୁଙ୍କ ତାଲିକା, ଦେଖନ୍ତୁ
ଭୁବନେଶ୍ୱର,୫।୨: ଓଡିଶା ଭିଜିଲାନ୍ସ ବୁଧବାର ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ(ପିଡି) ଶାନ୍ତନୁ ମହାପାତ୍ରଙ୍କ ବାସଭବନ ସମେତ ୭ଟି ସ୍ଥାନରେ ଆୟ ବହିର୍ଭୁତ ସମ୍ପତ୍ତି(ଡିଏ) ଠୁଳ ଅଭିଯୋଗରେ ଚଢ଼ାଉ କରି ୧.୯୮ କୋଟି ଟଙ୍କାର ବିପୁଳ ପରିମାଣର ନଗଦ ଟଙ୍କା ଠାବ…
ପୁରୀ-କୋଣାର୍କ ବୁଲିଲେ ଷୋଡ଼ଶ ଅର୍ଥ କମିଶନ: ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ପାଇଁ ଆଲୋଚନା
ଭୁବନେଶ୍ୱର, ୫ା୨: ଓଡିଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଦ୍ଵିତୀୟ ଦିନରେ ଶ୍ରୀକ୍ଷେତ୍ର ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ…
ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ନିଯୁକ୍ତି ଦ୍ଵନ୍ଦ ହଟିଲା: ଓଡ଼ିଶା ହାଇକୋର୍ଟଙ୍କ ସ୍ଥଗିତାଦେଶ କୋହଳ
କଟକ,୫ା୨: ଓଡ଼ିଶା ହାଇକୋର୍ଟ ବୁଧବାର ତାଙ୍କର ପୂର୍ବ ସ୍ଥଗିତାଦେଶକୁ କୋହଳ କରିବା ସହିତ ୨୭୫୩ ଜଣ ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ (MPHW)ଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବାକୁ ଅନୁମତି ଦେଇଛନ୍ତି। ଓଏସଏସଏସସି MPHW ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଅନେକ ପ୍ରାର୍ଥୀ ଆବେଦନ…
ମେଜର-ବାନ୍ଧବୀଙ୍କ ନିର୍ଯାତନା ମାମଲାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ତଦନ୍ତକୁ ନେଇ…
ଭୁବନେଶ୍ୱର,୫ା୨: ଭରତପୁର ଥାନା ମାମଲାରେ ତଦନ୍ତ କମିଶନଙ୍କ ତଦନ୍ତ ବୁଧବାର ଶେଷ ହୋଇଛି। ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ତଦନ୍ତ ଶେଷ ହୋଇଥିବା ନେଇ ସୂଚନା ଦେଇଛନ୍ତି ଜଷ୍ଟିସ ସି.ଆର ଦାଶ କମିଶନଙ୍କ ସଚିବ ଶୁଭେନ୍ଦ୍ର ମହାନ୍ତି। ଆସନ୍ତା…
କଂଗ୍ରେସ ନେତା ଜୟଦେବ ଜେନାଙ୍କୁ ମାରିଦେବାକୁ ଧମକ, ଜାଣନ୍ତୁ ଧମକ ଶୁଶୁଶୁଣୁ ଅଭିଯୁକ୍ତଙ୍କୁ କ’ଣ କହିଲେ ଜୟଦେବ
ଭୁବନେଶ୍ୱର,୫।୨: ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନାଙ୍କୁ ଧମକ ଦିଆଯାଇଛି। ୫୦ ଲକ୍ଷ ଟଙ୍କା ନଦେଲେ ହତ୍ୟା କରିବାକୁ ଧମକ ଦିଆଯାଛି। ଏ ନେଇ ନିଜେ ଜୟଦେବ ଜେନାଙ୍କ ଅଭିଯୋଗ କରିଛନ୍ତି। ଏ ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍ କରି ତଦନ୍ତ…
ଜୋରଦାର ଗାଡ଼ି ଚେକିଂ, ନ ମାନିଲେ…
ଭୁବନେଶ୍ୱର,୫।୨: ଫେବ୍ରୁଆରି ୧୦ରୁ ହେବ ବଡ଼ ଧରଣର ଧରପଗଡ଼। ଏନେଇ କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଗାଡ଼ି କାଚରେ କଳାଜରି, ଉଚ୍ଚ ଶବ୍ଦରେ ହର୍ଣ୍ଣ ଥିଲେ କଡ଼ା ଆକ୍ସନ ନିଆଯିବ। ସେହିପରି କଟକ ଓ ଭୁବନେଶ୍ବରରେ ବ୍ୟାପକ…
ରାଗି ଫାୟାର୍ ହେଲେ ମନ୍ତ୍ରୀ, କାହିଁକି ଚିହିଁକି ଉଠି କହିଲେ କଣ ତାମସା ଚାଲିଛି, ଏଠିପାଲା ଚଲେଇଛ…
ଭୁବନେଶ୍ୱର,୫।୨: ଅଭିଯୋଗ ପ୍ରକୋଷ୍ଠରେ ରାଗି ଫାୟାର୍ ହେଲେ ମନ୍ତ୍ରୀ। ବିଡିଓ ସାଙ୍ଗେ ସାଙ୍ଗେ ତାଙ୍କୁ ଡାକ ମୁଁ ସସପେଣ୍ଡ୍ କରିବି । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଜନ ଅଭିଯୋଗ ଶୁଣାଣି ସମୟରେ। ମୟୂରଭଞ୍ଜ ଜିଲା…
ଥାନାରେ ଉତ୍ତେଜନା ହୋହଲ୍ଲା କରି ଭିତରକୁ ପଶିଗଲେ ଲୋକେ, ପରେ…
ବାସୁଦେବପୁର,୫।୨(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କରଞ୍ଜଆଡ଼ିଆ ଗ୍ରାମରେ ଏକ ଗଣ୍ଡଗୋଳ ବେଳେ ଆକ୍ରମଣରେ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ନବଘନ ମଳିକ(୪୫)ଙ୍କ ମୃତ୍ୟୁ ପରେ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଦେଇଛି। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ମୃତକଙ୍କ…
ଭୁବନେଶ୍ୱରରେ ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ
ଭୁବନେଶ୍ୱର,୫ା୨(ସୁନିତ୍ ମିଶ୍ର):ଷୋଡ଼ଶ ଅର୍ଥ କମିଶନ ମଙ୍ଗଳବାର ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। କମିଶନର ଅଧ୍ୟକ୍ଷ ଅରବିନ୍ଦ ପାନାଗାରିଆ ଓ ତାଙ୍କ ସହ ୧୫ ଜଣିଆ ଟିମ୍ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ଏହି ଅବସରରେ ରାଜ୍ୟ ସରକାର ଏବଂ…
Archives


