Odisha Elections 2024

ମେଟ୍ରୋ

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୪ା୩(ବ୍ୟୁରୋ)-ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା...

ପ୍ରଫେସର ଅମୀୟ କୁମାର ରଥ ବିପିୟୁଟି ନୂଆ କୁଳପତି

ଭୁବନେଶ୍ୱର, ୨୪।୩(ବ୍ୟୁରୋ) – ପ୍ରଫେସର ଅମୀୟ କୁମାର ରଥ ବିଜୁ ପଟ୍ଟନାୟକ ଟେକ୍ନୋଲୋଜି ୟୁନିଭର୍ସିଟି(ବିପିୟୁଟି)ର ନୂଆ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ଏହି ନିଯୁକ୍ତିକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଞ୍ଜୁରୀ ଦେଇଛନ୍ତି। ପ୍ରଫେସର ରଥ ଏହି ପଦରେ ୫...

ନିକୁଞ୍ଜ ବିହାରୀ ଧଳ ହେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ହେଲେ ନିକୁଞ୍ଜ ବିହାରୀ ଧଳ ।  ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନୀଙ୍କୁ ଶୁକ୍ରବାର ବଦଳି କରାଯାଛି। ତାଙ୍କ ସ୍ଥାନରେ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଦାୟିତ୍ୱ...

ଆକାଶରେ ବିରଳ ଦୃଶ୍ୟ: ଜାଣନ୍ତୁ କ’ଣ କହୁଛନ୍ତି ଲୋକେ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟାରେ ଆକାଶରେ ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଜହ୍ନ ତଳେ ଏକ ଉଜ୍ଜ୍ୱଳ ନକ୍ଷତ୍ର ଦେଖାଯାଉଛି। ଏହି ଦୃଶ୍ୟକୁ ପ୍ରାୟ ସମସ୍ତେ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ତେବେ ଏପରି ଦୃଶ୍ୟ କାହିଁକି ଦେଖାଯାଇଛି ସେନେଇ...

ଆସୁଛି ଆଉ ଏକ ପଶ୍ଚିମାଝଡ଼

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆସୁଛି ଆଉ ଏକ ପଶ୍ଚିମାଝଡ଼। ଆସନ୍ତା ୨୬ରୁ ପଶ୍ଚିମା ଝଡ-ପ୍ରଭାବରେ ରାଜ୍ୟରେ ବର୍ଷା, ବିଜୁଳି ଘଡଘଡି ସହ ଝଡ-ପବନ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ସମ୍ଭାବନା ରହିଛି। ସେହିପରି ୨୭ରୁ ବର୍ଷାର ବିସ୍ତୃତି ବଢିବ। ଏଥିରେ...

ମାର୍ଚ୍ଚ ୨୯ରେ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ଭୁବନେଶ୍ୱର,୨୪।୩(ବ୍ୟୁରୋ):  ମାର୍ଚ୍ଚ ୨୯ ତାରିଖରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ସମନ୍ବୟ ବୈଠକରେ ରଥ ଯେପରି ସଠିକ୍‌ ସମୟରେ ପ୍ରସ୍ତୁତ ହେବା ସହ ଶୃଙ୍ଖଳିତ ନିତିକାନ୍ତି କିପରି ହୋଇପାରିବ ସେନେଇ ଆଲୋଚନା ହୋଇଛି। ସୂଚନାଯୋଗ୍ୟ, ମାର୍ଚ୍ଚ...

ପୋଲିସ କବ୍‌ଜାରେ ତାମିଲନାଡୁ ଚୋର ଗ୍ୟାଙ୍ଗ୍‌

ଭୁବନେଶ୍ୱର,୨୪।୩(ବ୍ୟୁରୋ):ଦ୍ୱୈତନଗରୀ କଟକ-ଭୁବନେଶ୍ୱରରେ ୩ ମାସ ଧରି ସକ୍ରିୟ ଥିବା ଏକ ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗକୁ କମିଶନରେଟ ପୋଲିସ ଧରିବା ସହ ୩ଜଣ ସଦସ୍ୟଙ୍କୁ ଗିରଫ କରିଛି। ସେମାନେ ହେଲେ ତାମିଲନାଡୁ ତିରୁପତୁର ଜିଲାର କେ. ବାଲାଜି,ଏନ. ମୁରଗାନ ଏବଂ ଡି....

କିନ୍ନରଙ୍କୁ ମିଳିବ ଜମି

ଭୁବନେଶ୍ୱର, ୨୪।୩ (ବ୍ୟୁରୋ):ଜାଗା ମିଶନ୍‌ ଅନ୍ତର୍ଗତ ଭୁବନେଶ୍ୱରର ବସ୍ତି ଅଞ୍ଚଳରେ ରହୁଥିବା ପ୍ରତ୍ୟେକ ବ୍ୟକ୍ତି ବା ପରିବାରକୁ ଜାଗା ପ୍ରଦାନ କରାଯିବ। ଏଥିପାଇଁ ବିଭିନ୍ନ ବସ୍ତି ଅଞ୍ଚଳରେ ବ୍ୟାପକ ସର୍ଭେ କରାଯାଇ ପ୍ରକୃତ ହିତାଧିକାରୀଙ୍କୁ ଚିହ୍ନଟ କରାଯାଉଛି। ଶୁକ୍ରବାରଠାରୁ କିନ୍ନର...

ସଫେଇ ସଂସ୍ଥାକୁ ୧ଲକ୍ଷ ଟଙ୍କା ଜରିମାନା

ଭୁବନେଶ୍ୱର, ୨୪।୩ (ବ୍ୟୁରୋ):ରାଜଧାନୀ ଭୁବନେଶ୍ବରରେ ପରିମଳ ନିୟମକୁ ଭୁବନେଶ୍ବର ମହାନଗର ନିଗମ (ବିଏମସି) ପକ୍ଷରୁ କଡ଼ାକଡ଼ି କରାଯାଇଛି। ପରିମଳ ନିୟମ ଅବମାନନା କ୍ଷେତ୍ରରେ ସଫେଇ ସଂସ୍ଥାରୁ ଆରମ୍ଭ କରି ସ୍ଥାନୀୟ ନାଗରିକ ଓ ଅନୁଷ୍ଠାନଠାରୁ ମୋଟା ଅଙ୍କର ଜରିମାନା ଆଦାୟ...

‘ସିଟିଜ୍‌ ପ୍ରକଳ୍ପ’ରେ ବଦଳିବ ସହର ନକ୍ସା

ଭୁବନେଶ୍ୱର, ୨୪।୩ (ବ୍ୟୁରୋ):ସ୍ମାର୍ଟସିଟି ଭୁବନେଶ୍ୱରର ଚେହେରା ଧୀରେ ଧୀରେ ବଦଳିବାକୁ ଲାଗିଛି। ସହରକୁ ଆହୁରି ସୁନ୍ଦର କରି ଗଢ଼ିତୋଳିବା ସହ ପୂର୍ଣ୍ଣାଙ୍ଗ ସ୍ମାର୍ଟସିଟିରେ ପରିଣତ କରିବା ପାଇଁ ଗୋଟିଏ ପରେ ଗୋଟିଏ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏହି କ୍ରମରେ ସ୍ମାର୍ଟସିଟି...

ଦେଶ ବିରୋଧୀ ଶକ୍ତିଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ ରାହୁଲ: ଶରତ

ଭୁବନେଶ୍ବର, ୨୪ା୩(ବ୍ୟୁରୋ):ଭାରତ ବର୍ଷର ଗଣତନ୍ତ୍ର ଆଜି ବିପନ୍ନ। ନରେନ୍ଦ୍ର ମୋଦି ସରକାର ବ୍ୟକ୍ତିର ବାକ୍‌ ସ୍ବାଧୀନତା ଉପରେ ସମ୍ପୂର୍ଣ୍ଣରୂପେ ରୋକ୍‌ ଲଗାଇବା ପାଇଁ ୮ ବର୍ଷ ହେଲା କାର୍ଯ୍ୟ କରୁଛି। ଏକଛତ୍ର ବାଦ ଶାସନ ବ୍ୟବସ୍ଥାକୁ ଆପଣାଇବା ନରେନ୍ଦ୍ର ମୋଦି...

ହାତୀ,ବନ୍ୟପ୍ରାଣୀଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୨୪ା୩(ବ୍ୟୁରୋ):ଓଡ଼ିଶାରେ ହାତୀ ଓ ବନ୍ୟାପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକଟ କରିବା ସହ ସେମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ପଦକ୍ଷେପ ନେବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦର ଯାଦବଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri