‘୬ ମାସରେ ଓଡ଼ିଶା ଲକ୍ଷ୍ମୀଛଡ଼ା ହୋଇଗଲାଣି’
ଭୁବନେଶ୍ୱର,୬ା୧: ଦର୍ଦାମ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି। ଲୋୟର ପିଏମ୍ଜିଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦର ବୃଦ୍ଧି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଜେଡି ଘେରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆୟୋଜିତ ଆନ୍ଦୋଳନରେ…
ନୂଆ ରାଜ୍ୟପାଳଙ୍କୁ ଭେଟିଲେ ଆରକ୍ଷୀ ମହାନିର୍ଦ୍ଦେଶକ
ଭୁବନେଶ୍ୱର,୬ା୧: ସୋମବାର ରାଜଭବନ ପରିସରରେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍ପତିଙ୍କୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଡିଜିପି ମାନ୍ୟବର ରାଜ୍ୟପାଳଙ୍କୁ ଭେଟି ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି, ରାଜ୍ୟବାସୀଙ୍କ…
ରାସ୍ତା ମଝିରେ ଗର୍ଜିଲେ ନବୀନ, ଭାଜପା କହିଲା…
ଭୁବନେଶ୍ୱର,୬।୧: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ ଏକାଠି ହୋଇ ରାଜରାସ୍ତାରେ ଗର୍ଜନ କରିଛନ୍ତି। ଆନ୍ଦୋଳନରେ ଭାଗ ନେଇ ଗଣବିକ୍ଷୋଭକାରୀଙ୍କ ମନରେ ରଣହୁଙ୍କାର…
ଦରଦାମ୍ ବୃଦ୍ଧି ନେଇ ନବୀନଙ୍କ କଡ଼ା କଥା, କହିଲେ ଡବଲ ଇଞ୍ଜିନ ସରକାର ଲୋକଙ୍କୁ…
ଭୁବନେଶ୍ୱର,୬ା୧: ଦରଦାମ୍ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି ।ଲୋୟର ପିଏମ୍ଜି ଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦରବୃଦ୍ଧି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଜେଡି ଘେରିଛି । ଏହି ଆନ୍ଦୋଳନରେ ନିଜେ ବିଜେଡି ସୁପ୍ରିମୋ ନବୀନ…
ଅସହାୟଙ୍କ ମୁହଁରେ ଫୁଟିଲା ହସ
ଭୁବନେଶ୍ୱର,୬।୧: ଭୁବନେଶ୍ୱରର ଚନ୍ଦକାସ୍ଥିତ ଗୋଡ଼ି ବାରିର ଚାରୋଟି ବସ୍ତିରେ ରହୁଥିବା ଅସହାୟ ଲୋକଙ୍କୁ କଟକର ଅଗ୍ରଣୀ ସାମାଜିକ ସଂଗଠନ ‘ଶ୍ରୀହରି ଫାଉଣ୍ଡେଶନ’ ପକ୍ଷରୁ ପାଖାପାଖି ଦୁଇଶହ କମ୍ବଳ ବଣ୍ଟନ କରାଯାଇଛନ୍ତି। ଏହାସହିତ ନୂଆଶର୍ଟ, ପ୍ୟାଣ୍ଟ, ଡ୍ରେସ, ଶାଢ଼ି, ସ୍ବେଟର୍ ଆଦି ବଣ୍ଟନ…
ବର୍ଷାଙ୍କୁ ଚ୍ୟାଲେଞ୍ଜ ଦେଲେ ଅନୁଭବ, କହିଲେ ଆସ ଚ୍ୟାନେଲରେ ବସି ମୁହାଁମୁହିଁ ଆଲୋଚନା କରିବା
ଭୁବନେଶ୍ୱର,୬।୧: ଓଲିଉଡର ଚର୍ଚ୍ଚିତ ଯୋଡ଼ି ବର୍ଷା ପ୍ରିୟଦର୍ଶନୀ-ଅନୁଭବ ମହାନ୍ତି କୌଣସି ନା କୌଣସି କାରଣରୁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । ପ୍ରଥମେ ଅନୁଭବ ତାଙ୍କ ଅଟୋବାୟୋଗ୍ରାଫି ପାଇଁ ଚର୍ଚ୍ଚାରେ ଥିବାବେଳେ ପରେ ବର୍ଷା ନିଜର ଫିଲ୍ମ ୱାଇଫକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି।…
୧୫ ସୁଦ୍ଧା ଜିଲା ସଭାପତି ତାଲିକା ଘୋଷଣା କରିବ ଭାଜପା
ଭୁବନେଶ୍ୱର, ୬ା୧(ସୁନିତ୍ ମିଶ୍ର): ଭାଜପାର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଖୁବ୍ଶୀଘ୍ର ଶେଷ ହୋଇଯିବ। ଆସନ୍ତା ୧୫ ତାରିଖ ଭିତରେ ସବୁ ଜିଲାର ସଭାପତି ପଦ ଘୋଷଣା ହୋଇଯିବ। ୯ ତାରିଖରେ ଏହି ପଦବୀ ନେଇ ନାମାଙ୍କନ ପ୍ରକ୍ରିୟା ସରିବ। ଯେଉଁମାନଙ୍କ ନାଁ…
ଏମ୍ପିଙ୍କ ନାଁ ନ ଥିବାରୁ ବିଧାୟକ ନାଁରେ କଳା ବୋଳିଲେ
ଭୁବନେଶ୍ୱର, ୬ା୧ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ରବିବାର ସହରର ୩ଟି ସ୍ଥାନରେ ଶୌଚାଳୟ ଉଦ୍ଘାଟିତ ହୋଇଛି। ଓ୍ବାର୍ଡ ନଂ. ୩୭ ଅନ୍ତର୍ଗତ କସ୍ତୁରବା ସ୍କୁଲ ନିକଟ, ଓ୍ବାର୍ଡ ନଂ. ୬୭ର ସୁନ୍ଦରପଦା ହାଟ ଏବଂ ଓ୍ବାର୍ଡ…
ପୁଣି ଆଳୁ ଦେଲା ଟେନଶନ୍, କିଲୋ ପିଛା ୧୦ଟଙ୍କା ବଢିଲା
ଭୁବନେଶ୍ୱର, ୬।୧: ବଜାରରେ ପୁଣି ବଢିଛି ଆଳୁ ଦର। ମଝିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀ ଆଳୁ ଅଟକାଇ ଦେଇଥିବାରୁ ଆଳୁ ଦର ୫୦ ଟଙ୍କା ଯାଏ ବଢିଥିଲା। ହେଲେ ଗତକାଲି ଠାରୁ ହଠାତ ଅତି ଦରକାରୀ ପରିବା ଆଳୁ କିଲୋ…
ରାସନ କାର୍ଡ e-KYC ଅବଧି ବଢାଇଲେ ସରକାର, ଜାଣନ୍ତୁ ଆଉ କେତେ ଦିନ ବାକି ରହିଲା
ଭୁବନେଶ୍ୱର, ୫।୧: ଖାଦ୍ୟ ସୁରକ୍ଷା ବ୍ୟବସ୍ଥାରେ ସୁବିଧା ପାଉଥିବା ହିତାଧିକାରୀଙ୍କ ପାଇଁ e-KYC ଅବଧି ବଢାଇଲେ ସରକାର। ପାଖ EPS କିମ୍ବା ରାସନ ଯୋଗାଣ କେନ୍ଦ୍ରରେ e-KYC କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ପୂର୍ବରୁ ଜାନୁଆରୀ ୧୫ ତାରିଖ ଯାଏ ଏହି…
ଆରମ୍ଭ ହେଲା ଆଦିବାସୀ ମେଳା: ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ
ଭୁବନେଶ୍ୱର,୫ା୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଛି ଆଦିବାସୀ ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍ଘାଟନ କରିଛନ୍ତି। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଆଦିବାସୀ ମେଳା। ପ୍ରବାସୀ ଭାରତୀୟ ଦିବସକୁ ଉପଲକ୍ଷେ ଚଳିତ ବର୍ଷ ଜାନୁଆରୀ ୨୬…
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ, ଜାଣନ୍ତୁ ମିଳିବ କେତେ…
ଭୁବନେଶ୍ୱର,୫ା୧: ଶୁଭାରମ୍ଭ ହୋଇଛି ସହିଦ୍ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା। ରବିବାର ଆଦିବାସୀ ସହିତ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବଢିବା…
Archives


