ମେଟ୍ରୋ

ରଙ୍ଗେଇଲୁଣ୍ଡା-ଭୁବନେଶ୍ୱର ବିମାନସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ରେଶମ ସହର ସହ ମନ୍ଦିରମାଳିନୀ ନଗର ଯୋଡ଼ି ହେବା ପାଇଁ ରାଜ୍ୟ ସରକାର ରବିବାର ବିମାନସେବାର ଶୁଭାରମ୍ଭ କରିଛନ୍ତି। ଆଜିଠୁ ଅର୍ଥାତ୍‌ ବିଜୁବାବୁଙ୍କ ଜୟନ୍ତୀରେ ରଙ୍ଗେଇଲୁଣ୍ଡାକୁ ବିମାନ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ୧୦ ସିଟ୍‌ ବିଶିଷ୍ଟ ଏହି...

ବିଜୁବାବୁଙ୍କ ପ୍ରିୟ ବିମାନ ‘ଡାକୋଟା’ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ସବୁ ପ୍ରତୀକ୍ଷାର ଆଜି ଅନ୍ତ ଘଟିଛି। ବିଜୁବାବୁଙ୍କ ଜୟନ୍ତୀରେ ତାଙ୍କର ପ୍ରିୟ ଡାକୋଟାକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ବିମାନବନ୍ଦର ପରିସରରେ ‘ଡାକୋଟା’ ଲୋକାର୍ପିତ ହୋଇଛି। ଆଜିଠୁ ବିଜୁ ବାବୁଙ୍କ ପ୍ରିୟ ଡାକୋଟାକୁ ରାଜ୍ୟବାସୀ...

ଗଞ୍ଜାମରୁ ଆରମ୍ଭ ବିଜୁଙ୍କ ରାଜନୀତି

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଗଞ୍ଜାମରୁ ଆରମ୍ଭ କରିଥିଲେ ଭୋଟ ରାଜନୀତି। ଜିଲାରୁ ଲଗାତର ଦୁଇଥର କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସ୍ବାଧୀନତା ପରବର୍ତ୍ତୀ ୧୯୫୧-୫୨ ସାଧାରଣ ନିର୍ବାଚନରେ ତତ୍କାଳୀନ ଜଗନ୍ନାଥପ୍ରସାଦ ନିର୍ବାଚନମଣ୍ଡଳୀରୁ ଏବଂ ୧୯୫୭ ନିର୍ବାଚନରେ ସୋରଡ଼ା...

ଇତିହାସର ମୂକସାକ୍ଷୀ – ବିଜୁଙ୍କ ଡାକୋଟା

ସେ ଥିଲେ ଜଣେ ସ୍ବପ୍ନିଳ ମଣିଷ I ପୁଞ୍ଜିପତିର ସ୍ବପ୍ନ, ରାଜନୀତିର ସ୍ବପ୍ନ, ଦୁର୍ଦ୍ଧର୍ଷ ପାଇଲଟ ହେବାର ସ୍ବପ୍ନ ଭିତରେ ଅପୂର୍ବ ସମନ୍ବୟ ଘଟିଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୀବନରେ। ଖଟିଖିଆ ମଣିଷର ସ୍ବପ୍ନ ସାକାର କରିବାକୁ ଯାଇ...

ମହାନାୟକ ବିଜୁବାବୁ

ବିଜୁଦା, ବିଜୁ ପଟ୍ଟନାୟକ ଓ ବିଜୁବାବୁ ଏହିପରି କିଛି ନାମରେ ପରିଚିତ ଥିଲେ ଅନେକ କିମ୍ବଦନ୍ତୀ କାହାଣୀର ସ୍ରଷ୍ଟା, ମହାନାୟକ, ପ୍ରଖ୍ୟାତ ସ୍ବାଭିମାନୀ ରାଜନେତା ବିଜୁବାବୁ। ସେ ଥିଲେ ଏପରି ଜଣେ ଚରିତ୍ର, ଯିଏ କି ଭୂମିରୁ ଭୂମା ପର୍ଯ୍ୟନ୍ତ...

ସୁଯୋଗରୁ ସଫଳତା

ଭୁବନେଶ୍ୱରରୁ ଏମ୍‌ବିଏ ଶିକ୍ଷା ଶେଷକରି ପ୍ରାରମିକ ପର୍ଯ୍ୟାୟରେ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ର ସହ ଯୋଡ଼ି ହୋଇଥିଲି। ପରବର୍ତ୍ତୀ ସମୟରେ ପାରିବାରିକ ବ୍ୟବସାୟ (ଟ୍ରୁ ଭ୍ୟାଲୁ ଡିପାର୍ଟମେଣ୍ଟ)ରେ ଯୋଗଦେଇଥିଲି। ଏପରିକି ଆରେନାର ବରଗଡ଼ ଓ ସମ୍ବଲପୁରଠାରେ କାର୍ଯ୍ୟକରି ଅନେକ ଅଭିଜ୍ଞତା ଓ ଲୋକ...

ନବୀନ ଓଡ଼ିଶା ଗଠନ ପାଇଁ ଶପଥ ନେବେ ନେତା, କର୍ମୀ

ଭୁବନେଶ୍ୱର,୫।୩(ବ୍ୟୁରୋ): ରବିବାର ବିଜୁବାବୁଙ୍କ ୧୦୭ତମ ଜୟନ୍ତୀ ପାଳନ ହେବ। ଏ ନେଇ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ନବୀନ ଓଡ଼ିଶା ଗଢ଼ିବା ପାଇଁ ବିଜୁ ଜୟନ୍ତୀରେ ବିଜେଡି କର୍ମୀ ଶପଥ ନେବେ । ଦଳ ପକ୍ଷରୁ ମାର୍ଚ୍ଚ୫ରୁ ୨୫...

ଦ୍ୱନ୍ଦ୍ୱ ବଢ଼ାଇଲେ ରିଜିଜୁ

ଭୁବନେଶ୍ୱର,୫।୩(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଦୀର୍ଘ ଦିନ ଧରି ହେଉଥିବା ଦାବି ଉପରେ ଗତ ଡିସେମ୍ବର ୧୪ତାରିଖରେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ପ୍ରଦର୍ଶନ କରିଥିଲେ। ଓଡ଼ିଶାର ବିଭିନ୍ନ ଜିଲାରେ କୋର୍ଟର ଡିଜିଟାଇଜେଶନ କରାଗଲାଣି। ଟେକ୍ନୋଲୋଜିର...

ଅବସରପ୍ରାପ୍ତ ଆର୍‌ଆଇଙ୍କୁ ଅଢ଼େଇ ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,୫।୩(ବ୍ୟୁରୋ): ଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ୨୪ ବର୍ଷ ପରେ ଶନିବାର ରାୟ ପ୍ରକାଶ ପାଇଛି। ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଥିବା ପୁରୁଣା ଭୁବନେଶ୍ୱରର ପୂର୍ବତନ ତଥା ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ଦାଶରଥି ମାଝିଙ୍କୁ ୨...

୫ ସ୍ଥାନରେ ୩୮ ଡିଗ୍ରୀ ଉପରେ ପାରଦ

ଭୁବନେଶ୍ୱର, ୫।୩(ବ୍ୟୁରୋ): ରାଜ୍ୟରେ ଅସମ୍ଭାଳ ହେଲାଣି ଖରା ତାତି। ତାପମାତ୍ରା ୪୦ ଡିଗ୍ରୀ ମୁହଁା ହୋଇଥିବାବେଳେ ଶନିବାର ରାଜ୍ୟର ୫ଟି ସ୍ଥାନରେ ୩୮ଡିଗ୍ରୀ ଉପରେ ରହିଥିଲା। ସେହିପରି ୧୪ଟି ସ୍ଥାନରେ ପାରଦ ୩୭ ଡିଗ୍ରୀ ଡେଇଁଥିଲା। ସମ୍ବଲପୁର ଓ ତାଳଚେରରେ...

୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ୱର,୪ା୩(ବ୍ୟୁରୋ): ରାଜ୍ୟ ସରକାର ୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ ବୈଠକରେ ୫ ହଜାର ୮୨୭.୨୭ କୋଟି ଟଙ୍କାର ୨୫ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏଥିରେ ୨୫ ହଜାର ୨୯୨ଜଣଙ୍କୁ...

‘ଗଣମାଧ୍ୟମ କ୍ଷେତ୍ରରେ ଜଡ଼ିତ ମହିଳାଙ୍କ ଅଧିକାରକୁ ସୁରକ୍ଷା ଦେବା ଜରୁରୀ’

ଭୁବନେଶ୍ୱର,୪ା୩(ବ୍ୟୁରୋ): ଓଡ଼ିଶାର ବିଭିନ୍ନ ଗଣମାଧ୍ୟମ କ୍ଷେତ୍ର ସହ ଜଡ଼ିତ ତଥା କାର୍ଯ୍ୟରତ ମହିଳାମାନଙ୍କୁ ନେଇ ‘ଓଡ଼ିଶା ଓ୍ବିମେନ ଇନ୍‌ ମିଡିଆ’(ଓଡବ୍ଲ୍ୟୁଏମ୍‌) ଶନିବାର ଶୁଭାରମ୍ଭ ହେବା ସହ ଏହାର ଲୋଗୋ ଉନ୍ମୋଚିତ ହୋଇଛି। ଏହା ଓଡ଼ିଶାରେ ପ୍ରଥମ ଥର ପାଇଁ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri