ମେଟ୍ରୋ

ଖସୁଛି ପାରଦ: ୨୧ ପର୍ଯ୍ୟନ୍ତ ରହିବ କୁହୁଡ଼ିର ଆସ୍ତରଣ

ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଗତ କିଛିଦିନ ହେଲା ପାରଦ ଖସିବାରେ ଲାଗିଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢୁଥିବା ଦେଖିବାକୁ ମିଳୁଛି। ରାଜ୍ୟର କୋଇଡ଼ାରେ ବିଭିନ୍ନ ସ୍ଥାନରେ କୁହୁଡି ଦେଖାଯିବା ସହ ଗାଡିମୋଟର, ଗଛପତ୍ର ଉପରେ କାକର ଶୋଭାବର୍ଦ୍ଧନ କରୁଛି।...

ଜଳବାୟୁ ବିଜ୍ଞାନୀ, ପରିବେଶ ଗବେଷକ

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ, ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ...

୩୦ଯାଏ କନିଷ୍ଠ ମେଧାବୃତ୍ତି ପାଇଁ ଆବେଦନ

ଭୁବନେଶ୍ୱର,୧୯ା୧୧(ଅନୁରାଧା ମହାରଣା): ରାଜ୍ୟର ଦ୍ୱାଦଶ ଶ୍ରେଣୀର ମେଧାବୀ ଛାତ୍ରୀଛାତ୍ରଙ୍କୁ କନିଷ୍ଠ ମେଧାବୃତ୍ତି ପ୍ରଦାନ ପାଇଁ ଆବେଦନ ଆରମ୍ଭ ହୋଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ ସିବିଏସ୍‌ଇ ଓ...

କୃଷିଋଣ ପାଇଁ ୮୩୦ କୋଟିର ସୁଧ ରିହାତି

ଭୁବନେଶ୍ୱର,୧୯ା୧୧(ସୁଚିସ୍ମିତା ସାହୁ): ଅର୍ଥନୈତିକ ଓ ସାମାଜିକ ପ୍ରଗତିରେ ସମବାୟର ପ୍ରମୁଖ ଭୂମିକା ରହିଛି। ଚଳିତ ଆର୍ଥିକ ବର୍ଷରେ ସୁଧମୁକ୍ତ କୃଷିଋଣ ଯୋଜନା ପାଇଁ ରାଜ୍ୟ ସରକାର ୮୩୦ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ ବ୍ୟବସ୍ଥା କରିଛନ୍ତି। ସୋମବାର ସୂଚନା...

ବ୍ୟବସାୟ ପାଇଁ ଓଡ଼ିଶା ଅନୁକୂଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୧୧(ଅନିଲ ଦାସ): ଓଡ଼ିଶାରେ ବ୍ୟବସାୟିକ ପରିବେଶ ଅନୁକୂଳ। ଏହାର ସୁଯୋଗ ନେବାକୁ ସିଙ୍ଗାପୁରଠାରେ ନିବେଶକାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଭଳି ଆହ୍ବାନ ଦେଇଛନ୍ତି। ଆସନ୍ତା ୨୦୨୫ ଜାନୁଆରୀ ମାସରେ ଭୁବନେଶ୍ୱରରେ ଉତ୍କର୍ଷ ଓଡିଶା: ମେକଇନ ଓଡିଶା କନକ୍ଲେଭ-୨୦୨୫ ଅନୁଷ୍ଠିତ...

ଦୁଇଘଣ୍ଟା ଅଟକି ଯାଇଥିଲା ହୃଦସ୍ପନ୍ଦନ: ଯୁବକଙ୍କୁ ନୂଆ ଜୀବନ ଦେଲେ ଭୁବନେଶ୍ୱର ଏମ୍ସ ଡାକ୍ତର

ଭୁବନେଶ୍ୱର,୧୮।୧୧: ଭୁବନେଶ୍ୱର ଏମ୍ସ ଡାକ୍ତଙ୍କୁ ମିଳିଛି ଐତିହାସିକ ସଫଳତା। ଡାକ୍ତରୀ ଉତ୍କର୍ଷତା ଏବଂ କାର୍ଯ୍ୟପ୍ରତି ସମର୍ପିତ ଭାବର ଏକ ଅଦ୍ଭୁତ ପ୍ରଦର୍ଶନରେ ଏମ୍ସ ଭୁବନେଶ୍ୱରରେ ଉତ୍ସର୍ଗୀକୃତ ଡାକ୍ତରୀ ଟିମ୍ ଉନ୍ନତ ଏକ୍ସଟ୍ରାକୋରୋରାଲ୍ କାର୍ଡିଓ-ପଲ୍ମୋନାରୀ ରିସ୍ୟୁସିଟେସନ୍ (eCPR) ପ୍ରଣାଳୀ ମାଧ୍ୟମରେ ୨୪...

ସମୀର ଦେଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକ: ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ନବୀନଙ୍କ ଯାଏ …

କଟକ,୧୮।୧୧: ତେବେ ସମୀର ଦେ’ଙ୍କ ଦେହାନ୍ତକୁ ନେଇ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ର ପତିଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏବଂ ରାଜନେତା ପର୍ଯ୍ୟନ୍ତ ସମସ୍ତେ ଶୋକ ପ୍ରକାଶ କରିଛନ୍ତି । ଏହିପରୀପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ଆଗାମୀ ତିନିଦିନ ଏହି ସମସ୍ତ ଜିଲାରେ ଘନ କୁହୁଡ଼ି ସମ୍ଭାବନା: ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮।୧୧: ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଅଧିକାଂଶ ସ୍ଥାନରେ ଦେଖାଯାଇଥିବା ସର୍ବନିମ୍ନ କିମ୍ବା ରାତିର ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହୋଇନାହିଁ ବୋଲି ସୋମବାର ଭାରତ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର...

ପରଲୋକରେ ବରିଷ୍ଠ ଭାଜପା ନେତା ସମୀର ଦେ

ଭୁବନେଶ୍ୱର,୧୮।୧୧: ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ...

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର ଗଣତି ମଣତି ଶେଷ ହେବ। କାର୍ତ୍ତିକ ମାସ ପାଇଁ ରତ୍ନଭଣ୍ଡାର ମରାମତି କାମ...

ଭିଜିଲାନ୍ସ ଟିମ୍‌ ଆସିବା ଦେଖି ଡରିଗଲେ ଡିଜିଏମ, ପଡ଼ୋଶୀ ଛାତକୁ ଫିଙ୍ଗିଦେଲେ ବିଡାବିଡା ଟଙ୍କା

ଭୁବନେଶ୍ୱର,୧୮।୧୧: ସୋମବାର ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଭିଜିଲାନ୍ସ ଟିମ୍‌କୁ ଘର ସମ୍ମୁଖରେ ଦେଖି ଡେପୁଟି ଜେନେରାଲ ମ୍ୟାନେଜର୍‌ ପଡ଼ୋଶୀ ଛାତକୁ...

ଶେଷରେ କ୍ଷମା ମାଗିଲେ ମନୋଜ ମିଶ୍ର, କହିଲେ…

ଭୁବନେଶ୍ୱର,୧୮।୧୧: ପ୍ରାୟ ସବୁବେଳେ ବିବାଦକୁ ଆସୁଥିବା ମନୋଜ ମିଶ୍ର ଶେଷରେ ମୁହଁ ଖୋଲି କ୍ଷମା ମାଗିଛନ୍ତି। ବ୍ୟାସ କବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ରାଣ୍ଡୀ ପୁଅ ଅନନ୍ତାଙ୍କୁ ନେଇ ବ୍ରିଭାନ୍ତିକରଣ ମନ୍ତବ୍ୟ ଘଟଣା ପରେ ସେ ବିଭିନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri