ମେଟ୍ରୋ

ନବୀନ ପଟ୍ଟନାୟକଙ୍କ ଗୁମର ଖୋଲିଲେ ପୂର୍ବତନ ପୋଲିସ ଡିଜି: ରାଜ୍ୟରେ ପଡିଗଲା ଚହଳ

ଭୁବନେଶ୍ୱର,୨୨।୧: ପୂର୍ବତନ ପୋଲିସ ଡିଜି ତଥା ଭାଜପା ନେତା ପ୍ରକାଶ ମିଶ୍ରଙ୍କ ବହି ‘କମେଡି ଇନ୍‌ ଖାକି’ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଛି। ଏହି ବହି ଜରିଆରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଷୟରେ ବହୁ…

କମିଲା ଶୀତ, ବଢ଼ିଲା ତାପମାତ୍ରା: ଏହି ଦିନ ପର୍ଯ୍ୟନ୍ତ ଘନ କୁହୁଡି

ଭୁବନେଶ୍ୱର,୨୨ା୧(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇଛି। ଆସନ୍ତା ୨୪ ଘଣ୍ଟା ପରେ ରାତି ତାପମାତ୍ରା ମଧ୍ୟ ବଢ଼ିବାର ସମ୍ଭାବନା ରହିଛି। ପଶ୍ଚିମା ଝଡ଼ର ସକ୍ରିୟ ପ୍ରଭାବରେ ଓଡ଼ିଶାକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ…

ଖାଲି ଆଖିରେ ଦେଖାଯିବ ୪ ଗ୍ରହ

ଭୁବନେଶ୍ୱର,୨୨।୧(ସୁଚିସ୍ମିତା ସାହୁ):ଖାଲି ଆଖିରେ ଦେଖିହେବ ୪ଟି ଗ୍ରହ। ସୂର୍ଯ୍ୟଙ୍କ ଚାରିପଟେ ବୁଲୁଥିବା ୮ଟି ଗ୍ରହ ମଧ୍ୟରୁ ଶୁକ୍ର, ମଙ୍ଗଳ, ବୃହସ୍ପତି ଏବଂ ଶନି ଗ୍ରହ ଜାନୁଆରୀ ୩୧ ପର୍ଯ୍ୟନ୍ତ ଖାଲି ଆଖିରେ ଦେଖାଯାଇପାରିବେ। ପଶ୍ଚିମ ଦିଗ୍‌ବଳୟର କିଛି ଉପରେ ଉଜ୍ଜ୍ୱଳ ଶୁକ୍ର…

ସାଧାରଣତନ୍ତ୍ର ଦିବସ ପାଇଁ ଟ୍ରାଫିକ୍‌ କଟକଣା: ଜାଣନ୍ତୁ କେଉଁଠି ରହିବ…

ଭୁବନେଶ୍ୱର,୨୨ା୧(ସତ୍ୟଜିତ୍‌ ରାଉତ):ଚଳିତବର୍ଷ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଓ ଗୁରୁବାର ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ପରେଡ୍‌ ଏବଂ ଶୁକ୍ରବାର ସକାଳ ୭ରୁ ୧୧ଟା୩୦ ଯାଏ ପୂର୍ଣ୍ଣ ଅଭ୍ୟାସ ପରେଡ୍‌…

୧୦ ଲକ୍ଷ କ୍ଷତିପୂରଣ ଦାବିକଲା ବିଜେଡି

ଭୁବନେଶ୍ୱର,୨୨ା୧(ଅନିଲ ଦାସ): ପୁରୀ ଜିଲାର କଣାସ ଅଞ୍ଚଳରେ ଝାଡ଼ାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପାଇଁ ବିଜେଡି ରାଜ୍ୟ ସରକାରଙ୍କୁ ଦାୟୀ କରିଛି। ମଙ୍ଗଳବାର ଶଙ୍ଖ ଭବନଠାରେ ଏକ ଖବରଦାତା ସମ୍ମିଳନୀରେ ବରିଷ୍ଠ ବିଜେଡି ନେତା ତଥା ସତ୍ୟବାଦୀର…

ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର, ୨୧ା୧: ଚାଳିତମାସରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାହାରି ୧୦ଟା ୫୫…

ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମିଳିବ ୫ଲକ୍ଷ ଟଙ୍କା…

ଭୁବନେଶ୍ୱର,୨୧।୧: ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ କରଯାଇଛି।…

ପାଚକ,ପାଚିକା ମାନଙ୍କ ପାରିଶ୍ରମିକ ୩୦୦୦ ଟଙ୍କାକୁ ବୃଦ୍ଧି, ଉପକୃତ ହେବେ ୧.୧୨ ଲକ୍ଷ କର୍ମଚାରୀ

ଭୁବନେଶ୍ୱର, ୨୧ା୧: ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।…

ନବଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡିଲା ସାଂଘାତିକ କଥା, ନବ ଜୀବିତ ଥିଲେ…

ଭୁବନେଶ୍ୱର,୨୧।୧: ନବ ଦାସ ହତ୍ୟାକାଣ୍ଡକୁ ନେଇ ଏବେ ରାଜ୍ୟ ରାଜନୀତି ଏବେ ଜୋର ଧରିଛି। ବର୍ତ୍ତମାନ ନବଙ୍କର ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଭିନ୍ନ ଭିନ୍ନ ମିଳିଛି। ଯାହାକୁ ନେଇ ପ୍ରଶ୍ନ ଉଠିଛି। ରିପୋର୍ଟ ଅନୁସାରେ ୨୯ ତାରିଖ ରାତି ୧୦ଟା ୪୫ରେ…

ଫେବୃଆରୀ ୧୩ରୁ ବଜେଟ ଅଧିବେଶନ

ଭୁବନେଶ୍ୱର, ୨୧।୧: ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ୧୭ ରେ ବଜେଟ ଉପସ୍ଥାପନ ହେବ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇ ଅଧିବେଶନ ଏପ୍ରିଲ ୫ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରୀ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ ଅଧିବେଶନ…

ମୁଖ୍ୟମନ୍ତ୍ରୀଙ୍କ କ୍ୱାର୍ଟର୍ସ ନିକଟରେ କମ୍ପି ଉଠିଥିଲା ଅଞ୍ଚଳ, ୨ ଶହ ବାଇକ୍ ଜବତ

ଭୁବନେଶ୍ୱର,୨୧।୧: ମୁଖ୍ୟମନ୍ତ୍ରୀଙ୍କ ତାଗିଦ ପରେ ବିକଟାଳ ଶବ୍ଦ କରି ସହରରେ ଆତଙ୍କ ଖେଳାଉଥିବା ଅସାମାଜିକ ବାଇକ୍ ଚାଳକଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଛି କମିଶରେଟ୍ ପୋଲିସ। ସକାଳୁ ସନ୍ଧ୍ୟା ମଧ୍ୟରେ ପୋଲିସ ୨ ଶହ ବାଇକ୍ ଜବତ କରି ସେଥିରୁ ସାଇଲେନ୍ସର ବାହାର…

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ Task Force ଗଠନ

ଭୁବନେଶ୍ୱର,୨୧।୧: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ Task Force ଗଠନ କରାଯାଇଛି। ସେଥିରେ କୋରାପୁଟ ଲୋକ ସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri