ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ହିତାଧିକାରୀଙ୍କୁ ମିଳିବ ଆଗୁଆ ୩ମାସର ଚାଉଳ

ଭୁବନେଶ୍ୱର,୫ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷାକରି ହିତାଧିକାରୀମାନଙ୍କୁ ୩ ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।...

ଜାତୀୟ ଉତ୍ସବ ଭାବରେ ଆୟୋଜିତ ହେବ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମ ବାର୍ଷିକୀ

ଭୁବନେଶ୍ୱର,୫ା୧୧: କେନ୍ଦ୍ର ସରକାର ‘ଉତ୍କଳ କେଶରୀ ହରେକୃଷ୍ଣ ମହତାବ’ଙ୍କର ୧୨୫ ତମ ଜନ୍ମ ବାର୍ଷିକୀକୁ ଜାତୀୟ ଉତ୍ସବ ଭାବରେ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଓଡ଼ିଶାର କିମ୍ବଦନ୍ତୀ ସ୍ୱାଧୀନତା...

ପାଞ୍ଜିରେ ପର୍ବପର୍ବାଣିକୁ ନେଇ ବିବାଦ ଘଟଣା: ପାଣ୍ଡୁଲିପି ଦାଖଲ ପାଇଁ ପଞ୍ଜିକାରଙ୍କୁ ମନ୍ଦିର ପ୍ରଶାସନର ଚିଠି

ପୁରୀ,୫ା୧୧(ଅଜିତ୍‌ କୁମାର ମହାନ୍ତି): ଚଳିତ ବର୍ଷ ପାଞ୍ଜିରେ ଥିବା ତିଥି ତଥା ପର୍ବପର୍ବାଣିକୁ ନେଇ ବିବାଦ ଦେଖାଦେଇଥିଲା। ଭିନ୍ନ ଭିନ୍ନ ପାଞ୍ଜିରେ ଭିନ୍ନ ଭିନ୍ନ ତିଥିରେ ପର୍ବପର୍ବାଣି ପାଳନ ନେଇ ଦର୍ଶାଯାଇଥିଲା, ଯାହାକୁ ନେଇ ଜନସାଧାରଣ ଦ୍ୱନ୍ଦ୍ୱରେ ପଡ଼ିଥିଲେ। ବିଶେଷକରି...

ଖବର ପ୍ରକାଶ ପରେ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ, ଯୁଦ୍ଧକାଳୀନ ଭିତ୍ତିିରେ ମରାମତି ଆରମ୍ଭ 

ପୁରୀ,୫ା୧୧(ଅଜିତ୍‌ କୁମାର ମହାନ୍ତି): ଐତିହ୍ୟ ମେଘନାଦ ପାଚେରିରେ ଫାଟ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଶ୍ରୀମନ୍ଦିର ପ୍ରଶାସନ ଓ ଏଏସ୍‌ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିିରେ ମରାମତି ପାଇଁ...

ଦୁର୍ଘଟଣା ପରେ ଅଟୋ ଚାଳକଙ୍କୁ ଆକ୍ରମଣ: ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା

ଭୁବନେଶ୍ୱର,୫ା୧୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ଟାଟା ଏସିଇ ଓ ଅଟୋ ମଧ୍ୟରେ ସୋମବାର ଅପରାହ୍ନରେ ଧକ୍କା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଘଟଣା ପରେ ଟାଟା ଏସିଇ ଚାଳକ ଜଣଙ୍କ କେତେଜଣ...

ଦୁର ହେବ ଦାଦନ ସମସ୍ୟା: ସରକାର ଗଠନ କଲେ ଟାସ୍କଫୋର୍ସ

ଭୁବନେଶ୍ୱର,୫ା୧୧: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ନଜ୍‌ ଇନଷ୍ଟିଚ୍ୟୁଟ୍‌ର ମ୍ୟାନେଜିଂ ଡ଼ାଇରେକ୍ଟର ଭି. ଶ୍ରୀରାମ ସୋମବାର ସୌଜନ୍ୟମୂଳକ ସାକ୍ଷାତକାର ଓ ଆଲୋଚନା କରିଛନ୍ତି। ଏହି ସାକ୍ଷାତକାର ସମୟରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ...

ଆଳ ଦର୍ଶାଇ ଅଟକାଯାଇପାରିବ ନାହିଁ ଗ୍ରାଚ୍ୟୁଇଟି ଦେୟ

କଟକ,୫ା୧୧(କାର୍ତ୍ତିକ ସାହୁ): ଅବସରପ୍ରାପ୍ତ କର୍ମଚାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ ପ୍ରକ୍ରିୟା ଜାରି ରଖିବାକୁ କେନ୍ଦ୍ର ସମବାୟ ବ୍ୟାଙ୍କ ଚାକିରି ସର୍ତ୍ତାବଳୀ-୨୦୧୧ରେ କୌଣସି ଉଲ୍ଲେଖ ନାହିଁ। କଟକ କେନ୍ଦ୍ର ସମବାୟ ବ୍ୟାଙ୍କ କର୍ତ୍ତୃପକ୍ଷ ଜଣେ କର୍ମଚାରୀଙ୍କ ବିରୋଧରେ ଅଡିଟ ସରଚାର୍ଜ କେସ୍‌ କିମ୍ବା...

ଛାତ୍ର, ଶିକ୍ଷକଙ୍କୁ ଯୋଡ଼ିବ ଶିକ୍ଷାଜ୍ୟୋତି ପୋର୍ଟାଲ

ଭୁବନେଶ୍ୱର,୫ା୧୧(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରସ୍ତୁତ ସିଙ୍ଗଲ୍‌ ଓ୍ବିଣ୍ଡୋଜ୍‌ ପୋର୍ଟାଲ ‘ଶିକ୍ଷାଜ୍ୟୋତି’ ଛାତ୍ର ଓ ଶିକ୍ଷକଙ୍କ ଭାବବିନିମୟରେ ସହାୟକ ହେବ। ଗତ ସେପ୍ଟେମ୍ବର ୫ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପୋର୍ଟାଲର ଉଦ୍‌ଘାଟନ କରିଥିବାବେଳେ...

ମୁଖ୍ୟ ଶାସନ ସଚିବଙ୍କୁ ଏନ୍‌ଜିଟିଙ୍କ ନୋଟିସ

କଟକ,୫ା୧୧(କାର୍ତ୍ତିକ ସାହୁ): ଚଳିତ ବର୍ଷ ଦୀପାବଳି ସମୟରେ ମାତ୍ର ୨ଘଣ୍ଟା ସବୁଜ ବାଣ ଫୁଟାଇବା ଲାଗି ନିର୍ଦ୍ଦେଶ ରହିଥିଲା। ଦୁଇ ଦିନ ଧରି ବାଣ ଫୁଟାଯିବା ଫଳରେ ବାୟୁ ପ୍ରଦୂଷଣ ମାତ୍ରା ହଠାତ ବହୁଗୁଣିତ ହୋଇଥିଲା। କାହିଁକି ନିୟମ ଉଲ୍ଲଂଘନ...

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର: ମୁହଁଖୋଲିଲେ ମୁଖ୍ୟମନ୍ତ୍ରୀ କହିଲେ ୩ ଜଣ…

ଭୁବନେଶ୍ୱର,୪।୧୧: ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ମାମଲାରେ ୩ ଜଣ ଗିରଫ କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୩ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ବ୍ୟବହୃତ ଅଟୋରିକ୍ସା ଜବତ କରାଯାଇଛି। ଅଧିକ...

ପିସିସି ସଭାପତି ଚୟନକୁ ନେଇ ମୁହଁ ଖୋଲିଲେ ଷ୍ଟିଅରିଙ୍ଗ କମିଟି ସଦସ୍ୟ ସନ୍ତୋଷ ସିଂ ସାଲୁଜା: କହିଲେ…

ଭୁବନେଶ୍ୱର,୪।୧୧:  ଶୁକ୍ରବାର ପିସିସି କାର୍ଯ୍ୟାଳୟରେ ପ୍ରଥମ ପର୍ଯ୍ୟାୟ ବୈଠକ ଶେଷ ହୋଇଛି। ଏହି ବୈଠକ ସମସ୍ତ ବିଧାୟକ ଏଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ହୋଇଥିଲା। କଂଗ୍ରେସର ମଙ୍ଗ, କିଏ ଧରିବେ ତାକୁ ନେଇ ଜୋରଦାର ଆଲୋଚନା ହୋଇଥିଲା। କଂଗ୍ରେସ...

କାହା ନାଁରେ ବାଜିବ ମୋହର? କିଏ ହେବେ ପିସିସି ସଭାପତି: କଂଗ୍ରେସର ବରିଷ୍ଠ ନେତା କହିଲେ …

ଭୁବନେଶ୍ୱର,୪।୧୧:  ରାଜ୍ୟ କଂଗ୍ରେସର ପିସିସି ସଭାପତିକୁ ନେଇ ଚର୍ଚ୍ଚା ଜୋର ଧରି ଥିବାବେଳେ ମହମ୍ମଦ୍‌ ମୋକିମ, ଶ୍ରୀକାନ୍ତ କିମ୍ବା ଜୟଦେବଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ଅନ୍ୟପକ୍ଷେ ଶୁକ୍ରବାର ପିସିସି କାର୍ଯ୍ୟାଳୟରେ ପ୍ରଥମ ପର୍ଯ୍ୟାୟ ବୈଠକ ଶେଷ ହୋଇଛି। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri