ନୂଆପଡ଼ା ଉପନିର୍ବାଚନ: ସନ୍ଦେହରେ ନେତା
ନୂଆପଡ଼ା,୨୮ା୧୦(ସୁନିତ ମିଶ୍ର):ନୂଆପଡ଼ା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ସ୍ଥାନୀୟ ରାଜନୈତିକ ସ୍ଥିତି ସେତିକି ରୋଚକ ହେବାରେ ଲାଗିଛି। କଡ଼ା ମୁକାବିଲା ଲାଗି ପ୍ରସ୍ତୁତି ଚଳାଇଥିବା ଭାଜପା ଏବଂ ବିଜେଡିର ସ୍ଥାନୀୟ ନେତା ଓ ସେମାନଙ୍କ ଭୂମିକାକୁ ନେଇ ଅନେକେ ଏବେ...
ଭୟଙ୍କର ରୂପରେ ମାଡ଼ିଆସୁଛି ବାତ୍ୟା ‘ମୋନ୍ଥା’: ଓଡ଼ିଶାର ଏସବୁ ଜିଲା ହେବ ଅଧିକ ପ୍ରଭାବିତ
ଭୁବନେଶ୍ୱର,୨୮।୧୦: ସମୁଦ୍ରରୁ ବଳ ଗୋଟାଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’। ମଙ୍ଗଳବାର ସକାଳ ସୁଦ୍ଧା ଏହା ଭୟଙ୍କର ବାତ୍ୟା କିମ୍ବା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ। ସେହିପରି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏହା ଆନ୍ଧ୍ରପ୍ରଦେଶର...
ସମ୍ପତ୍ତି ବିବରଣୀ ନ ଦାଖଲ କଲେ ହେବ ନାହିଁ ପ୍ରମୋଶନ: ଓଡ଼ିଶା ସରକାରଙ୍କ କଡ଼ା ନିଷ୍ପତ୍ତି, ଡେଡ଼ଲାଇନ୍…
ଭୁବନେଶ୍ୱର,୨୭।୧୦: ଓଡ଼ିଶା ସରକାର ୨୦୨୪ ବର୍ଷର ସମ୍ପତ୍ତି ବିବରଣୀ ଦାଖଲ ପାଇଁ କୌଣସି ସମୟ ବୃଦ୍ଧି ଦେବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ଏଚ୍ଆର୍ଏମ୍ଏସ୍ ପୋର୍ଟାଲ୍ ପୁନର୍ବାର ଖୋଲାଯିବ ନାହିଁ। ସାଧାରଣ ପ୍ରଶାସନ ଓ ଜନଅଭିଯୋଗ ବିଭାଗ ଏ ସମ୍ପର୍କରେ...
ଏହି ସମୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମୋନ୍ଥା’, ରେଡ୍ ଜୋନରେ ଓଡ଼ିଶାର ୮ ଜିଲା, ପ୍ରବଳ ବର୍ଷା ସହ…
ଭୁବନେଶ୍ୱର,୨୭।୧୦: ସମୁଦ୍ର ଭିତରେ ବଳ ଗୋଟାଉଛି ବାତ୍ୟା ମୋନ୍ଥା । ଆସନ୍ତାକାଲି ସକାଳୁ ନେବ ଭୀଷଣ ବାତ୍ୟାର ରୂପ । ଆନ୍ଧ୍ରପ୍ରଦେଶ କାକିନାଡ଼ା ପାଖାପାଖିରେ ବାତ୍ୟା ଲ୍ୟାଣ୍ଡଫଲ କରିବ । ଏହା ପୂର୍ବରୁ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାରେ ବାତ୍ୟାର ପ୍ରଭାବ...
ବାତ୍ୟା ପାଇଁ ୨ ଦିନ ସ୍କୁଲ, ଅଙ୍ଗନଓ୍ବାଡ଼ି ଛୁଟି ଘୋଷଣା, ଜାଣନ୍ତୁ କେବେ ଖୋଲିବ
ଭୁବନେଶ୍ୱର,୨୭।୧୦: ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨୮, ୨୯ରେ ଛୁଟି ନେଇ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଦକ୍ଷିଣ ଓଡ଼ିଶାର ୮...
‘ମୋନ୍ଥା’ ଲାଗି ୩୨ ଟ୍ରେନ୍ ବାତିଲ
ଭୁବନେଶ୍ୱର,୨୭।୧୦: ବାତ୍ୟା ‘ମୋନ୍ଥା’ ପାଇଁ ୩୨ ଟ୍ରେନ ବାତିଲକରାଯାଇଛି। ୨୭ ଓ ୨୮ ଦୁଇ ଦିନ ପାଇଁ ବାତିଲ ହୋଇଛି। ୩୨ ଟ୍ରେନ୍ ବାତିଲ ଘୋଷଣା କଲା ପୂର୍ବତଟ ରେଳ ବିଭାଗ। କିଛି ଜିଲାରେ ସ୍କୁଲ ମଧ୍ୟ ଛୁଟି କରାଯାଇଛି।...
ଲ୍ୟାଣ୍ଡଫଲ ବେଳେ ଭୀଷଣ ବାତ୍ୟା, ଏହି ଜିଲାରେ ପଡିବ ବଡ଼ ପ୍ରଭାବ, IMD ଡିଜି କହିଲେ…
ଭୁବନେଶ୍ୱର,୨୭।୧୦: ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ...
ବାତ୍ୟା ପାଇଁ ଏସବୁ ଜିଲାରେ ସ୍କୁଲ ଛୁଟି ଘୋଷଣା, ଏହି ତାରିଖ ଯାଏ ରହିବ ବନ୍ଦ
ଭୁବନେଶ୍ୱର,୨୭।୧୦: ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲିଠୁ ୩୦ ଯାଏ ୮ ଜିଲାରେ ସ୍କୁଲ ବନ୍ଦ...
ବାତ୍ୟାର ପ୍ରାକ ପ୍ରଭାବ ଆରମ୍ଭ: ପାରାଦୀପ ୨ ନମ୍ବର ବିପଦ ସଙ୍କେତ
ଭୁବନେଶ୍ୱର,୨୭ା୧୦: ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସନ୍ଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ...
ଆଜି ଇଣ୍ଡିଆ ମେରିଟାଇମ ଓ୍ବିକ୍ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭ା୧୦(ଅନୁରାଧା ମହାରଣା): ଇଣ୍ଡିଆ ମେରିଟାଇମ ଓ୍ବିକ୍(ଆଇଏମ୍ଡବ୍ଲୂ୍ୟ) ୨୦୨୫ ସୋମବାର ମୁମ୍ବାଇଠାରେ ଆରମ୍ଭ ହେବ। ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମିଳନୀର ଉଦ୍ଘାଟନୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ମାନିତ ଅତିଥି ଭାବେ ଯୋଗଦେବେ। ପରେ ଓଡ଼ିଶା...
ବିଶ୍ୱସ୍ତରୀୟ ହେବ ବାଲି ଯାତ୍ରା: ଇଣ୍ଡୋନେସିଆ ସହଯୋଗୀ ରାଷ୍ଟ୍ର ଘୋଷଣା
କଟକ,୨୬ା୧୦: ଓଡ଼ିଶାର ବୃହତ୍ତମ ବାଣିଜ୍ୟ ମେଳା କଟକର ବାଲିଯାତ୍ରା ପାଇଁ ଚଳିତ ବର୍ଷ ଇଣ୍ଡୋନେସିଆକୁ ‘ପାର୍ଟନର ଦେଶ’ ଭାବେ ଘୋଷଣା କରାଯାଇଛି। କଟକ ଜିଲା ପ୍ରଶାସନ ପକ୍ଷରୁ ଏହି ଘୋଷଣା କରାଯାଇଛି। ପ୍ରାଚୀନ କାଳରେ କଳିଙ୍ଗ ଓ ଇଣ୍ଡୋନେସିଆର ବାଲି,...
୨୪ ଘଣ୍ଟାରେ ବାତ୍ୟା: ଓଡ଼ିଶାର ଏହି ଜିଲାକୁ ରେଡ ଆଲର୍ଟ, ୧୦୦କି.ମିରୁ ଅଧିକ ବେଗରେ…
ଭୁବନେଶ୍ୱର,୨୬ା୧୦: ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଉ ୨୪ଘଣ୍ଟା ଭିତରେ ଭୟଙ୍କର ରୂପ ଧାରଣ କରିବ। ୨୮ ତାରିଖ ମଙ୍ଗଳବାର ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ।...
Archives


