ମେଟ୍ରୋ

୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଆମ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୧: ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଆମର ଲକ୍ଷ୍ୟ ବୋଲି ଶନିବାର  ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ସମ୍ଭାବନାର ରାଜ୍ୟ, ଦେଶର ଗ୍ରୋଥ୍‌ ଇଞ୍ଜିନ ଭାବେ କାମ କରିବ। ଭିତ୍ତିଭୂମି…

ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ମଙ୍ଗଳବାର ବରଗଡ଼ରେ ୧୨ଘଣ୍ଟିଆ ବନ୍ଦ ଡାକରା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ ଭୀମସାର୍, ବୁର୍ଲାରେ ଚିକିତ୍ସାଧିନ ଅଛନ୍ତି। ଅନ୍ୟପକ୍ଷରେ ଏପର୍ଯ୍ୟନ୍ତ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି…

କିଏ ହେବେ ରାଜ୍ୟ ଭାଜପା ସଭାପତି? କାହିଁକି ଏମିତି କହିଲେ ମନମୋହନ…

ଭାଜପା ରାଜ୍ୟ ସଭାପତିକୁ ନେଇ ମାନସ ମନ୍ଥନ ଚାଲିଥିବା ବେଳେ ଦିଲ୍ଲୀରେ ଡେରା ପକାଇଛନ୍ତି ରାଜ୍ୟ ଭାଜପା ଟିମ୍ । ଆଗକୁ ରାଜ୍ୟ ଭାଜପାର ପୁନର୍ଗଠନ ହେବାକୁ ଥିବାବେଳେ ଚାଲିଛି କସରତ । ୧୫ ତାରିଖ ସୁଦ୍ଧା ରାଜ୍ୟରେ 37ଟି ସାଙ୍ଗଠନିକ…

ରାଜଭବନ ଛକରେ ଭୟଙ୍କର ସିରିଜ ଦୁର୍ଘଟଣା: ନିଶାରେ ଚୁର ହୋଇ ଦୁଇ ବାଇକ୍‌କୁ ପିଟିଲା କାର୍‌; ଜଣେ ମୃତ, ୪ ଗୁରୁତର…

ଭୁବନେଶ୍ୱର,୧୮।୧: ଭୁବନେଶ୍ୱର ରାଜଭବନ ଛକରେ ଶନିବାର ସିରିଜ ଦୁର୍ଘଟଣା ଘଟିଛି। ଏକ କାର ଗୋଟିଏ ବାଇକ୍‌କୁ ଘୋଷାଡ଼ି ନେବା ସହ ଆଉ ଏକ ବାଇକ୍‌କୁ ପିଟି ଡିଭାଇଡରରେ ଚଢ଼ିଯାଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ପଡ଼ିଛନ୍ତି କି ବାଦ୍‌: ଜାଣନ୍ତୁ ପୁଣି କିପରି ହେବେ ସାମିଲ୍‌

ଭୁବନେଶ୍ୱର,୧୮।୧: ଚଳିତମାସ ୨୨ତାରିଖରୁ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନା ପାଇଁ ସର୍ଭେ ପ୍ରକ୍ରିୟା ଆରମ୍ଭ ହେବ । ଘର ପାଇବାରୁ ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ଏହି ସର୍ଭେ ପ୍ରକ୍ରିୟାରେ ଆୱାସ ପ୍ଲସ ମୋବାଇଲ ଆପ ମାଧ୍ୟମରେ ଚିହ୍ନଟ କରିବାକୁ ରାଜ୍ୟ…

ଗାଡ଼ିର ବୀମା ନ ଥିଲେ ଏଣିକି ଟୋଲ୍‌ଗେଟ୍‌ ଦେଇ ଯାଇପାରିବେନି

ଭୁବନେଶ୍ୱର,୧୮ା୧: ଫେବୃଆରୀ ପହିଲାରୁ ସାରା ରାଜ୍ୟରେ ଲାଗୁ ହେବ ମୋଟର ଯାନ ଆଇନ। ଏହି ଆଇନ ଅନୁଯାୟୀ, ମୋଟର ଯାନରେ ବୀମା ନ ଥିଲେ ଟୋଲ୍‌ଗେଟ୍‌ରେ ଯାଇପାରିବେ ନାହିଁ। ଅର୍ଥାତ୍‌ ସ୍ବୟଂକ୍ରିୟା ପ୍ରଣାଳୀରେ ଧରାପଡ଼ିଯିବେ। ଇ-ଡିଟେକ୍ସନ ପ୍ରକ୍ରିୟାରେ ଇ-ଚାଲାଣ ଜାରି ହେବ।…

ଓଡ଼ିଶା ପୋଲିସରେ ନିଯୁକ୍ତ ପାଇଁ ଘୋଷଣା: ଅନ୍‌ଲାଇନ୍‌ରେ ତୁରନ୍ତ କରନ୍ତୁ ଆବେଦନ

ଭୁବନେଶ୍ୱର,୧୮ା୧: ଓଡ଼ିଶା ପୋଲିସ ପକ୍ଷରୁ ଏସ୍‌ଆଇ ବା ସବ୍‌ଇନ୍ସପେକ୍ଟର ପଦବୀ ଖାଲି ଅଛି। ଏଥିରେ ନିଯୁକ୍ତି ପାଇଁ ଘୋଷଣା କରାଯାଇଛି। ଏଥିସହିତ ଏସ୍‌ଆଇ ସମକକ୍ଷ ପଦବୀ (CPSE-୨୦୨୪) ପାଇଁ ମଧ୍ୟ ନିଯୁକ୍ତି ଘୋଷଣା କରାଯାଇଛି। ବିସ୍ତୃତ ବିଜ୍ଞାପନ ପାଇଁ, ୧୮.୦୧.୨୦୨୫ରୁ ଓଡ଼ିଶା…

ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

ଭୁବନେଶ୍ୱର,୧୮।୧: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ଆବେଦନ କରି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ହୋଇଛି। ଭାରତୀୟ ବିକାଶ ପରିଷଦର ଆବାହକ ସୁରେନ୍ଦ୍ର ପାଣିଗ୍ରାହୀ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରିଥିଲେ । ମମିତା ମେହେର…

ପଟ୍ଟଚିତ୍ର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ୱର,୧୮।୧: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ ବୁଲି ଥିଲେ। ଲୋକଙ୍କ ଘରେ ପଟ୍ଟଚିତ୍ର ଡେମୋ ଦେଖିବା ସହ ଆଲୋଚନା କରିଥିଲେ। ମ୍ୟୁଜିୟମ…

ପାଣ୍ଡିଆନ ସକ୍ରିୟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଜେଡି ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୧୮।୧:ଏବେ ବିଜେଡିକୁ ରାଜ୍ୟ ରାଜନୀତି ଜୋର ଧରିଛି। କେତେବେଳେ କାର୍ତ୍ତିକ ପାଣ୍ଡିଆନ ବିଜେଡିରେ ପୁଣି ସକ୍ରିୟ ହୋଇଥିବା ଶୁଣିବାକୁ ମିଳିଛି। ଏବେ ନବୀନ ନିବାସରେ ନବୀନ ଦରବାର ଚାଲୁନି। ଏବେ ପୁଣି ପାଣ୍ଡିଆନଙ୍କ ହୁକୁମ ଚାଲିଲାଣି। ବିଜେଡିର ସାଂଗଠନିକ କାର୍ଯ୍ୟ ସମ୍ପର୍କରେ…

ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଜାନୁଆରୀ ଶେଷ ସୁଦ୍ଧା…

ଭୁବନେଶ୍ୱର, ୧୮ା୧(ସୁନିତ୍‌ ମିଶ୍ର):ଏ ମାସର ଶେଷ ସପ୍ତାହରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ମିଳିଯିବ। ହେଲେ ବଡ଼ମ୍ବନା ଏବେ ମଧ୍ୟ ୨ ଲକ୍ଷରୁ ଅଧିକ ମହିଳା ନିଜର କଓ୍ବୋଇସି ଅପ୍‌ଡେଟ୍‌ କରିନାହାନ୍ତି। ଅଜାଣତରେ ଅପ୍ଟ ଆଉଟ…

ନବ ଦାସଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ, ଗୋପାଳ ହତ୍ୟାକାରୀ ନା…

ଭୁବନେଶ୍ୱର,୧୮।୧: ନବ ଦାସ ହତ୍ୟା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଗୋପାଳ ନବ ଦାସଙ୍କ ହତ୍ୟାକାରୀ ନା ଆଉ କିଏ ସେନେଇ ପ୍ରଶ୍ନ ଉଠିଛି। ରାଜ୍ୟ ଫରେନ୍ସିକ ଲାବ୍ରୋଟୋରୀ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ଖୁଲାସା ହୋଇଛି। ଏକାଧିକ ବନ୍ଧୁକରୁ ଗୁଳିମାଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri