ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର,୭।୧: ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ହୋଇପଡିଛନ୍ତି। ମଙ୍ଗଳବାର ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି ଚାଳିଛି। ଅସୁସ୍ଥତା ସମ୍ପର୍କରେ ଆଇନ ମନ୍ତ୍ରୀ ତଥା ପୁଅ ପୃଥ୍ବୀରାଜ…
ବାଲିଯାତ୍ରାର ଐତିହାସିକ ସୁଖ୍ୟାତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର,୨୮।୧: ଭୁବନେଶ୍ବର ଜନତା ମଇଦାନରେ ଉଦ୍ଘାାଟିତ ହୋଇଯାଇଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫। ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଉତ୍କର୍ଷ ଓଡ଼ିଶା କନକେଭ୍କୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରି କହିଛନ୍ତି, ଚଳିତ ଜାନୁଆରୀରେ ଓଡ଼ିଶାକୁ ଏହା ମୋର ଦ୍ବିତୀୟ ଗସ୍ତ। ଓଡ଼ିଶାରେ…
ଶିଳ୍ପ ବିକାଶ ପାଇଁ ଓଡ଼ିଶାରେ ରହିଛି ଅପାର ସୁଯୋଗ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୧: ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ବର ଜନତା ମଇଦାନରେ ଉଦ୍ଘାାଟିତ ହୋଇଯାଇଛି। ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ମୋଦିଙ୍କୁ ସ୍ବାଗତ କରିଥିଲେ। ଏହି କନକ୍ଲେଭ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି,…
ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଉଦ୍ଘାଟନ କଲେ ମୋଦି
ଭୁବନେଶ୍ବର,୨୮।୧: ଭୁବନେଶ୍ବର ଜନତା ମଇଦାନରେ ଉଦ୍ଘାାଟିତ ହୋଇଯାଇଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫। ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ମୋଦିଙ୍କୁ ସ୍ବାଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ନିବେଶକ, ପ୍ରତିନିଧି…
ଓଡ଼ିଶା ହେଉଛି ଦ୍ୱିତୀୟ ଅଷ୍ଟ୍ରେଲିଆ: ରାଜ୍ୟରେ ପୁଞ୍ଜି ନିବେଶକୁ ନେଇ ବଡ଼ କଥା କହିଦେଲେ ଅନିଲ ଅଗ୍ରଓ୍ବାଲ
ଭୁବନେଶ୍ବର,୨୮।୧: ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍ ଭୁବନେଶ୍ୱରର ଜନତା ମଇଦାନରେ ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦ୍ଘାଟନ କରିଛନ୍ତି। ଏହି କନ୍କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ବ୍ୟବସାୟୀ…
ବଡ଼ ଘୋଷଣା କଲେ ନବୀନ ଜିନ୍ଦଲ: କେନ୍ଦୁଝରରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ
ଭୁବନେଶ୍ବର,୨୮।୧: ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍ରେ ଜେଏସ୍ପିଏଲ୍ ଅଧ୍ୟକ୍ଷ ନବୀନ ଜିନ୍ଦଲ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ନବୀନ ସୂଚନା ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। କ୍ଷମତା ବୃଦ୍ଧି ପାଇଁ ୬ ବର୍ଷରେ…
ମିଶନ ଶକ୍ତି ପାଇଁ ରାଜ୍ୟ ସରକାର ଆଣିଲେ ନୂଆ ଗାଇଡଲାଇନ, ବଦଳିଯିବ ଏସବୁ, ଚିନ୍ତାରେ…
ଭୁବନେଶ୍ୱର,୨୮।୧: ରାଜ୍ୟ ସରକାର ମିଶନ ଶକ୍ତି ପାଇଁ ନୂଆ ଗାଇଡଲାଇନ ଜାରି କରିଛନ୍ତି। ବିଭାଗ ପକ୍ଷରୁ ସମସ୍ତ ଜିଲାର ଜିଲାପାଳଙ୍କୁ ଏନେଇ ଏକ ଚିଠି ଜାରି ହୋଇଛି। ଚିଠିରେ ଉଲ୍ଲେଖ ରହିଛି ଯେ, ମିଶନ ଶକ୍ତି ଅଧିନରେ ଥିବା ସମସ୍ତ ପ୍ରଶାସନିକ…
ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ବର,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଏୟାରପୋର୍ଟରେ ପହଞ୍ଚିଛନ୍ତି। ଏୟାରପୋର୍ଟରୁ ବାହାରି ଜନତା ମଇଦାନ ଯିବାର କାର୍ଯ୍ୟକ୍ରମ ରହିଛି। ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ-୨୦୨୫ରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର…
ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ୫୦ ଲକ୍ଷ ଟଙ୍କାର ଅଳଙ୍କାର, ଅଢ଼େଇ ଲକ୍ଷ ଟଙ୍କା ଲୁଟ ଅଭିଯୋଗ
ଭୁବନେଶ୍ୱର,୨୮।୧(ସତ୍ୟଜିତ୍ ରାଉତ): ଭୁବନେଶ୍ୱରରେ ଦିନକୁ ଦିନ ଚୋରଙ୍କ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ପୂରା ସହର କମିଶନରେଟ୍ ପୋଲିସର ସୁରକ୍ଷା ବଳୟରେ ଥିବାବେଳେ ଦୁର୍ବୃତ୍ତମାନେ ଏହାକୁ ଭୟ କରୁନାହାନ୍ତି। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଘରକୁ…
ବିଏମ୍ସି କମିଶନର, ରେଳ ମହାପ୍ରବନ୍ଧକଙ୍କ ନାଁରେ ଏତଲା
ଭୁବନେଶ୍ୱର, ୨୮ା୧ (ବନ୍ଦନା ସେଠୀ):ଭୁବନେଶ୍ୱର ସତ୍ୟନଗରଠାରେ ରେଳ ଗାଡ଼ି ୱାଶିଂ ପଏଣ୍ଟ ରହିଛି। ଏଠାକୁ ସଫେଇ ପାଇଁ ଆସୁଥିବା ସବୁ ରେଳଗାଡ଼ିର ବର୍ଜ୍ୟବସ୍ତୁ, ବାୟୋଟଏଲେଟ୍ର ମଳମୂତ୍ର ଆଦି ବିଏମ୍ସି ଡ୍ରେନ୍ରେ ସିଧା ଗଙ୍ଗୁଆକୁ ଯାଉଛି। ଗଙ୍ଗୁଆର ଏହି ବିଷାକ୍ତ ପାଣି ଦୟାନଦୀରେ…
ସ୍ବପ୍ନ ନୁହେଁ – ବାସ୍ତବତାର ନୂଆ ସକାଳ
ଆଜି ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ଓ ବିଶ୍ୱର ଦୂରଦର୍ଶୀ ଜନନେତା ନରେନ୍ଦ୍ର ମୋଦିଜୀଙ୍କ ଦ୍ୱାରା ଉଦ୍ଘାଟନ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ୨୦୨୫। ଏଥିପାଇଁ ଆମେ ଚୂଡ଼ାନ୍ତ ପ୍ରସ୍ତୁତି କରିସାରିଛୁ। ଆମ ଦେଶର ତଥା ବିଦେଶର ଅନେକ ବୃହତ୍ ଶିଳ୍ପସଂସ୍ଥାର…
ଆଜିଠୁ ‘ଉତ୍କର୍ଷ ଓଡ଼ିଶା’ କନ୍କ୍ଲେଭ : ଉଦ୍ଘାଟନ କରିବେ ମୋଦି
ଭୁବନେଶ୍ୱର,୨୮ା୧(ଅନିଲ ଦାସ): ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନ୍କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ଏହା ୨ ଦୁଇଦିନ ଧରି ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭକୁ ଉଦ୍ଘାଟନ କରିବେ। ଏହି…
Archives


