ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି- ୨୦୨୦: ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ବୟସ ଏତିକି ହେବା ଜରୁରୀ
ଭୁବନେଶ୍ୱର,୨୦।୧: ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ ବୟସ ହେଲେ ନାମଲେଖାଇବା ନିୟମକୁ ଦେଇ କୁ ସଂଶୋଧିତ କରିଛନ୍ତି। ସରକାରଙ୍କ ବିଜ୍ଞପ୍ତିରେ ଉଲ୍ଲେଖ…
ବିଷାକ୍ତ ଦୟା ନଦୀ ପାଣି: ଚାରି ଜଣଙ୍କ ମୃତ୍ୟୁ ପରେ ବ୍ୟବହାର ନ କରିବାକୁ ଲୋକଙ୍କୁ ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ
ଭୁବନେଶ୍ୱର,୨୦।୧: ପୁରୀ ଜିଲାର ସ୍ୱାସ୍ଥ୍ୟ ବିଭାଗ ସୋମବାର ଦୟା ନଦୀର ପାଣି ସମ୍ପୂର୍ଣ୍ଣ ପ୍ରଦୂଷିତ ବୋଲି ନିଶ୍ଚିତ କରିଛି ଏବଂ ସ୍ଥାନୀୟ ଲୋକଙ୍କୁ ଏହାକୁ ବ୍ୟବହାର ନ କରିବାକୁ ପରାମର୍ଶ ଦେଇଛି। ଗତ 15 ଦିନରେ ଜିଲାର କଣାସ ବ୍ଲକର ଗୋପୀନାଥପୁର…
ଓଡ଼ିଶାରେ ‘ମୂଲ୍ୟ ବୃଦ୍ଧି, ବେକାରୀ’ ବିରୋଧରେ ଯୁବ କଂଗ୍ରେସ ପ୍ରତିବାଦ କରିଛି
ଭୁବନେଶ୍ୱର,୨୦ା୧: ରାଜ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ମୂଲ୍ୟ ବୃଦ୍ଧି ଏବଂ ବେକାରୀ ବୃଦ୍ଧି ଅଭିଯୋଗ କରି, ସୋମବାର ଓଡ଼ିଶା ପ୍ରଦେଶ କଂଗ୍ରେସର ଯୁବ ଶାଖା ଭୁବନେଶ୍ୱରର ଲୋୟର ପିଏମଜିରେ ଏକ ପ୍ରତିବାଦ ପ୍ରଦର୍ଶନ କରିଥିଲା। ଶହ ଶହ ଯୁବ କଂଗ୍ରେସ କର୍ମୀ ଉତ୍ତେଜିତ…
କାହିଁକି ବିଜୁ ପକ୍କା ଘର ପେଷ୍ଟ ଉଠିବ କହିଲେ ମନ୍ତ୍ରୀ
ଭୁବନେଶ୍ୱର,୨୦।୧: ବିଜୁ ପକ୍କା ଘର ପେଷ୍ଟ ଉଠିବ କହିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ। ବିଜୁ ପକ୍କା ଘର ଛାପା କାଢ଼ିବାକୁ ଲୋକେ କହୁଛନ୍ତି। ପୂର୍ବ ସରକାର ମାତ୍ର ୩ ଲକ୍ଷ ୧୨ ହଜାର ଘର ଦେଇଥିଲେ। କେବଳ ବିଜୁ ପକ୍କାଘର…
ଏହି ଦିନଠାରୁ କମିବ ଶୀତ: ୪ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୨ ତାରିଖ ଯାଏ ଘନ କୁହୁଡ଼ି ନେଇ ୪ ଜିଲାକୁ ୟେଲୋ ଓ୍ବାର୍ନିଂ କରାଯାଇଛି। ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, କନ୍ଧମାଳକୁ ୟେଲୋ ଓ୍ବାର୍ନିଂ କରାଯାଇଛି। ମଙ୍ଗଳବାରଠାରୁ ଶୀତ କମିବ, ରାତିରେ ତାପମାତ୍ରା ବଢ଼ିବ। ପଶ୍ଚିମା ଝଡ଼ ପ୍ରଭାବରେ ଶୀତ…
‘ଖଣିଜ ସମ୍ପଦରେ ଭରପୂର ରାଜ୍ୟ, ବାସ୍ତବରେ ଓଡ଼ିଶା ରତ୍ନଗର୍ଭା’
ଭୁବନେଶ୍ୱର,୨୦ା୧: ଶନିବାର କୋଣାର୍କରେ ଆୟୋଜିତ ହୋଇଛି ଖଣିମନ୍ତ୍ରୀ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଖଣିଜ ସମ୍ପଦରେ ଆମ ରାଜ୍ୟ ଭରପୂର। ବାସ୍ତବରେ ଓଡ଼ିଶା ରତ୍ନଗର୍ଭା ବୋଲି କହିଛନ୍ତି। କେବଳ କେନ୍ଦୁଝର ନୁହେଁ, ଅନ୍ୟ ଅଞ୍ଚଳରେ ବି…
ନିଲମ୍ବନ ଉଠାଇଲେ ନବୀନ, ଦଳକୁ ଫେରିଲେ ଟାଣୁଆ ନେତା
ଭୁବନେଶ୍ୱର,୨୦।୧: ଘର ସଜାଡୁଛି ବିଜେଡି। ଏନେଇ ଆକ୍ସନ ମୋଡରେ ଆସିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯେଉଁମାନେ ଦଳ ଛାଡି ଯାଇଥିଲେ କିମ୍ବା ତାଙ୍କୁ ବହିଷ୍କାର କରାଯାଇଥିଲା ସେମାନଙ୍କୁ ପୁଣି ଯୋଗାଯୋଗ କରାଯାଉଛି। ସଂଗଠନକୁ ସୁଦୃଢ କରିବାକୁ ସୁପ୍ରିମୋ ଅଣ୍ଟା ଭିଡିଛନ୍ତି।…
ନବଦାସଙ୍କ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ
ଭୁବନେଶ୍ୱର,୨୦।୧: ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ ଦିଆଯାଇଛି। ତଦନ୍ତ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ରିପୋର୍ଟ ତଲବ ହୋଇଛି। ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବର ନେଇ ରିପୋର୍ଟ ମଗାଯାଇଛି। କାହିଁକି ଏସବୁ ଚର୍ଚ୍ଚା…
୨୪ରୁ ପ୍ରଧାନମନ୍ତୀ ଆବାସ ସର୍ଭେ: ବାପାଠୁ ଭିନ୍ନ ହୋଇଥିବା ପୁଅ, ସ୍ବାମୀଠୁ ଅଲଗା ଥିବା ସ୍ତ୍ରୀ ସମସ୍ତଙ୍କୁ…
ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ସର୍ଭେ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ଅଫ୍ଲାଇନ୍ ଓ ଅନ୍ଲାଇନ୍ ହିତାଧିକାରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ…
ଖଣିମନ୍ତ୍ରୀ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୧: ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ତରଫରୁ ଖଣି ମନ୍ତ୍ରୀ ସମ୍ମିଳନୀ ସମ୍ମିଳନୀର ତୃତୀୟ ସଂସ୍କରଣ କୋଣାର୍କରେ ଆୟୋଜିତ ହେଉଛି। କୋଣାର୍କ ଇକୋ ରିଟ୍ରିଟ୍ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସମ୍ମିଳନୀ ୨ ଦିନ ଧରି କୋଣାର୍କ…
ପୋଲିସ-ସିଆରପିଏଫ୍ ଯବାନଙ୍କ ଆନ୍ତଃରାଜ୍ୟ ଅଭିଯାନ
ଭୁବନେଶ୍ୱର,୨୦ା୧: ଓଡ଼ିଶାର ନୂଆପଡ଼ା ଜିଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲାର ସୀମାନ୍ତ ଅଞ୍ଚଳରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆରପିଏଫ୍ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି। ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ ଓଡ଼ିଶାର…
ଆଜି ବି ନବଙ୍କ ଭାଇ ବ୍ରଜଙ୍କ ଘରେ ରେଡ : କ’ଣ ଖୋଜୁଛି ଆଇଟି ଟିମ୍
ଭୁବନେଶ୍ୱର,୨୦।୧: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି ରେଡ ଜାରି ରହିଛି । ଚତୁର୍ଥ ଦିନରେ ଏହି ଚଢ଼ାଉ ଚାଲିଛି। ସମ୍ବଲପୁର ଧନକଉଡ଼ା ସ୍ଥିତ ଘର ଓ ଅଫିସରେ ଆୟକର ଟିମ୍ର ରେଡ୍ ଚାଲିଛି। ବ୍ରଜଙ୍କ ଘରେ…
Archives


