ଭୁବନେଶ୍ୱର,୩୧ା୩(ବ୍ୟୁରୋ):ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍ଆର୍ଟିସି)ର ବହୁମୂଲ୍ୟ ସମ୍ପତ୍ତି ଜବରଦଖଲକାରୀଙ୍କ କବ୍ଜାରେ ରହିଛି। ଦୀର୍ଘ ବର୍ଷ ହେବ ସେଗୁଡ଼ିକ ମୁକ୍ତ ହୋଇ ପାରୁନାହିଁ। ଏହାକୁ ନେଇ ବିଧାନସଭା ଗୃହ କମିଟି ଉଦ୍ବେଗ ପ୍ରକାଶ କରିଛନ୍ତି। ତୁରନ୍ତ ଜବରଦଖଲ ଜମିକୁ...
ଭୁବନେଶ୍ୱର,୩୧ା୩(ବ୍ୟୁରୋ):ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅବକାରୀ ନୀତି ଜାରି କରିଛନ୍ତି। ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଜାରି ହୋଇଥିବା ନୂଆ ଅବକାରୀ ନୀତି ୨୦୨୩ ଏପ୍ରିଲ ପହିଲାରୁ ୨୦୨୪ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।...
ଭୁବନେଶ୍ୱର,୩୧ା୩(ବ୍ୟୁରୋ):ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା (ଏମ୍ସ)ରେ ଗୁରୁବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ଏମ୍ସ ଫାର୍ମାସି ଷ୍ଟୋର ଟେଣ୍ଡର ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ ହେବାପରେ ସିବିଆଇ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।...
Archives
Model This Week
ପିଲାଙ୍କ ଧରିତ୍ରୀ