ମେଟ୍ରୋ

subhadra yojana: ଏହିଦିନ ମିିଳିବ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ବ୍ୟାଙ୍କକୁ ଯାଇ ତୁରନ୍ତ କରନ୍ତୁ ଏପରି…

ଭୁବନେଶ୍ୱର,୨ା୨: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗ୍ୟ ହିତାଧିକାରୀଙ୍କୁ ଫେବୃଆରୀ ୮ରେ ସୁଭଦ୍ରା ଟଙ୍କା ମିଳିବ। ଏହି ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ ପ୍ରଥମେ ଯାଜପୁରରେ ଆରମ୍ଭ ହେବ। ଚଳିତମାସ…

ଯାଜପୁର ପାଇଁ ଅଲୋଡ଼ା ହେଲେ ବବି, ନବୀନ ଦେଲେ ବଡ଼ ଝଟ୍‌କା

ଭୁବନେଶ୍ୱର,୨ା୨: ବିଜେଡି ନେତା ବବି ଦାସ ଏବେ ଯାଜପୁର ପାଇଁ ଅଲୋଡ଼ା ହୋଇଯାଇଛନ୍ତି। ଯିଏ ଦିନେ ଦଳର ଟିକ୍‌ନିକ୍‌ କଥା ବୁଝୁଥିଲେ ତାଙ୍କ ଇଙ୍ଗିତରେ କୁଆଡ଼େ ଦଳ ଉଠ୍‌ବସ୍‌ ହେଉଥିଲା ଆଜି ତାଙ୍କୁ କୌଣସି ଦାୟିତ୍ୱ ଦେଇନାହାନ୍ତି ଦଳର ସୁପ୍ରିମୋ ନବୀନ…

Budget 2025: ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼, କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୨: ଶନିବାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼ ପାଇଁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଆଜି ଏକ୍ସ ଯୋଗେ ପ୍ରଧାନମନ୍ତ୍ରୀ ଓ ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନାଗରିକଙ୍କୁ ସଶକ୍ତ…

ଦୁଇ ବର୍ଷର ଝିଅଙ୍କ ଅସାଧାରଣ ପ୍ରତିଭା: ଇଣ୍ଡିଆ ବୁକ୍‌ ଅଫ ରେକର୍ଡସରେ ସ୍ଥାନ ପାଇଲେ ଶ୍ରେୟାଂଶୀ

ପାଟଣା,୧।୨(ବୀର କିଶୋର ଦାଶ): ବିଭିନ୍ନ ମନ୍ତ୍ର, ସାଧାରଣ ଜ୍ଞାନ, ବିଭିନ୍ନ ଦେଶର ଜାତୀୟ ପ୍ରତୀକ, ପରିବାର ଲୋକଙ୍କ ନାମ ଭଳି ଅନେକ ବିଷୟବସ୍ତୁକୁ ପ୍ରାଞ୍ଜଳ ଭାବେ ମନେରଖି ଆବୃତ୍ତି କରି ପାରୁଛି ପ୍ରବଳ ଧି ଶକ୍ତିଓ ବିଭୁଦତ୍ତ ପ୍ରତିଭା ର ଅଧିକାରୀ…

ଭୁବନେଶ୍ୱରର ସମନ୍ବିତ ବିକାଶ, ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ୭ ହଜାର କୋଟି

ଭୁବନେଶ୍ୱର, ୧ା୨(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷାକରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ବଜେଟ ପରିମାଣର…

ସୁଭଦ୍ରା ପାଇଁ ଯାଇନାହାନ୍ତି ବ୍ୟାଙ୍କ୍‌, ତେବେ ମୋବାଇଲରେ ଏମିତି କରନ୍ତୁ ଚେକ୍‌, ଜାଣିପାରିବେ ଟଙ୍କା ଆସିବ ନା ନାହିଁ

ଭୁବନେଶ୍ୱର,୩୧।୧: ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି କି? ଯଦି ହଁ ତେବେ ଜାଣି ନିଅନ୍ତୁ ବଡ଼ ସୂଚନା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି । ଯେଉଁମାନଙ୍କ ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ ବା…

Barabati Stadium: ଫେବୃଆରୀ ୯ରେ ବାରବାଟୀ ଲଢ଼େଇ: ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ,୩୧।୧: ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଇଣ୍ଡିଆ-ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସନ୍ତୋଷଜନକ ରହିଥିବା…

ଦାୟିତ୍ୱ ନେଲେ ରାଜ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୩୧ା୧: ରାଜ୍ୟ ନିର୍ବାଚନ କମିଶନର ଭାବେ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି ମଧୁସୂଦନ ପାଢ଼ୀ। ତୋଷାଳୀ ଭବନରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ ନେଇଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା ।  ଏବେ ଦାୟିତ୍ୱର ଭାର ମଧୁସୂଦନ …

Odisha Government: ମୁଖ୍ୟମନ୍ତ୍ରୀ ନେଲେ ବଡ଼ ନିଷ୍ପତ୍ତି, ଏଣିକି ସବୁ ଗାଁ ଲୋକଙ୍କୁ ମିଳିବ…

ଭୁବନେଶ୍ୱର,୩୧।୧: ଗୁରୁବାର ଗ୍ରାମୀଣ ବିକାଶକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପଦକ୍ଷେପ ଅଧୀନରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏହି ମାର୍ଗଦର୍ଶିକା ଜିଲାପାଳ ଏବଂ ବିଡ଼ିଓଙ୍କ ପାଖକୁ ପଠାଯାଇଛି। ଏଥିରେ…

ବଦ୍ରି ପାତ୍ରଙ୍କ ବିସ୍ଫୋରକ ବୟାନ, ରାଜ୍ୟ ସରକାରଙ୍କୁ କଲେ ସମାଲୋଚନା, କହିଦେଲେ ମଞ୍ଜ କଥା

ଭୁବନେଶ୍ୱର,୩୧।୧: ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର। ନୂଆ ଯୋଜନାକୁ ନେଇ ନୂଆ ସରକାରଙ୍କୁ ସମାଲୋଚନା କରିଛନ୍ତି। ବଦ୍ରିନାରାୟଣ କହିଛନ୍ତି, ବିଜେଡି ସରକାରର ଯୋଜନାକୁ ଭାଜପା ନୂଆ ନାଁ ଦେଇଛି। ଆମ ଗାଁ, ଆମ ବିକାଶ’କୁ ଜାତିସଂଘ…

ହାଇକୋର୍ଟରେ ନିର୍ବାଚନି ଅନିୟମିତତା ମାମଲା: ଉପମୁଖ୍ୟମନ୍ତ୍ରୀ କେ. ଭି. ସିଂଦେଓଙ୍କୁ ଜରିମାନା

କଟକ,୩୧ା୧(କାର୍ତ୍ତିକ ସାହୁ): ୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ରୁଜୁ ମାମଲାରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କୁ ହାଇକୋର୍ଟ ୨ ହଜାର ଟଙ୍କା ଜରିମାନା କରିଛନ୍ତି। ଜବାବ ଦାଖଲ ପାଇଁ ତାରିଖ ଗଡ଼ାଇ ଚାଲିବା, ନିର୍ଦ୍ଧାରିତ ସମୟରେ ଜବାବ ଦାଖଲ ନ କରିବା…

ଉପକୂଳ ଓଡ଼ିଶାରେ ଲଗାତର ୧୦ ଦିନ କୁହୁଡ଼ି: ୬ବର୍ଷରେ ପ୍ରଥମ ଘଟଣା

ଭୁବନେଶ୍ୱର,୩୧ା୧(ଅନୁରାଧା ମହାରଣା): ଉପକୂଳ ଓଡ଼ିଶାରେ ଗତ ୨୧ରୁ ୩୦ ତାରିଖ ଯାଏ ୧୦ଦିନ ଧରି ଲଗାତାର ଭାବେ ଘନ କୁହୁଡି ଅନୁଭୂତ ହେଉଛି। ବଙ୍ଗୋପସାଗର ଅଞ୍ଚଳରେ ଏକ ଗୁରୁଚାପ ବଳୟର ଉପସ୍ଥିତି ତଥା ପଶ୍ଚିମାଝଡ଼ର ଆଗମନ ଯୋଗୁ ଏପରି ପାଣିପାଗ ପରିସ୍ଥିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri