ମେଟ୍ରୋ

ଇସ୍ପାତ ଓ ଖଣି ବିଭାଗରେ ୬୫ ଅଫିସର ଯୋଗ ଦେଲେ

ଭୁବନେଶ୍ୱର,୧୦ା୨(ବ୍ୟୁରୋ):ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ୫-ଟି, ମୋ ସରକାର ଭଳି ଅଭିନବ କାର୍ଯ୍ୟକ୍ରମ କରିଛନ୍ତି। ଏସବୁ କେତେଦୂର ଆଶ୍ଚର୍ଯ୍ୟଚକିତ ଓ ଅଭିନବ କୌଶଳ ତାହା ବଡ଼ କଥା ନୁହେଁ। ବାସ୍ତବ କ୍ଷେତ୍ରରେ କାର୍ଯ୍ୟକାରିତା ହେଉଛି ଏହାର...

ଓଡ଼ିଶା ପାଇଁ ସ୍ବତନ୍ତ୍ର ପାହ୍ୟା ଦାବି କଲା ବିଜେଡି

ନୂଆଦିଲ୍ଲୀ,୧୦ା୨:ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ଓଡ଼ିଶାକୁ ସ୍ବତନ୍ତ ଫୋକସ ପାହ୍ୟା ପ୍ରଦାନ ଲାଗି ବିଜେଡି ଗୁରୁବାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛି। ଲୋକ ସଭାରେ କେନ୍ଦ୍ର ବଜେଟ ଉପରେ ଆଲୋଚନା ବେଳେ ବରିଷ୍ଠ ବିଜେଡି ସଦସ୍ୟ ଭର୍ତ୍ତୃହରି ମହତାବ କୌଣସି...

ଗୋପାଳଙ୍କୁ ଗୁଜରାଟ କାହିଁକି ନେଲେ

ଭୁବନେଶ୍ୱର(ବ୍ୟୁରୋ)/କଟକ ଅଫିସ,୧୦ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବହିଷ୍କୃତ ଏଏସ୍‌ଆଇ ଗୋପାଳ କୃଷ୍ଣ ଦାସଙ୍କୁ କ୍ରାଇମ୍‌ବ୍ରାଞ୍ଚ ବୁଧବାରଠାରୁ ପୁଣି ୫ଦିନିଆ ରିମାଣ୍ଡରେ ଆଣିଛି। ତୃତୀୟ ପର୍ଯ୍ୟାୟ ରିମାଣ୍ଡରେ ଆଣିବା ପରେ ତାଙ୍କୁ ରାତିରେ ଗୁଜରାଟ...

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୧ଟା ୪୫ରେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବା ପରେ ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା...

ରାଜ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ହେଲେ ସୁଶାନ୍ତ କୁମାର ମହାନ୍ତି

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ହେଲେ ବରିଷ୍ଠ ସାମ୍ବାଦିକ ସୁଶାନ୍ତ କୁମାର ମହାନ୍ତି। ଏନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଥିବା କମିଟିର ସୁପାରିଶ ଆଧାରରେ...

ଓଡ଼ିଆରେ ଇଞ୍ଜିନିୟରିଂ ଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି

ଭୁବନେଶ୍ୱର, ୯।୨(ବ୍ୟୁରୋ): ଆଞ୍ଚଳିକ ବା ମାତୃଭାଷାରେ ବୈଷୟିକ ଶିକ୍ଷା ପ୍ରଚଳନ ପାଇଁ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଯେଉଁ ଉଦ୍ୟମ ଆରମ୍ଭ କରିଛି, ତାହା ସଫଳତା ଏବେଠୁ ପ୍ରତିଫଳିତ ହେଲାଣି। ବିଶେଷକରି ଓଡ଼ିଆରେ ଇଞ୍ଜିନିୟରିଂ ପାଠପଢ଼ିବା ପାଇଁ ସର୍ବାଧିକ ଆଗ୍ରହ...

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହା

ଭୁବନେଶ୍ୱର,୯ା୨(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ସେ ଲୋକ ସଭା ପ୍ରବାସ କାର୍ଯ୍ୟକ୍ରମ ପାଇଁ ଢେଙ୍କାନାଳ ଏବଂ ଭଦ୍ରକ ଗସ୍ତ କରିବେ। ସେଠାରେ ବିଭିନ୍ନ ଜନସଭାକୁ ସମ୍ବୋଧନ କରିବା...

ସିଭିଲ ସର୍ଭିସ୍‌ ପାଇଁ ମାଗଣା କୋଚିଂ ଭେଳିକି

ଭୁବନେଶ୍ୱର, ୯।୨(ବ୍ୟୁରୋ): ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଓଡ଼ିଆଙ୍କ ସଫଳତା ହାର ନୈରାଶ୍ୟଜନକ ରହୁଛି। ଏ କ୍ଷେତ୍ରରେ ନିଜ ଛାତ୍ରୀଛାତ୍ରଙ୍କୁ ଦକ୍ଷ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣା ଆଇଏଏସ୍‌ କୋଚିଂ ବ୍ୟବସ୍ଥା କରାଯାଇଥିଲା। ୨୦୧୬-୧୭ରେ ବିଶ୍ବବିଦ୍ୟାଳୟଗୁଡ଼ିକରେ କୋଚିଂ...

ଇମ୍ରାନ୍‌ ଅଲ୍ଲୀ ପାଇବେ ‘ସମ୍ଭାବୀ ପୁରସ୍କାର’

ଭୁବନେଶ୍ୱର,୯।୨(ବ୍ୟୁରୋ): ଚଳିତବର୍ଷ ଡ. ଏମ୍‌ଡି ଇମ୍ରାନ୍‌ ଅଲ୍ଲୀଙ୍କୁ ୧୦ତମ ସମ୍ଭାବୀ ପୁରସ୍କାର ଦିଆଯିବ। ଏ ନେଇ ବୁଧବାର ଏକ ବୈଠକରେ ଜୁରି ସଦସ୍ୟମାନେ ସ୍ଥିର କରିଥିବା ନେଇ ବଂଶୀଧର ଏବଂ ଇଲା ଫାଉଣ୍ଡେଶନ ପକ୍ଷରୁ ସୂଚନାଇଛି। ଡ. ଅଲ୍ଲୀ ନିଶା...

୧୦ରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର, ୯।୨(ବ୍ୟୁରୋ): ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ଆସନ୍ତା ୧୦ ତାରିଖ ଅପରାହ୍ନ ୪ଟା ୧୫ରେ ଆରମ୍ଭ ହେବ। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ। ରାଷ୍ଟ୍ରପତି...

ଖରା ପାଇଁ ଖୋଲିବ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର, ୯।୨ (ବ୍ୟୁରୋ): ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ବୁଧବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଏମ୍‌ସି ଏବଂ ସମସ୍ତ ଲାଇନ୍‌...

ଚାଙ୍ଗ୍‌ ଗୁଙ୍ଗ୍‌ ବିଶ୍ୱବିଦ୍ୟାଳୟ ସହ କାର୍ଯ୍ୟ କରିବ ଏମ୍ସ

ଭୁବନେଶ୍ୱର, ୯।୨(ବ୍ୟୁରୋ): ଉନ୍ନତ ସ୍ବାସ୍ଥ୍ୟସେବା ପରିଚାଳନା, ରୋଗ ଚିହ୍ନଟ, ନିରାକରଣ ଓ ଚିକିତ୍ସା କ୍ଷେତ୍ରରେ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ(ଏଆଇ)ର ପ୍ରୟୋଗ ପାଇଁ ଭୁବନେଶ୍ୱର ଏମ୍ସ ତାଇୱାନର ଚାଙ୍ଗ୍‌ ଗୁଙ୍ଗ୍‌ ବିଶ୍ୱବିଦ୍ୟାଳୟ ସହିତ ମିଳିତ ଭାବେ କାର୍ଯ୍ୟ କରିବ। ଖୁବ୍‌ଶୀଘ୍ର ଏକ୍ଷେତ୍ରରେ ଗବେଷଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri