ମେଟ୍ରୋ

ଓଡ଼ିଶାରେ ହାତୀ ଶିକାର ସର୍ବାଧିକ

ଭୁବନେଶ୍ୱର, ୧୧।୨(ବ୍ୟୁରୋ): ଭାରତରେ ୬୦% ଏସିଆନ ହାତୀ ଅଛନ୍ତି। ଏମାନଙ୍କ ସୁରକ୍ଷା କେବଳ ସରକାର ନୁହେଁ, ଷ୍ଟେକ୍‌ ହୋଲ୍ଡର ଓ ଜନସାଧାରଣ ମିଳିମିଶି କରିବା ଉଚିତ। ନ ହେଲେ ଆଗକୁ ହାତୀ ବଂଶ ଲୋପ ପାଇଯିବ ବୋଲି ଅନ୍ତର୍ଜତୀୟ ବନ୍ୟପ୍ରାଣୀ...

ମାର୍ଚ୍ଚ ୫ରୁ ଭୁବନେଶ୍ୱରରୁ ସିଧାସଳଖ ଦୁବାଇ ଉଡ଼ିବ ବିମାନ

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ କରିବ। ଇଣ୍ଡିଗୋ ଏୟାରଲାଇନ୍ସ ଏହି ସେବା ଯୋଗାଇ ଦେବ। ଇଣ୍ଡିଗୋର ୬ଇ୦୦୨୭ ବିମାନଟି ସନ୍ଧ୍ୟା ୬ଟା ୫ରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରି ଦୁବାଇରେ...

ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବାରେ ଓଏଏସ୍‌ ଅଧିକାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ହେଉଛି ରାଜ୍ୟ ପ୍ରଶାସନର ମୁଖ୍ୟ ଅଂଶ। ବ୍ଲକ ଏବଂ ତହସିଲଗୁଡ଼ିକରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଏଏସ୍‌ ଅଧିକାରୀ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଆସିଛନ୍ତି। ତୃଣମୂଳସ୍ତରରେ ସରକାରଙ୍କ ଜନକଲ୍ୟାଣ ଯୋଜନାକୁ ପହଞ୍ଚାଇବାରେ...

ମାତୃଶକ୍ତିର ଉତ୍ଥାନ ପାଇଁ ଆଧ୍ୟାତ୍ମିକ ବିକାଶ ଆବଶ୍ୟକ: ରାଷ୍ଟ୍ରପତି

ଭୁବନେଶ୍ୱର, ୧୧ା୨ (ବ୍ୟୁରୋ): ଭାରତ ନାରୀଙ୍କୁ ସମ୍ମାନ ଦିଏ। ଏହି ପରମ୍ପରା ଓ ସଂସ୍କୃତି ବହୁଦିନରୁ ରହିଆସିଛି। ନାରୀମାନେ ଶକ୍ତିସ୍ବରୂପିଣୀ। ତାଙ୍କ ନିକଟରେ ସୃଷ୍ଟି କରିବାର ଅପାର ଶକ୍ତି ରହିଛି। ନାରୀ ଜାଗ୍ରତ ହେଲେ ଓ ଆଗକୁ ବଢ଼ିଲେ ରାଷ୍ଟ୍ର...

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): କଂଗ୍ରେସରେ ମିଶିଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଶୁକ୍ରବାର ଦିଲ୍ଲୀସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। କିଛି ଦିନ ପୂର୍ବରୁ କଂଗ୍ରେସରେ ସାମଲ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା। ୧୯୭୬...

‘ଆର୍ଥିକ ବିକାଶ କ୍ଷେତ୍ରରେ ବିଶ୍ୱର ୫ମ ସ୍ଥାନରେ ରହିଛି ଭାରତ’

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଉତ୍କଳ ମଣ୍ଡପଠାରେ ଆୟୋଜିତ ଜ୍ଞାନପ୍ରଭା ମିଶନର ଦ୍ବିତୀୟ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ସେ କହିଛନ୍ତି, ଆଜିର ସମାଜରେ ଆଧ୍ୟାତ୍ମିକତା ବିକାଶ...

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨: ଶୁକ୍ରବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆଜି ପୂର୍ବାହ୍ନରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ରାଜ୍ୟପାଳଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ କରିବାକୁ ଉପସ୍ଥିତ ଅଛନ୍ତି।...

ମାନସିକ ଭାରସାମ୍ୟ ହରାଇଛନ୍ତି ଜୟନାରାୟଣ: ବିଜେଡି

ଭୁବନେଶ୍ବର,୧୦ା୨(ବ୍ୟୁରୋ): ନବ ଦାସଙ୍କ ହତ୍ୟାକାଣ୍ଡ ଭଳି ସ୍ପର୍ଶକତାର ଘଟଣାରେ ବାରମ୍ବାର ଅରୁଚିକର ମନ୍ତବ୍ୟ ଦେଉଥିବା ବରିଷ୍ଠ ଭାଜପା ନେତା ଜୟନାରାୟଣ ମିଶ୍ର ମାନସିକ ଭାରସାମ୍ୟ ହରାଇଛନ୍ତି। ତେଣୁ ତୁରନ୍ତ ତାଙ୍କର ମାନସିକ ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ବିଜେଡି ପକ୍ଷରୁ ଭାଜପା...

ନବ ଦାସଙ୍କ ହତ୍ୟା ତଦନ୍ତ ସିବିଆଇକୁ ନ ଦେଲେ ଆନ୍ଦୋଳନ

ଭୁବନେଶ୍ବର,୧୦ା୨(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍ଣ୍ଣ ଭୁଶୁଡ଼ି ପଡ଼ିଛି । ରାଜନୀତିର ହିଂସାକରଣ ଚରମସୀମା ଅତିକ୍ରମ କରିସାରିଛି । ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ଅପରାଧୀଙ୍କୁ ବଞ୍ଚାଇବା ସହିତ ସତ୍ୟକୁ ଚାପିଦେବା ପାଇଁ ରାଜ୍ୟବାସୀଙ୍କୁ ମିଛ ଗପ ଶୁଣାଇବାର କାର୍ଯ୍ୟ...

ଆଦାୟ ଟିକସ ଫେରାଅ: ପୃଥ୍ବୀରାଜ

ଭୁବନେଶ୍ବର,୧୦ା୨(ବ୍ୟୁରୋ): ବିଏମ୍‌ସିର ହୋଲ୍‌ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି ବେଆଇନ ବୋଲି ହାଇକୋର୍ଟଙ୍କ ରାୟ ପ୍ରକାଶ ପାଇଛି। ଏହା ବିଏମ୍‌ସିକୁ ଶକ୍ତ ଚାପୁଡ଼ା ଏବଂ ହୋଲ୍‌ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି ରଦ୍ଦ ହେବା ଫଳରେ ରାଜଧାନୀବାସୀ ଆଶ୍ୱସ୍ତି ହୋଇଛନ୍ତି ବୋଲି ଭାଜପା...

କଲମ ଧରିବେ ଦିବ୍ୟାଙ୍ଗ ମୁନା

ଭୁବନେଶ୍ୱର,୧୦।୨ (ବ୍ୟୁରୋ): ପଢା ଲେଖାରେ ମନ ଥିଲେ ମଧ୍ୟ କୁନି ପୁଅ ମୁନାର ଶାରୀରିକ ଅକ୍ଷମତା ଏଥିରେ ପ୍ରତିବନ୍ଧକ ସାଜିଥିଲା। କାରଣ ସେ ଅନେକ ଦିନରୁ ଦୁଇ ହାତ ହରାଇଛନ୍ତି। ହେଲେ ଏବେ ସେ କଲମ ଧରିବେ, ଆଉ ପାଠପଢ଼ି...

ଖୋଲା ଡ୍ରେନ୍‌ରେ ମଳ ଛାଡୁଛନ୍ତି ଘରୋଇ ଅନୁଷ୍ଠାନ

ଭୁବନେଶ୍ୱର,୧୦।୨ (ବ୍ୟୁରୋ): ରାଜଧାନୀ ଭୁବନେଶ୍ବରକୁ ସ୍ବଚ୍ଛ ସହରରେ ପରିଣତ କରିବା ପାଇଁ ଭୁବନେଶ୍ବରକୁ ଅନ୍ତର୍ଜାତୀୟ ସଂସ୍ଥା ପକ୍ଷରୁ ବାହ୍ୟମଳ ମୁକ୍ତ ସହର ତଥା ଓଡିଏଫ୍‌++ ମାନ୍ୟତା ମିଳିଛି। କିନ୍ତୁ ବାସ୍ତବ ଚିତ୍ର ସାଧାରଣରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିବାରେ ଲାଗିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri