ବଡ଼ ସୂଚନା ଦେଲେ ଭକ୍ତ, ‘ଆନ୍ଦୋଳନରେ ପହଞ୍ଚିବେ ରାହୁଲ’
ଭୁବନେଶ୍ୱର,୨୭।୩: ରାଜଧାନୀରେ କଂଗ୍ରେସ କରିଛି ରଣହୁଙ୍କାର। କଂଗ୍ରେସର ଗର୍ଜନରେ ଉଠୁଛି ପଡୁଛି ରାଜଧାନୀ। କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ ହାଇ ସିକ୍ୟୁରିଟି । ସମସ୍ତ ଗେଟ ବନ୍ଦ କରାଯିବା ସହ ତନ୍ନ ତନ୍ନ ଯାଞ୍ଚ…
ବିରୋଧୀଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ସେମାନେ ଦଳର…
ଭୁବନେଶ୍ୱର,୨୭ା୩: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ପ୍ରେସ୍ମିଟ୍ କରି ବିରୋଧୀଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଓ ତାଙ୍କ ଦଳର ନେତା ଆତ୍ମସମୀକ୍ଷା କରନ୍ତୁ। ସେମାନେ ବିରୋଧୀ ଦଳର ଭୂମିକା କ’ଣ ବୁଝିନାହାନ୍ତି। ବିରୋଧୀଙ୍କ…
କଂଗ୍ରେସ କଲା ଗର୍ଜନ, ମାନସଙ୍କୁ ଘରୁ ଉଠାଇ ନେଲା ପୋଲିସ
ଭୁବନେଶ୍ୱର,୨୭।୩: ବିଧାନସଭା ଘେରାଉ ପାଇଁ ବାହାରିଲା କଂଗ୍ରେସ। ରାମମନ୍ଦିର ଛକରୁ କଂଗ୍ରେସର ପଦଯାତ୍ରା ଆରମ୍ଭ ହୋଇଛି। ସେପଟେ ବିଧାନସଭା ପ୍ରଶ୍ନକାଳ ଆରମ୍ଭ ପୁର୍ବରୁ ଗଙ୍ଗା ଜଳ ଛିଞ୍ଚିଛି ବିଜେଡି । ବିଧାନସଭା ଚାରିପଟେ ଗଙ୍ଗାଜଳ ଛିଞ୍ଚି ପବିତ୍ର କରିଛି ବିଜେଡି ।…
ଭୁବନେଶ୍ୱରକୁ ଘେରିଗଲେ ପୋଲିସ ଫୋର୍ସ, ଚେତାବନୀ ଦେଲେ ଭକ୍ତ ଦାସ…
ଭୁବନେଶ୍ୱର,୨୭।୩: ଆଜି ଭୁବନେଶ୍ୱର ଘେରିବ କଂଗ୍ରେସ। ଏନେଇ ହାଇ ଆର୍ଲଟ ମୋଡରେ ରାଜଧାନୀ। ସାରା ଭୁବନେଶ୍ୱରରେ ହୋଇଛି ପୋଲିସ ଛାଉଣୀ। ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ…
ସକାଳୁ ସକାଳୁ ଭୁବନେଶ୍ୱରକୁ ଘେରିଗଲେ ପୋଲିସ, ରାଜଧାନୀରେ ଟ୍ରାଫିକ୍ ଜାମ୍
ଭୁବନେଶ୍ୱର,୨୭।୩: ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣାକୁ ଗାଁ ଗଣ୍ଡାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ହୋଇଛି ନକ୍ସା। ଆଉ…
ଆଜି ବିଧାନସଭା ଘେରିବ କଂଗ୍ରେସ
ଭୁବନେଶ୍ୱର,୨୭।୩ (ରବିନାରାୟଣ ଜେନା): ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣାକୁ ଗାଁ ଗଣ୍ଡାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ହୋଇଛି…
ଜରୁରୀକାଳୀନ ପରିସ୍ଥିତିର ୨୧ ବନ୍ଦୀଙ୍କୁ ମିଳିବ ପେନ୍ସନ୍
ଭୁବନେଶ୍ୱର,୨୬ା୩(ସୁନିତ୍ ମିଶ୍ର): ଜରୁରୀକାଳୀନ ପରିସ୍ଥିତି ସମୟର ବନ୍ଦୀମାନଙ୍କୁ ପେନ୍ସନ୍ ଦେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ବିବୃତ୍ତି ରଖିଛନ୍ତି। ୨୫ ଜୁନ୍ ୧୯୭୫ରୁ ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଜାତୀୟ ଜରୁରୀକାଳୀନ ପରିସ୍ଥିତି ସମୟରେ ଏମ୍ଆଇଏସ୍ଏ,…
ମଧ୍ୟାହ୍ନଭୋଜନରେ ପିଲାଙ୍କୁ ମିଳିବ ପୋଷଣଯୁକ୍ତ ଚାଉଳ ଲଡୁ
ଭୁବନେଶ୍ୱର,୨୬ା୩(ସୁଚିସ୍ମିତା ସାହୁ): ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାରେ ପିଲାଙ୍କୁ ଦିଆଯିବ ପୋଷଣ ଯୁକ୍ତ ଚାଉଳ ଲଡୁ। ପ୍ରଥମରୁ ଦଶମଶ୍ରେଣୀ ପଯର୍ର୍ୟନ୍ତ ପାଠପଢ଼ୁଥିବା ପିଲାମାନେ ଏହାକୁ ଖାଇବେ। ଏପ୍ରିଲ ୧ରୁ ଗୋଟିଏ ସପ୍ତାହରେ ପ୍ରତି ପିଲାଙ୍କୁ ୩ଟି ଲଡୁ ଦିଆଯିବ ବୋଲି ରାଜ୍ୟ ସରକାର…
ମଙ୍ଗଳବାର ବ୍ୟତୀତ ଅନ୍ୟ ସବୁଦିନ ଚାଲିବ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ
ଭୁବନେଶ୍ୱର,୨୬ା୩ (ଅନୁରାଧା ମହାରଣା) – ଯାତ୍ରୀ ସୁବିଧାକୁ ବୃଦ୍ଧି କରିବା ପାଇଁ ରାଉରକେଲା-ପୁରୀ-ରାଉରକେଲା (୨୦୮୩୫) ଓ ପୁରୀ-ରାଉରକେଲା-ପୁରୀ (୨୦୮୩୬) ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍ର ସେବା ସୂଚୀକୁ ସଂଶୋଧନ କରାଯାଇଛି। ଶନିବାର ବ୍ୟତୀତ ପ୍ରତିଦିନ ଚଳାଚଳ କରୁଥିବା ବନ୍ଦେ ଭାରତ ଏକ୍ସପ୍ରେସ…
ବିବାହ ଆଳରେ ଆନ୍ଧ୍ର ପୁଅକୁ ଠକେଇ: ଠକ ମା’, ଝିଅଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୨୬।୩(ସତ୍ୟଜିତ୍ ରାଉତ): ଆନ୍ଧ୍ରପ୍ରଦେଶ ଇଚ୍ଛାପୁରମର ପୁଅକୁ ବିବାହ କରିବା ଆଳରେ ଓଡ଼ିଶା ଝିଅ ଓ ତାଙ୍କ ମା’ ସୁନା ଓ ରୁପା ଅଳଙ୍କାର, ଟଙ୍କା ଆଦି ଠକି ନେଇଛନ୍ତି। ଏହି ମାମଲାରେ ଠକ ମା’ ଓ ଝିଅଙ୍କୁ ନୟାପଲ୍ଲୀ ଥାନା ପୋଲିସ…
୨୯ ମାର୍ଚ୍ଚରୁ ଓଡ଼ିଶାକୁ ଫେରିବ ଗ୍ରୀଷ୍ମ ପ୍ରବାହ
ଭୁବନେଶ୍ୱର,୨୬ା୩: ୨୯ ମାର୍ଚ୍ଚରୁ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଫେରିବାର ସମ୍ଭାବନା ରହିଛି। ଆଇଏମଡି ପୂର୍ବାନୁମାନ କରିଛି ଯେ ଆଗାମୀ ତିନି ଦିନ ମଧ୍ୟରେ ରାଜ୍ୟର ସର୍ବାଧିକ ତାପମାତ୍ରା ଧୀରେ ଧୀରେ ୨-୪ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ। ଆଇଏମଡି ପୂର୍ବାନୁମାନ ଅନୁଯାୟୀ,…
ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬ା୩: ବିଧାନସଭାରେ ଗୃହ ବିଭାଗର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ”ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ମୋଟାମୋଟି ଭାବେ ଶାନ୍ତିପୂର୍ଣ୍ଣ ଅଛି। ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସାମ୍ପ୍ରଦାୟିକ ସଦଭାବ…
Archives


