ପ୍ରଫେସରଙ୍କ ଘରେ ସିବିଆଇ
ସମ୍ବଲପୁର, ୪।୨(ପ୍ରମୋଦ ବହିଦାର): ପ୍ରଫେସର ବୁଲୁ ମହାରଣାଙ୍କ ଘରେ ସିବିଆଇ ଟିମ୍ ପହଞ୍ଚିଛନ୍ତି। ବୁର୍ଲା ଜ୍ୟୋତିବିହାର ସ୍ଥିତ ସରକାରୀ ବାସଭବନରେ ସିବିଆଇ ପହଞ୍ଚିଥିବା ସୂଚନା ମିଳିଛି। ନାକ ରେଟିଂରେ ଲାଞ୍ଚ ମାମଲାର ଖୋଳତାଡ଼ ପାଇଁ ପହଞ୍ଚଥିବା ଜଣାପଡ଼ିଛି। ମାମଲାର ଖୋଳତାଡ଼ ପାଇଁ…
ମୋ ବସ୍ ଧକ୍କାରେ ନାବଳିକା ମୃତ ଘଟଣା: ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେଲା CRUT
ଭୁବନେଶ୍ୱର, ୪।୨: ନନ୍ଦନକାନନ ଥାନା ରଘୁନାଥପୁରରେ ମୋ ବସ୍ ଧକ୍କାରେ ମୃତ ନାବଳିକାଙ୍କ ପରିବାକୁ CRUT ପକ୍ଷରୁ ୨ ଲକ୍ଷ କ୍ଷତିପୂରଣ ଦିଆଯାଇଛି। କ୍ଷତିପୂରଣ ପରେ ରାସ୍ତାରୋକ ହଟିଥିବା ସୂଚନା ମିଳିଛି। ଡ୍ରାଇଭରର ଭୁଲ ପାଇଁ ଦୁର୍ଘଟଣା ଘଟିଥିବା ନେଇ କର୍ତ୍ତୃପକ୍ଷ…
ସୁଶାନ୍ତଙ୍କୁ ଭେଟିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ନବୀନ
ଭୁବନେଶ୍ୱର,୪।୩: ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଗୁରୁତର ହୋଇପଡ଼ିଛନ୍ତି। ତାଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ସୁଶାନ୍ତଙ୍କ ଭେଟିବା ପାଇଁ…
ନବୀନଙ୍କୁ ଭେଟିବା ପାଇଁ ଧାଇଁଗଲେ ଅଙ୍ଗନଓ୍ବାଡି କର୍ମୀ, ସହାୟକା ସଂଘ, ଜାଣନ୍ତୁ କାହିଁକି…
ଭୁବନେଶ୍ୱର,୪।୨: ଅଙ୍ଗନଓ୍ବାଡି କର୍ମୀ ଓ ସହାୟକା ସଂଘର ଏକ ପ୍ରତିନିଧି ଦଳ ସୋମବାର ସାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟଛନ୍ତି। ଜାତୀୟ ଶିକ୍ଷା ନୀତି ଲାଗୁ ହେବାପରେ ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ନେଇ ତାଙ୍କ ସହିତ…
ଓଡ଼ିଶାରେ ଭାଜପା ସରକାର ଜଙ୍ଗଲରାଜ ଚଳାଇଛି: କଂଗ୍ରେସ
ଭୁବନେଶ୍ୱର, ୪ା୨(ସୁନିତ୍ ମିଶ୍ର): ଅନୁସୂଚିତ ଜାତି ଓ ଉପଜାତି, ଗରିବ ମହିଳାଙ୍କ ଉପରେ ଗତ ୧୦ ବର୍ଷ ହେଲା ଭାରତରେ ଯେଉଁଭଳି ଅତ୍ୟାଚାର ହୋଇଚାଲିଛି ସେହିସବୁ ବିଷୟ ଲୋକଙ୍କ ଆଗରେ ରଖିବାକୁ କଂଗ୍ରେସ ସବୁବେଳେ ଚେଷ୍ଟା କରିଆସିଛି ବୋଲି ଓଡିଶା କଂଗ୍ରେସ…
ବାବୁଙ୍କ ଠେଙ୍ଗା ପ୍ରାହାର ଉପରେ ଜବାବ ରଖିଲେ ରାଣୀ ପ୍ରିୟଦର୍ଶିନୀ: ଖଣ୍ଡଗିରିରେ ମୁଁ ନାଚିବି.. ନାଚିବି.. ନାଚିବି…
ଭୁବନେଶ୍ୱର,୩।୨: କାଲି ହେବାକୁ ଥିବା ଖଣ୍ଡଗିରି ମେଳାକୁ ନେଇ ଜୋରସୋରରେ ଚାଲିଛି ପ୍ରସ୍ତୁତି । ଖଣ୍ଡଗିରିକୁ ସାଧୁସନ୍ଥ ମଧ୍ୟ ଆସୁଛନ୍ତି। ଅନ୍ୟପକ୍ଷେ ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ଓ ଦ୍ବିଅର୍ଥ ବୋଧକ କମେଡିକୁ ପ୍ରଶ୍ରୟ ଦିଆଯିବ ନାହିଁ । ଅଶ୍ଲୀଳତାକୁ ସମ୍ପୂର୍ଣ୍ଣ…
ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ବିରଳ ରୋଗରେ ପୀଡିତ କୁନି ଝିଅଙ୍କୁ ଦେଖୁଦେଖୁ ଜାଣନ୍ତୁ ତାଙ୍କ ପାଇଁ କ’ଣ କଲେ
ଭୁବନେଶ୍ୱର,୩।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକଙ୍କ ଅଭିଯୋଗ ଶୁଣଛନ୍ତି। ଏହା ସହ ଅଭିଯୋଗର ସମାଧାନ ନେଇ ଦୂର ଦୂରାନ୍ତରୁ ଆସିଥିବା ଆଶାୟୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଷ୍ଟମ ଥର ପାଇଁ ଏହି ଶୁଣାଣି ହୋଇଛି। ଆଜି…
ରେଳ ବଜେଟ୍ରେ ଓଡ଼ିଶାକୁ ନେଇ ଆସିଲା ବଡ଼ ଖବର ଅଶ୍ବିନୀ ବୈଷ୍ଣବ କହିଲେ..
ନୂଆଦିଲ୍ଲୀ,୩।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର (ଫେବୃଆରୀ୧) ତାଙ୍କର ଲଗାତାର ଅଷ୍ଟମ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟ୍ ଆଗତ ହେବା ପରେପରେ ରେଳ ବଜେଟ୍ ଘୋଷଣା କରାଯାଇଥିଲା। ଏପରିକି ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ବଜେଟ ଉପସ୍ଥାପନର କରବା ପରେ…
ପୁଣି ହଂସିତା, ଅନିଲଙ୍କୁ ଘାଣ୍ଟୁଛି ଆୟକର ବିଭାଗ: ଖୋଲିବ ଗୁମର
ଭୁବନେଶ୍ୱର,୩।୨: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁର ପରିଚୟ ଦେବା ସହ ନାମ ପରିବର୍ତ୍ତନ କରି ବଡ଼ବଡ଼ିଆଙ୍କୁ ଠକିଥିବା ହାଇପ୍ରୋଫାଇଲ ଠକ ଯୋଡ଼ି ହଂସିତା ଅଭିଲିପ୍ସା ଓରଫ ବିଷ୍ଣୁପ୍ରିୟା ଚାନ୍ଦ ଓ ଅନିଲ କୁମାର ମହାନ୍ତି ଏବେ…
ରାତି ହେଲେ ଭୟ ଲାଗୁଛି: ଏମିତି କାହିଁକି କହିଲେ…
ଭୁବନେଶ୍ୱର,୩।୨: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ ଘଟଣା ୧୦ ଦିନ ବିତିଯାଇଥିଲେ ବି ପୋଲିସ ଲୁଟେରାଙ୍କୁ ଧରିବାରେ ଅସଫଳ ହୋଇଛି। ଏହାକୁ ନେଇ ଏବେ ନିରଞ୍ଜନ ମୁହଁ ଖୋଲିଛନ୍ତି। ନିରଞ୍ଜନ କହିଛନ୍ତି, ଜିନିଷ ଫେରି ପାଇବି କି…
ସାଧୁସନ୍ଥଙ୍କ ସମାଗମରେ ଚଳଚଞ୍ଚଳ ଖଣ୍ଡଗିରି
ଭୁବନେଶ୍ୱର,୩ା୨ (ସୌମ୍ୟରଞ୍ଜନ ରାଉତ) ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା। ଏଥିସହ ୫ରୁ ସ୍ଥାନୀୟ ପାନ୍ଥିକାଠାରେ ଐତିହ୍ୟ, ସଂସ୍କୃତିର ଗାଥା ପ୍ରଦର୍ଶନ ସହ ମନୋରଞ୍ଜନ କରିବ ଐରଖାରବେଳ ମହୋତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ…
ବଜେଟକୁ ନେଇ ଭାଜପାକୁ ଟାର୍ଗେଟ
ଭୁବନେଶ୍ୱର,୩ା୨(ସୁନିତ୍ ମିଶ୍ର): କେନ୍ଦ୍ର ବଜେଟରେ ଓଡ଼ିଶାକୁ ଅବହେଳା କରାଯାଇଥିବା ବିଜେଡି ଓ କଂଗ୍ରେସ ଅଭିଯୋଗ କରିଛନ୍ତି। ଆଗକୁ ନିର୍ବାଚନ ଥିବାରୁ ବିହାରକୁ ଫୋକସ୍ରେ ରଖାଯାଇଥିବା ବେଳେ ଓଡ଼ିଶାକୁ ଅବହେଳା କରାଯାଇଥିବା ବିରୋଧୀ ଅଭିଯୋଗ କରିଛନ୍ତି। ରାଜ୍ୟ ଭାଜପାର ଯୁକ୍ତି କିନ୍ତୁ ପୂର୍ବ…
Archives


