ମେଟ୍ରୋ

କମିବ ବର୍ଷାର ପ୍ରଭାବ, ରାଜ୍ୟରେ ୨୦ ତାରିଖରୁ ତାତି ବଢିବା ସମ୍ଭାବନା

ନୂଆଦିଲ୍ଲୀ,୧୭।୪: ବର୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ସର୍ବୋଚ୍ଚ ତାପମାତ୍ରା ୪୦ଡ଼ିଗ୍ରୀ ତଳେ ରେକର୍ଡ ହେଉଛି। ଆଗାମୀ ୩ଦିନ ପରେ ବର୍ଷାର ପ୍ରଭାବ କମିବା ସହ ପୁଣି ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ତାପମାତ୍ରା ୪୦ଡ଼ିଗ୍ରୀ ଅତିକ୍ରମ କରିବା ସମ୍ଭାବନା…

Salary Hike: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ପୋଲିସ କର୍ମଚାରୀଙ୍କ ଦରମା ୫୫ହଜାର ଯାଏ ବୃଦ୍ଧି

ଭୁବନେଶ୍ୱର,୧୭।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ…

ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପୂର୍ବରୁ +୩ ନାମଲେଖା ପାଇଁ ଆବେଦନ, ଜାଣନ୍ତୁ ଓଡ଼ିଶା ସରକାରଙ୍କ ଯୋଜନା

ଭୁବନେଶ୍ୱର,୧୭।୫: ପୂର୍ବ ସ୍ନାତକ ପ୍ରବେଶ ପ୍ରକ୍ରିୟାରୁ ଏକ ପ୍ରମୁଖ ପରିବର୍ତ୍ତନ ଆଣି, ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ଏକ ନୂତନ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ଯାହା ଛାତ୍ରଛାତ୍ରୀମାନଙ୍କୁ ଯୁକ୍ତ ଦୁଇ ପରୀକ୍ଷା ଫଳ ଘୋଷଣା ପୂର୍ବରୁ ମଧ୍ୟ UG(+୩) ପାଠ୍ୟକ୍ରମ ପାଇଁ ଆବେଦନ…

ବ୍ୟାଙ୍କକୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ, କ୍ୟାଶିୟର ଭାବେ କାମ କରୁଥିବା ଚପରାସୀଙ୍କୁ ମିଳିବ ଅଧିକ ଦରମା

ଭୁବନେଶ୍ୱର,୧୭।୫: ଓଡ଼ିଶା ହାଇକୋର୍ଟ ପୁରୀ-ନିମାପଡ଼ା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଲିମିଟେଡକୁ ଜଣେ ୫୪ ବର୍ଷୀୟ ମହିଳାଙ୍କୁ ଉଚ୍ଚ ଦରମା ସୁବିଧା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯିଏକି ୨୩ ବର୍ଷରୁ ଅଧିକ ସମୟ ଧରି କ୍ୟାଶିୟର ଭାବେ କାର୍ଯ୍ୟ କରିଥିଲେ କିନ୍ତୁ…

Naveen Patnaik: ନାମାଙ୍କର ଭରିଲେ ନବୀନ, ପାଖରେ ଥିଲେ ବବି

ଭୁବନେଶ୍ୱେର,୧୭।୪: ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଶଙ୍ଖ ଭବନକୁ ଆସି ନବୀନ ପଟ୍ଟନାୟକ ନାମାଙ୍କନ ଭରିଛନ୍ତି। ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ନବୀନ। ଅନ୍ୟ କେହି ନାମାଙ୍କନ…

Subhadra Yojana: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା, କଲେଜ ଛାତ୍ରୀ…

ଭୁବନେଶ୍ୱର,୧୭।୪:କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା । ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ । ସୁଭଦ୍ରା ସହାୟତା ପାଇଥିବା ହିତାଧିକାରୀଙ୍କଠାରୁ ମତାମତ ସଂଗ୍ରହ…

Naveen Patnaik: ପୁଣି ନିର୍ବାଚନ ଲଢିବେ ନବୀନ

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର): ବିଜେଡି ସଭାପତି ପଦ ଲାଗି ନବୀନ ପଟ୍ଟନାୟକ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବେ। ଦଳର ରିଟର୍ନିଂ ଅଫିସର ପ୍ରତାପ ଦେବଙ୍କୁ ସେ ତାଙ୍କର ନାମାଙ୍କନପତ୍ର ଦେବେ। ଏହି ଅବସରରେ ନବୀନଙ୍କ ସହ ଦଳର ବହୁ ବରିଷ୍ଠ ଏବଂ…

ଶ୍ରୀକାନ୍ତଙ୍କ ଘରକୁ ଅଖିଳେଶଙ୍କ ଆସିବା ନେଇ ରାଜନୀତି

ଭୁବନେଶ୍ୱର, ୧୭ା୪(ସୁନିତ୍‌ ମିଶ୍ର): ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବଙ୍କ ଓଡ଼ିଶା ଗସ୍ତକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର୍‌ ଧରିବା ଆରମ୍ଭ ହୋଇଛି। ଅଖିଳେଶ ଭୁବନେଶ୍ବର ଆସି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ସହ ସାମାଜିକ ନ୍ୟାୟ ଉପରେ ଖବରଦାତା ସମ୍ମିଳନୀ…

କଂଗ୍ରେସରେ ମିଶିଲେ ବହୁ ବିଜେଡି-ଭାଜପା ନେତା, ରାଜନୀତିରେ ହଲଚଲ

ଭୁବନେଶ୍ୱର,୧୭ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀର ବିଜେଡି, ଭାଜପା ନେତା ଓ କର୍ମୀ ବୁଧବାର କଂଗ୍ରେସରେ ସାମିଲ ହୋଇଛନ୍ତି। କଂଗ୍ରେସ ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ମିଶ୍ରଣ ପର୍ବରେ ପିସିସି ସଭାପତି ଭକ୍ତ ଚରଣ ଦାସ ନବାଗତଙ୍କୁ ଟୋପି ଓ…

Milk Production Odisha: ଦୁଗ୍ଧ ଉତ୍ପାଦନ: ରାଜ୍ୟରେ ବଢ଼ିଛି, ୧୩ ଜିଲାରେ କମିଛି

ଦେଶର ଅର୍ଥନୀତି ସୁଦୃଢ଼ କରିବାରେ ପ୍ରାଣିସମ୍ପଦର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ଗ୍ରାମାଞ୍ଚଳର ଅନେକ ପରିବାର ଦୁଗ୍ଧ ଉତ୍ପାଦନ କରି ଗୁଜରାଣ ମେଣ୍ଟାଉଛନ୍ତି। ଏହି କ୍ରମରେ ଭାରତ ବିଶ୍ୱର ସର୍ବୋଚ୍ଚ ଦୁଗ୍ଧ ଉତ୍ପାଦନକାରୀ ରାଷ୍ଟ୍ର ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛି। ଦେଶରେ ୨୦୨୩-୨୪…

୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣା: ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ୮୦ବର୍ଷୀୟ ବୃଦ୍ଧାଙ୍କ ବଳାତ୍କାର ଦୋଷୀଙ୍କୁ ହୋଇଛି ୨୦ବର୍ଷ ଜେଲ । ୨୦୨୨ରେ କଟକରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣାରେ ଆଜି ରାୟ ପ୍ରକାଶ ପାଇଛି । କଟକ ଆଡହକ ଆଡସିନାଲ ସେସନ୍ସ ଜଜ ତଥା…

ଲକ୍ଷପତି ଦିଦି ସୃଷ୍ଟି କରିବାରେ ଦେଶରେ ପ୍ରଥମ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର,୧୬.୪: କେନ୍ଦ୍ର ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଲକ୍ଷପତି ଦିଦି ଯୋଜନା ଅଧୀନରେ ଓଡ଼ିଶା ଭାରତରେ ଶୀର୍ଷ ସ୍ଥାନ ହାସଲ କରିଛି। ଯାହା ଗ୍ରାମୀଣ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ମାଧ୍ୟମରେ ବାର୍ଷିକ ୧ ଲକ୍ଷ ଟଙ୍କା କିମ୍ବା ତା’ଠାରୁ ଅଧିକ ରୋଜଗାର କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?