ମେଟ୍ରୋ

ଆଇନଶୃଙ୍ଖଳା ପରିସ୍ଥିତି: ଆଜିଠୁ ଭାଜପାର ବିକ୍ଷୋଭ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ ରାଜ୍ୟ ସଭାପତି ସମୀର ମହାନ୍ତି ବାରମ୍ବାର ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରୁଥିଲେ ‘ରାଜ୍ୟ ଶାସନ ବ୍ୟବସ୍ଥାକୁ ଚଳାଉଛି କିଏ’। ରାଜ୍ୟବାସୀଙ୍କ ମନ ଭିତରେ ଏହା ଏବେ ପ୍ରମୁଖ ପ୍ରଶ୍ନ ହୋଇ ରହିଯାଇଛି...

୩ ଦିନ ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ବର, ୧୪ା୨(ବ୍ୟୁରୋ):କେନ୍ଦ୍ର ସରକାର ତାଙ୍କର ସଦ୍ୟ ବଜେଟରେ କ୍ରୟ ପାଣ୍ଠିରେ ୨୦,୦୦୦ କୋଟି ଟଙ୍କା ହ୍ରାସ କରିଛନ୍ତି। ଏହାସହ ଓଡ଼ିଶାରୁ ଉଷୁନା ଚାଉଳ ଉଠାଣ ପରିମାଣ କମାଇଦେବା ଯୋଗୁ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀ ଧାନ ବିକ୍ରି କରିବାରେ ଗୁରୁତର...

ଭୁବନେଶ୍ୱର ଏମ୍ସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, ୧୪।୨(ବ୍ୟୁରୋ):ଏମ୍ସ ଭୁବନେଶ୍ବରରେ ଜଣେ ପଙ୍ଗୁପ୍ରାୟ ମହିଳା ରୋଗୀଙ୍କ ଦୁଇ ଆଣ୍ଠୁ ଓ ଦୁଇ ହିପ୍‌ (ନିତମ୍ବ ଗଣ୍ଠି)ର ଏକକାଳୀନ ପ୍ରତିରୋପଣ କରାଯାଇଥିଲା। ଭୁବନେଶ୍ବର ଏମ୍ସର ଏହି ସଫଳ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ସୋମବାର...

ଏଟିଏଫ୍‌ ଉପରୁ ୧% ଭାଟ୍‌ କମିଲା

ଓଡ଼ିଶାରେ ଅବସ୍ଥାପିତ ଯେକୌଣସି ବିମାନବନ୍ଦର, ହଲିପୋର୍ଟ, ହେଲିପ୍ୟାଡ୍‌, ଓ୍ବାଟର ଏରୋଡ୍ରମ୍‌ରେ ବିମାନ, ହେଲିକପ୍ଟର, ସାମୁଦ୍ରିକ ବିମାନଗୁଡ଼ିକ ପାଇଁ ରାଜ୍ୟ ସରକାର ଅଟୋମେଟିକ୍‌ ଟ୍ରାନ୍ସମିଶନ ଫ୍ଲୁଇଡ୍‌ (ଏଟିଏଫ୍‌) ତୈଳ ବିକ୍ରୟ ଉପରେ ଭାଟକୁ ୧% ହ୍ରାସ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା...

ଜେଲରେ ମୃତ୍ୟୁ ହେଲେ ସମ୍ପର୍କୀୟଙ୍କୁ ମିଳିବ କ୍ଷତିପୂରଣ

ଭୁବନେଶ୍ୱର,୧୪ା୨(ବ୍ୟୁରୋ):ଜେଲ ଅନ୍ତେବାସୀଙ୍କ କୌଣସି କାରଣରୁ ମୃତ୍ୟୁ ହେଲେ ସେମାନଙ୍କର ନିକଟ ସମ୍ପର୍କୀୟଙ୍କୁ ରାଜ୍ୟ ସରକାର ଆର୍ଥିକ କ୍ଷତିପୂରଣ ପ୍ରଦାନ କରିବେ। ହାଇକୋର୍ଟ ଏବଂ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଜେଲ ଅନ୍ତେବାସୀଙ୍କ ଉଦ୍ଦେଶ୍ୟରେ କ୍ଷତିପୂରଣ ପ୍ରଦାନ ରୁଲ୍ସ-୨୦୨୩...

ଜେଲ ଗଲେ ଦୁଇ ଏବିଭିପି ସଦସ୍ୟ

ଭୁବନେଶ୍ୱର,୧୪ା୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି କାଉନ୍‌ସିଲ୍‌ ହଲ୍‌ରେ ସିଟିଜେନ୍ସ ଫୋରମ୍‌ ପକ୍ଷରୁ ସେମିନାର ଚାଲିଥିବାବେଳେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ସଦସ୍ୟମାନେ ଜେଏନ୍‌ୟୁ ପ୍ରଫେସର, କର୍ମକର୍ତ୍ତା ଓ ଅନ୍ୟ ଅତିଥିଙ୍କୁ ଗାଳିଗୁଲଜ କରି ମାଡ଼ ମାରିବା ଘଟଣାରେ କମିଶନରେଟ ପୋଲିସ...

୧୫ରୁ କ୍ଷେତ୍ର ପରିଦର୍ଶନରେ ଯିବେ ଟ୍ରିବ୍ୟୁନାଲ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ମହାନଦୀ ଜଳ ବିବାଦ ମାମଲାର ଫଇସଲା ପାଇଁ ଆସନ୍ତା ମାର୍ଚ୍ଚ ୧୫ରୁ ସପ୍ତାହେ ଧରି କ୍ଷେତ୍ର ପରିଦର୍ଶନରେ ଯିବେ ଟ୍ରିବ୍ୟୁନାଲ। ଏନେଇ ସୋମବାର ମହାନଦୀ ଜଳ ବିବାଦ ମାମଲାରେ ଟ୍ରିବୁନାଲ ଅଧ୍ୟକ୍ଷ ଜଷ୍ଟିସ୍‌ ଏ.ଏମ. ଖାନୱିଲକରଙ୍କ ଅଧ୍ୟକ୍ଷତାରେ ଗଠିତ...

ମାଗଣାରେ ବ୍ୟବହାର କରିହେବ ସରକାରୀ ଶୌଚାଳୟ

ଭୁବନେଶ୍ବର, ୧୪ା୨(ବ୍ୟୁରୋ):ରାଜ୍ୟର ସବୁ ସହରରେ ସର୍ବସାଧାରଣଙ୍କ ନିମନ୍ତେ ଉଦ୍ଦିଷ୍ଟ ଥିବା ସରକାରୀ ଶୌଚାଳୟଗୁଡ଼ିକୁ ଲୋକମାନେ ଏଣିକି ମାଗଣାରେ ଉପଯୋଗ କରିପାରିବେ। ଏଥିପାଇଁ ଲୋକଙ୍କୁ ଆଉ କୌଣସି ଅର୍ଥ ଦେବାକୁ ପଡ଼ିବ ନାହିଁ। ରାଜ୍ୟର ସମସ୍ତ ପବ୍ଲିକ ଓ କମ୍ୟୁନିଟି ଟଏଲେଟଗୁଡ଼ିକ...

ହାଇସ୍କୁଲ ପାଇଁ ୬,୦୨୫ ଏଲ୍‌ଟିଆର୍‌ ଶିକ୍ଷକ

ଭୁବନେଶ୍ୱର,୧୪ା୨(ବ୍ୟୁରୋ):ହାଇସ୍କୁଲଗୁଡ଼ିକରେ ଶିକ୍ଷକମାନେ ଛୁଟି, ଟ୍ରେନିଂ କିମ୍ବା ସ୍ବାସ୍ଥ୍ୟଗତ କାରଣରୁ ଅନୁପସ୍ଥିତ ରହିଲେ ଛାତ୍ରୀଛାତ୍ରମାନେ ସମ୍ପୃକ୍ତ ବିଷୟରେ ପାଠପଢ଼ାରୁ ବଞ୍ଚିତ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ ହାଇସ୍କୁଲଗୁଡ଼ିକରେ ପୂର୍ବ ଅନୁମୋଦନଠାରୁ ଆଉ ୧୫ ପ୍ରତିଶତ ଅଧିକ ଶିକ୍ଷକ...

ସରିଲା କ୍ୟାବିନେଟ ବୈଠକ: ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୧୩।୨(ବ୍ୟୁରୋ): ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ବୈଠକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଲାଗି ୧୦୦ ସିଟ୍‌ ବିଶିଷ୍ଟ ୨୩୭ଟି ହଷ୍ଟେଲ...

ପୂର୍ବତନ ମନ୍ତ୍ରୀ ରବି ନାରାୟଣ ଅସୁସ୍ଥ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଅସୁସ୍ଥ ଅଛନ୍ତି ପୂର୍ବତନ ଶିକ୍ଷାମନ୍ତ୍ରୀ ତଥା କୋରାପୁଟ ଜିଲାର ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ। ତାଙ୍କୁ ବିଶାଖାପାଟଣା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ୨୦୦୦, ୨୦୦୪ ଓ ୨୦୦୯ରେ ଓଡ଼ିଶା ବିଧାନସଭା ନିର୍ବାଚନରେ ରବି...

ମହାକାଶ ବିଜ୍ଞାନ ସମ୍ପର୍କରେ ଜାଣିବାର ସୁଯୋଗ

ଭୁବନେଶ୍ୱର, ୧୪ା୨(ବ୍ୟୁରୋ):ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ର ଅନ୍ତରୀକ୍ଷ ଉପଯୋଗ କେନ୍ଦ୍ର(ଏସ୍‌ଏସି)-ବିକ୍ରମ ସରାଭାଇ ମହାକାଶ ପ୍ରଦର୍ଶନୀ(ଭିଏସ୍‌ଏସ୍‌ଇ), ରାଜ୍ୟ ସରକାରଙ୍କ ବିଜ୍ଞାନ ଓ କାରିଗରୀ ବିଭାଗ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ କ୍ୟାପିଟାଲ ହାଇସ୍କୁଲ୍‌ ପରିସରରେ ଆରମ୍ଭ ହୋଇଛି ‘ସ୍ପେସ୍‌ ଅନ୍‌ ହୁଇଲ୍‌’...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri