ମେଟ୍ରୋ

ନବୀନଙ୍କ ପରେ କିଏ ହେବାକୁ ଚାହୁଁଥିଲେ ମୁଖ୍ୟମନ୍ତ୍ରୀ? ସାଂଘାତିକ ଖୁଲାସା କଲେ ଏମପି ପ୍ରଦୀପ

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ନୂଆମୋଡ। ବରଗଡ଼ ଲୋକ ସଭା ଏମପି ପ୍ରଦୀପ ପୁରୋହିତ ଦେଇଛନ୍ତି ସାଂଘାତିକ ବୟାନ। ପ୍ରଦୀପ କହିଛନ୍ତି, ନବ ଦାସ ହତ୍ୟା ପଛରେ ଚକ୍ରାନ୍ତକାରୀ ଗୋଷ୍ଠୀର ହାତ ଥିବା ପୂର୍ବରୁ କହିଥିଲି। ତାଙ୍କୁ…

ରାଜଧାନୀ କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ମ୍ୟାନେଜମେଣ୍ଟକୁ ନ୍ୟାକ୍‌ ବି++ ମାନ୍ୟତା

ଭୁବନେଶ୍ୱର,୧୮ା୧: ରାଜଧାନୀ କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ମ୍ୟାନେଜମେଣ୍ଟ୍‌ (ଆର୍‌.ସି.ଇ.ଏମ)କୁ ନ୍ୟାକ୍‌ ‘ବି++’ ମାନ୍ୟତା ପ୍ରଦାନ କରାଯାଇଛି। ଗତ ୩ ଓ ୪ ତାରିଖ ଦୁଇଦିନ ଧରି ନ୍ୟାକ ପିୟର ଟିମ କ୍ୟାମ୍ପସ୍‌ ପରିଦର୍ଶନ କରିଥିଲେ। କଲେଜର ପରିଚାଳନା ବ୍ୟବସ୍ଥା, ଶିକ୍ଷାବ୍ୟବସ୍ଥା…

ନବ ଦାସଙ୍କ ହତ୍ୟା ପଛରେ ରହିଛି ବଡ଼ବଡ଼ ଲୋକଙ୍କ…

ଭୁବନେଶ୍ୱର,୧୯।: ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ମୁହଁ ଖୋଲିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଚନ୍ତି ହତ୍ୟା ପଛରେ ବଡ଼ ଷଡଯନ୍ତ୍ର ରହିଛି । ଏଥିରେ ଅନେକ ବଡ଼ ବଡ଼ ଲୋକଙ୍କର ସଂପୃକ୍ତି ରହିଛି। ଘଟଣାର…

ବିଳମ୍ବରେ ହେଲେ ବି ବୁଦ୍ଧି ଉଦୟ ହେଲା, କାହିଁକି ଏମିତି କହିଲେ ଜୟନାରାୟଣ

ଭୁବନେଶ୍ୱର,୧୯ା୧:  ପୂର୍ବତନ ମନ୍ତ୍ରୀ ତଥା ପଶ୍ଚିମ ଓଡ଼ିଶାର ଜଣାଶୁଣା ରାଜନେତା ନବ ଦାସଙ୍କ ହତ୍ୟାକାଣ୍ଡ ଏବେବି ରହସ୍ୟ ଘେରରେ ରହିଛି । ଝାରସୁଗୁଡା କୋର୍ଟରେ ଏହି ମାମଲାର ବିଚାର ଚାଲିଥିବାବେଳେ  କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଏହି ମାମଲାରେ ଚାର୍ଜଶିଟ୍‌ ଦାଖଲ…

ସମୟ ମାଗିଲେ ଯାତ୍ରା ମାଲିକ, ଅଶ୍ଳୀଳ ନୃତ୍ୟ ବନ୍ଦ ପାଇଁ ମାର୍ଗଦର୍ଶିକା ଜାରି କରିବେ ସରକାର

ଭୁବନେଶ୍ୱର,୧୯ା୧: ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ। ମନ୍ତ୍ରୀ କହିଛନ୍ତି, ”ଯାତ୍ରା କମିଟି, କଳାକାର ଓ ମାଲିକଙ୍କ ସହ ଆଲୋଚନା ହୋଇଛି। ତେବେ ତୁରନ୍ତ କଠୋର ଆଇନ ନନେବାକୁ ଯାତ୍ରା ମାଲିକଙ୍କ ଅନୁରୋଧ…

ନବ ଦାସ ହତ୍ୟା ମାମଲାର ହେବ CBI ତଦନ୍ତ, ଦୀପାଳି କହିଲେ ବଡ଼ କଥା

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ଏହି ସ୍ୱର ଆହୁରି ମଜବୁଥ୍ ହୋଇଛି।…

ନବୀନ ନିବାସକୁ ଇସ୍ତଫାପତ୍ର ପଠାଇଲେ ବ୍ରହ୍ମପୁରର ୨୧ କର୍ପୋରେଟର

ବ୍ରହ୍ମପୁର,୧୯।୧(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ରେ ବିଜେଡିର ୨ କର୍ପୋରେଟର ଗୋଷ୍ଠୀ ମଧ୍ୟରେ ବିବାଦ ଥମୁ ନ ଥିବା ବେଳେ ଏବେ ଗୋଟିଏ ଗୋଷ୍ଠୀ ଦଳର ସୁପ୍ରିମୋଙ୍କୁ ଇସ୍ତଫାପତ୍ର ପଠାଇଥିବାରୁ ରାଜନୀତି ସରଗରମ ହୋଇଛି। ଶନିବାର ଗୋଟିଏ କର୍ପୋରେଟର…

ଖୁବ୍‌ଶୀଘ୍ର ଆରମ୍ଭ ହେବ ମହାନଦୀ ରିଭରଫ୍ରଣ୍ଟ, ଡିପିଆର ଅନୁମୋଦନ କଲେ ରାଜ୍ୟ ସରକାର

କଟକ,୧୯ା୧(କାର୍ତ୍ତିକ ସାହୁ): ସାବରମତୀ ଢାଞ୍ଚାରେ ମହାନଦୀ ରିଭରଫ୍ରଣ୍ଟ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଏବେ ବାସ୍ତବ ରୂପ ନେବାକୁ ଯାଉଛି। ସମ୍ବଲପୁର ଓ କଟକରେ ମହାନଦୀ ରିଭରଫ୍ରଣ୍ଟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ କଟକ ବାଲିଯାତ୍ରାର ଉଦ୍‌ଘାଟନୀ…

ଡାଲମିଆର କେ.ପି. ପାଓ୍ବାରପ୍ଲାଣ୍ଟ ବନ୍ଦ ନିର୍ଦ୍ଦେଶ

ସୁନ୍ଦରଗଡ଼, ରାଜଗାଙ୍ଗପୁର,୧୯।୧(ଜୟ ନାରାୟଣ ମେଣ୍ଡୁଳି/ ରାଜଗାଙ୍ଗପୁର): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଡାଲମିଆ ସିମେଣ୍ଟ କାରଖାନାର କେ.ପି ପାଓ୍ବାର ପ୍ଲାଣ୍ଟରେ କୋଲ୍‌ ହପର ଭୁଶୁଡିବା ଯୋଗୁ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମୃତଦେହ ମିଳିବା ପରେ କମ୍ପାନୀର ସୁରକ୍ଷାକୁ ନେଇ ଉକ୍ତ…

ରାଶନ କାର୍ଡ ହାତେଇଛନ୍ତି ୪ ଲକ୍ଷ ଆୟକରଦାତା

ଭୁବନେଶ୍ୱର,୧୯ା୧(ସୁନିତ୍‌ ମିଶ୍ର): ରାଶନକାର୍ଡ ତାଲିକାରେ ବଡ଼ ଧରଣର ଘୋଟାଲା ହୋଇଛି। ଆୟକର ଦାତାମାନେ ମଧ୍ୟ ହିତାଧିକାରୀ ସାଜି ରାଶନକାର୍ଡ ହାତେଇଛନ୍ତି। ଅଯୋଗ୍ୟ ହିତାଧିକାରୀମାନଙ୍କ ତାଲିକା ବଢ଼ିଚାଲିଛି। ଇ-କଓ୍ବୋଇସି କରିବା ଲାଗି ଧାର୍ଯ୍ୟ କରାଯାଇଥିବା ସମୟ ସରି ଆସୁଥିବାବେଳେ ଏପର୍ଯ୍ୟନ୍ତ ଆହୁରି ୪୧…

୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଆମ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୧: ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଆମର ଲକ୍ଷ୍ୟ ବୋଲି ଶନିବାର  ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ସମ୍ଭାବନାର ରାଜ୍ୟ, ଦେଶର ଗ୍ରୋଥ୍‌ ଇଞ୍ଜିନ ଭାବେ କାମ କରିବ। ଭିତ୍ତିଭୂମି…

ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ମଙ୍ଗଳବାର ବରଗଡ଼ରେ ୧୨ଘଣ୍ଟିଆ ବନ୍ଦ ଡାକରା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ ଭୀମସାର୍, ବୁର୍ଲାରେ ଚିକିତ୍ସାଧିନ ଅଛନ୍ତି। ଅନ୍ୟପକ୍ଷରେ ଏପର୍ଯ୍ୟନ୍ତ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri