ମେଟ୍ରୋ

୫ ବର୍ଷରେ ଖର୍ଚ୍ଚ ହେବ ୫ ହଜାର କୋଟି

ଭୁବନେଶ୍ୱର,୨୩ା୧(ଅନିଲ ଦାସ): ଗ୍ରାମାଞ୍ଚଳରେ ମୌଳିକ ଭିତ୍ତିଭୂମିର ବିକାଶ ନିମନ୍ତେ ବିକଶିତ ଗଁା, ବିକଶିତ ଓଡ଼ିଶା ଯୋଜନା କାର୍ଯ୍ୟକାରୀ କରାଯିବ। ଏହି ଯୋଜନାରେ ଗ୍ରାମାଞ୍ଚଳରେ ବିଭିନ୍ନ ସ୍ଥାୟୀ ଉନ୍ନୟନମୂଳକ ପ୍ରକଳ୍ପ ଯଥା ଅପହଞ୍ଚ ଗଁାକୁ ରାସ୍ତା ଦ୍ୱାରା ସଂଯୋଗୀକରଣ, ସର୍ବସାଧାରଣଙ୍କ ସୁବିଧା ପାଇଁ…

‘ଲୋକଙ୍କୁ ମିଳିବ କମ୍‌ ବିଦ୍ୟୁତ୍‌ ଖର୍ଚ୍ଚ ହେଉଥିବା ଉପକରଣ’

ଭୁବନେଶ୍ୱର,୨୩ା୧(ସୁନିତ୍‌ ମିଶ୍ର): ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ବୁଧବାର ଖାରବେଳ ଭବନଠାରେ ଅନୁଷ୍ଠିତ ବୈଠକରେ ଏନର୍ଜି ଏଫିସିଏନ୍ସି ସର୍ଭିସେସ୍ ଲିମିଟେଡ୍(ଇଇଏସ୍‌ଏଲ୍‌)ର ବରିଷ୍ଠ ଅଧିକାରୀ ଶକ୍ତି ସଂରକ୍ଷଣ ପାଇଁ ଆଗାମୀ ପଦକ୍ଷେପ ବାବଦରେ ଏକ ଉପସ୍ଥାପନା ପ୍ରଦର୍ଶନ କରିଛନ୍ତି। ରାଜ୍ୟ ସରକାରଙ୍କ…

ଶୀତଳଭଣ୍ଡାର ପାଇଁ ୬୦% ପର୍ଯ୍ୟନ୍ତ ରିହାତି

ରାଜ୍ୟ କ୍ୟାବିନେଟ ବୁଧବାର ୧୦ଟି ପ୍ରସ୍ତାବ ଉପରେ ମୋହର ମାରିଛି। ପ୍ରତ୍ୟେକ ସବ୍‌ଡିଭିଜନରେ ଶୀତଳ ଭଣ୍ଡାର ନିର୍ମାଣ ସହ ନବୀକରଣ କଲେ ୫୦ରୁ ୬୦% ରିହାତି(ସବ୍‌ସିଡି) ବ୍ୟବସ୍ଥା ଘୋଷଣା କରାଯାଇଛି। ଏହାସହ ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ନିଷ୍ପତ୍ତି…

ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା: ଏତିକି କୋଟି ଟଙ୍କାର ପ୍ରୋତ୍ସାହନ ରାଶି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୧: ଓଡ଼ିଶାର ଭୁବନେଶ୍ବରରେ ଭାରତର ପ୍ରଥମ ସିଲିକନ୍ କାର୍ବାଇଡ୍ (ଏସ୍. ଆଇ. ସି.) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆର୍. ଆଇ. ଆର୍. ପାୱାର ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ (ଆର୍. ଆଇ. ଆର୍.) ପାଇଁ ଏକ ସ୍ବତନ୍ତ୍ର ପ୍ରୋତ୍ସାହନ ପ୍ୟାକେଜ୍‌…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ ମଧ୍ୟରେ ରାଜ୍ୟରେ ନୂଆ ଡାକ୍ତର ନିଯୁକ୍ତ ହେବେ ବୋଲି ମଧ୍ୟ ମଞ୍ଜୁରୀ ମିଳିଛି। ଓଡ଼ିଶା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍‌…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି । ଏନେଇ ନୂଆ ଶୀତଳ ଭଣ୍ଡାର ପାଇଁ ପ୍ରୋତ୍ସାହନ ଯୋଗାଇ ଦେବାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି । ୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ହେବ ବୋଲି କ୍ୟାବିନେଟରେ ମଞ୍ଜୁରୀ…

ଅଯୋଗ୍ୟ ରାଶନ କାର୍ଡ ହିତାଧିକାରୀଙ୍କୁ ତାଗିଦ୍‌ କଲେ ଯୋଗାଣ ମନ୍ତ୍ରୀ, କହିଲେ ସରେଣ୍ଡର କର ନ ହେଲେ…

ଭୁବନେଶ୍ୱର,୨୨।୧:ଅଯୋଗ୍ୟ ରାଶନ କାର୍ଡ ହିତାଧିକାରୀଙ୍କୁ ତାଗିଦ୍‌ କଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଅଯୋଗ୍ୟ ହିତାଧିକାରୀଙ୍କୁ ଅପିଲ କରୁଛି ସରେଣ୍ଡର କରିଯାଆନ୍ତୁ । ସରେଣ୍ଡର ନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। କାର୍ଡ ସରେଣ୍ଡର କଲେ କୌଣସି କାର୍ଯ୍ୟାନୁଷ୍ଠାନ ହେବନି।…

ଖୋଲିବ ଗୁମର, ଫସିବେ ବବି !

ଭୁବନେଶ୍ୱର,୨୨ା୧: ଖୋଲିବ ଗୁମର। ପୁଣି ଫସିବେ ବିଜେଡି ନେତା ବବି ଦାସ। ଭାଜପା ସରକାର ବବିଙ୍କ ଉପରେ କଡ଼ା ଆକ୍ସନ ନେବେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଭାଜପା ବିଧାୟକ ପଦ୍ମଲୋଚନ ପଣ୍ଡା ଏନେଇ କିଛି ଭିତିରି କଥା ସିଧା…

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦: ଲାଗୁ ହେଲେ ବନ୍ଦ ହୋଇଯିବ ଅଙ୍ଗନବାଡି!

ଭୁବନେଶ୍ୱର,୨୨।୧: ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ବିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ ବୟସ ହେଲେ ନାମଲେଖାଇବା ନିୟମକୁ ଦେଇ କୁ ସଂଶୋଧିତ କରିଛନ୍ତି। ସରକାରଙ୍କ ବିଜ୍ଞପ୍ତିରେ ଉଲ୍ଲେଖ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଭତ୍ତା ଟଙ୍କା, ଏଣିକି ମିଳିବ ୨୫ହଜାର ଟଙ୍କା

ଭୁବନେଶ୍ୱର,୨୨।୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପୁଣି ବଡ଼ ଘୋଷଣା । ବଢାଇଲେ ଭତ୍ତା । ପାଚକ ଓ ପାଚିକାଙ୍କ ପାରିଶ୍ରମିକ ୧ ହଜାର ଟଙ୍କା ବୃଦ୍ଧିକରି ତାହାକୁ ୩ ହଜାର ଟଙ୍କା କରିବା ପରେ ଭତ୍ତା ବଢାଇବା ନେଇ ପୁଣି ଏକ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସୁଭଦ୍ରାରେ ୧୫୭ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ୱର,୨୨ା୧: ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି। ତେବେ ଏହି ପୁରୁଷଙ୍କୁ ତାଲିକାରୁ କାଟି ଦିଆଯାଇଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଆଧାନକାର୍ଡର ବ୍ୟାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri