ଦୁର୍ନୀତିଗ୍ରସ୍ଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ; ”କେତେବେଳେ ବି ବାନ୍ଧିପାରନ୍ତି ସରକାର”
ଭୁବନେଶ୍ୱର,୨୮ା୧୦: ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଶୁନ୍ୟ ସହନଶୀଳତା ନୀତି ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଭାଜପା ସରକାର ଆସିବାର ୧୪୦ ଦିନ ହୋଇଛି। ଏଣିକି...
ପୁଣି ମାଡି ଆସୁଛି କି ବିପଦ, ଏଥରବି କ’ଣ ସତ ହେବ ପଞ୍ଜିକା ଭବିଷ୍ୟବାଣୀ? ପ୍ରଳୟର ରୂପନେବ….
ପୁଣି ମାଡି ଆସୁଛି କି ବିପଦ? ସତ ହେବକି ପଞ୍ଜିକା ଭବିଷ୍ୟବାଣୀ। ବାତ୍ୟା ପରେ ପୁଣି ନଭେମ୍ବରରେ ହେବକି ଭୂମିକମ୍ପ। ଥରିବକି ପୃଥ୍ବୀବୀ। ତେବେ କେବଳ ଭୂମିକମ୍ପ ନୁହେଁ ତୁଷାରପାତ, ଭୂସ୍ଖଳନ ଦ୍ୱାରା ବହୁ ଧନଜୀବନ କ୍ଷୟକ୍ଷତିର ଆଶଙ୍କା କରୁଛି...
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କହିଲେ ଖୁବ୍ଶୀଘ୍ର ମିଳିବ ସୁଭଦ୍ରା ଟଙ୍କା, ଯେଉଁ ହିତାଧିକାରୀ…
ଭୁବନେଶ୍ୱର,୨୮ା୧୦: ସରକାରଙ୍କ ‘ସୁଭଦ୍ରା’ ଯୋଜନାର କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାକି ରହିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଖୁବ୍ଶୀଘ୍ର ସୁଭଦ୍ରା ଟଙ୍କା ମିଳିବ ଏ ପର୍ଯ୍ୟନ୍ତ ଏହି...
ସବୁ ଗୁଣ୍ଡ କରିବୁ, ମନ୍ତ୍ରୀ ଆସିବା ପୂର୍ବରୁ ବାଡେଇ ବାଡେଇ ଫଳକ ଭାଙ୍ଗିଦେଲେ ବ୍ଲକ୍ ଅଧ୍ୟକ୍ଷା
ପାଲଲହଡ଼ା,୨୮।୧୦ (ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ଦ୍ୱାରା ରବିବାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଉଦ୍ଘାଟନ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ଅନେକ ଉଦଘାଟନୀ ଫଳକରେ ବ୍ଲକ ଅଧ୍ୟକ୍ଷା ରୀନାରାଣୀ ନାୟକଙ୍କ...
ଫେରିବ ପଥୋତ୍ସବ: ସକାଳ ସାଢ଼େ ୭ଟାରୁ ୧୦ ଯାଏ ଚାଲିବ
ଭୁବନେଶ୍ୱର,୨୮ା୧୦: ମୌସୁମୀ ଫେରିବା ପରେ ରାଜଧାନୀ ଭୁବନେଶ୍ୱରକୁ ସଅଳ ଶୀତ ଋତୁକୁ ଟାଣି ଆଣିଛି ବାତ୍ୟା ଦାନା। ସକାଳୁ ସକାଳୁ କୁହୁଡି ଦେଖିବାକୁ ମିଳୁଥିବା ବେଳେ ରାତିରେ ଥଣ୍ଡା ମଧ୍ୟ ଅନୁଭୂତ ହେଉଛି। ଏଭଳି ଶୀତୁଆ ପାଗକୁ ଆହୁରି ମଜାଦାର...
ଆଜି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୧୦: ଆଜି ବି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ୨ୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବାଲେଶ୍ବର ଓ ମୟୂରଭଞ୍ଜ ଜିଲା ପରିଦର୍ଶନ କରିବେ। ଅନ୍ୟପେକ୍ଷେ ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ମଧ୍ୟ ପରଖିବେ। ମୁଖ୍ୟମନ୍ତ୍ରୀଙ୍କ ସହ...
ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ଭୁବନେଶ୍ୱର,୨୮ା୧୦(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସୋମବାର ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ...
ପୁଣି ବାଜି ମାରିନେଲା ଭୁବନେଶ୍ୱର: କେନ୍ଦ୍ର ସରକାର ଦେଲେ ”ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ ବ୍ୟବସ୍ଥା” ପୁରସ୍କାର
ଗାନ୍ଧିନଗର, ୨୭ା୧୦: ଗୁଜରାଟର ଗାନ୍ଧିନଗର ଠାରେ ତିନି ଦିନିଆ ୧୭ ତମ ସହରୀ ମୋବିଲିଟି ଇଣ୍ଡିଆ (UMI) ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପୁଣିଥରେ ଭୁବନେଶ୍ୱର ବାଜି ମାରି ନେଇଛି। ସହରରେ ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ...
ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ: ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ
ଭୁବନେଶ୍ଵର, ୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।...
ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ
ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ ସ୍ବତନ୍ତ୍ର...
ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର,୨୭ା୧୦: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦...
ଅମାନିଆଙ୍କୁ ସାବାଡ୍ କରିବ ପୋଲିସ, ପିନ୍ଧିବ ବଡି କ୍ୟାମେରା
ଭୁବନେଶ୍ୱର,୨୭ା୧୦: ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ। ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସ ଏକ ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଥାନା ରିସେପ୍ସନ ଦାୟିତ୍ୱରେ ଥିବା ଅଧିକାରୀ ବଡି କ୍ୟାମେରା ପିନ୍ଧିବେ। ଉତ୍ପାତ କରୁଥିବା ଅମାନିଆଙ୍କ ଅଡିଓ, ଭିଡିଓ...
Archives


