ମେଟ୍ରୋ

କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କହିଲେ -ଏମିତି କ’ଣ ଘଟିଛି ଯେ…

ଭୁବନେଶ୍ୱର,୨୬।୩: ଓଡ଼ିଶାରେ ଭାଜପା ସରକାର କ୍ଷମତାକୁ ଆସିବା ପରଠାରୁ ମହିଳା ବିରୋଧୀ ଅପରାଧ ବଢ଼ିବାରେ ଲାଗିଥିବା ଅଭିଯୋଗ ଆଣି କଂଗ୍ରେସ ଗୃହ କମିଟି ଗଠନ ଦାବିରେ ଅଟଳ ରହିଛି। ଏହାକୁ ନେଇ ହଟ୍ଟଗୋଳ ଜାରି ରହିଥିବାରୁ ବାଚସ୍ପତି କଂଗ୍ରେସ ବିଧାୟକଙ୍କ ଉପରେ…

ବିଧାନସଭାରେ ବିବୃତି ରଖିଲେ ବାଚସ୍ପତି, କହିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ କଂଗ୍ରେସ ବିଧାୟକଙ୍କୁ ନିଲମ୍ବନ ପ୍ରସଙ୍ଗ ଉପରେ ବିବୃତି ରଖିଲେ ବାଚସ୍ପତି ସୁରମା ପାଢ଼ୀ। ୨୫ ସୁଦ୍ଧା ନିର୍ଦ୍ଧରିତ ସମୟରୁ ୩୯ ଘଣ୍ଟା ୨ ମିନିଟ୍‌ ଗୃହ ଚାଲିପାରିନାହିଁ। ୨୧ରେ ଉପବାଚସ୍ପତି ବିଶୃଙ୍ଖଳିତ ଆଚରଣରୁ ନିବୃତ ରହିବାକୁ କହିଥିଲେ। ଏସବୁ…

‘ଦିଲ୍ଲୀରୁ ଆସିଛି ନିର୍ଦ୍ଦେଶ, ବିଧାନସଭାକୁ ଓ୍ବାସ୍‌ଆଉଟ୍‌ ଲାଗି ଷଡ଼ଯନ୍ତ୍ର ହେଉଛି’

ଭୁବନେଶ୍ୱର,୨୬।୩: ବିଧାନସଭାରୁ କଂଗ୍ରେସର ବିଧାୟକଙ୍କୁ ନିଲମ୍ବନ କରାଯିବା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଗୋଟିଏ ପଟେ କଂଗ୍ରେସର ବିଧାୟକମାନେ ଏହାକୁ ପ୍ରତିବାଦ କରୁଥିବା ବେଳେ ବିରୋଧୀ ଦଳ ବିଜେଡି ସପକ୍ଷରେ ବାହାରିଛି। ଏଭଳି ଘଟଣାକୁ ନେଇ ଏବେ ଆଇନ ମନ୍ତ୍ରୀ…

ଆଖି ଦେଖାଇଲେ ଅରୁଣ ସାହୁ, କହିଲେ ବିଧାନସଭା ଭିତରେ ପୋଲିସ କାହିଁକି ପୁରେଇଲ…

ଭୁବନେଶ୍ୱର,୨୬।୩: ନିଲମ୍ବନକୁ ନେଇ ବିଧାନସଭା ଭିତରେ ଏବଂ ବାହାରେ ହାଇଡ୍ରାମା । କଂଗ୍ରେସର ୧୪ ବିଧାୟକ ନିଲମ୍ବିତ ହେବା ପରେ କଂଗ୍ରେସ ସହ ପ୍ରତିବାଦକୁ ଓହ୍ଲାଇଛି ବିଜେଡି । ଏକାଠି ହୋଇଛନ୍ତି ବିଜେଡି-କଂଗ୍ରେସ । ବିଧାନସଭା ଗେଟ ସମ୍ମୁଖ ପାଲଟିଛି ରଣକ୍ଷେତ୍ର…

ସାଂଘାତିକ ଅଭିଯୋଗ ଆଣିଲେ ତାରା, କହିଲେ ଥାନାରେ FIR ଦେବି

ଭୁବନେଶ୍ୱର,୨୬।୩: ସାଂଘାତିକ ଅଭିଯୋଗ ଆଣିଛନ୍ତି କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି। ସେ ଥାନାରେ FIR ଦେବାକୁ ବାହାରିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ‘କଲର ଧରି ବିଧାନସଭା ସୁରକ୍ଷାକର୍ମୀ ମୋତେ ମାରିଛନ୍ତି । ମୋ ସୁନା ଚେନ ନେଇଯାଇଛନ୍ତି । ଗାଈ…

ସିପିଙ୍କ କଲର୍‌ ଟାଣି ଆଣିଲେ କଂଗ୍ରେସ କର୍ମୀ, ରାଜଧାନୀରେ ହଇଚଇ

ଭୁବନେଶ୍ୱର,୨୬।୩: ବିଧାନସଭାରୁ ନିଲମ୍ବିତ ହୋଇଛି କଂଗ୍ରେସ । କଂଗ୍ରେସର ୧୪ରୁ ୧୪ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ଗତକାଲି ୧୨ ବିଧାୟକଙ୍କ ପରେ, ଆଜି ଆଉ ବାକି ୨ ବିଧାୟକଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି । ଆଜି ବିଧାନସଭାରେ ତାରା…

ସବୁ ବିଧାୟକ ସସପେଣ୍ଡ ପରେ ସୁରଙ୍କ ସାଂଘାତିକ ବୟାନ, ଟେନଶନରେ ମୋହନ

ଭୁବନେଶ୍ୱର,୨୬।୩: ବିଧାନସଭାରୁ ନିଲମ୍ବିତ ହୋଇଛି କଂଗ୍ରେସ । କଂଗ୍ରେସର ୧୪ରୁ ୧୪ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ଗତକାଲି ୧୨ ବିଧାୟକଙ୍କ ପରେ, ଆଜି ଆଉ ବାକି ୨ ବିଧାୟକଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି । ଆଜି ବିଧାନସଭାରେ ତାରା…

ପ୍ରେସମିଟ୍‌ରେ ନରସିଂହଙ୍କ ବଡ଼ ଖୁଲାସା : ବାଚସ୍ପତିଙ୍କ ନାହିଁ …

ଭୁବନେଶ୍ୱର,୨୬।୩: ବିଧାୟକଙ୍କ ନିଲମ୍ବନକୁ ନେଇ କଂଗ୍ରେସ ପ୍ରେସମିଟ୍‌ କରିଛି। ଘଟଣାକୁ ନିନ୍ଦା କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବରିଷ୍ଠ ନେତା ନରସିଂହ ମିଶ୍ର। ବିଧାନସଭା ଉପରେ ବାଚସ୍ପତିଙ୍କ ନିୟନ୍ତ୍ରଣ ନ ଥିବା ସେ ଅଭିଯୋଗ କରିଛନ୍ତି। ବିଧାୟକଙ୍କୁ ଭେଟିବାକୁ ବିଧାନସଭା…

ସସ୍‌ପେଣ୍ଡ ପରେ ଗର୍ଜିଲେ ତାରା, କହିଲେ ବାପାଙ୍କ ଚାକର…

ଭୁବନେଶ୍ୱର,୨୬।୩: ବିଧାନସଭାରୁ ଆସିଛି ବଡ଼ ଖବର। ଗୃହରୁ ନିଲମ୍ବିତ ହୋଇଛନ୍ତି କଂଗ୍ରେସର ସବୁ ବିଧାୟକ। ମଙ୍ଗଳବାର କଂଗ୍ରେସର ୧୨ଜଣ ବିଧାୟକ ନିଲମ୍ବିତ ହୋଇଥିବାବେଳେ ଆଜି ଆଉ ୨ଜଣ ସସପେଣ୍ଡ ହୋଇଛନ୍ତି। କଂଗ୍ରେସ ବିଧାୟକ ତାରା ବାହିନୀପତି ଓ ରମେଶ ଜେନା ସସପେଣ୍ଡ…

ପୁଣି ଜଣେ ବିଧାୟକଙ୍କୁ ୭ ଦିନ ପାଇଁ ସସ୍‌ପେଣ୍ଡ୍‌ କଲେ ବାଚସ୍ପତି, କହିଲେ ଦାଗିଦ୍‌ ସତ୍ତ୍ୱେ…

ଭୁବନେଶ୍ୱର,୨୬ା୩: ଏବେ ବିଧାନସଭାରୁ ଖାଲି ବିଧାୟକ ସସ୍‌ପେଣ୍ଡ୍‌ ହେବାରେ ଲାଗିଛନ୍ତି। ମଙ୍ଗଳବାର ବିଧାନସଭାରୁ ୧୨ ଜଣ ବିଧାୟକଙ୍କୁ ସସ୍‌ପେଣ୍ଡ ବା ନିଲମ୍ବନ କରାଯାଇଥିବା ବେଳେ ଆଜି ବୁଧବାର ଆଉ ଦୁଇ କଂଗ୍ରେସ ବିଧାୟକଙ୍କୁ ସସ୍‌ପେଣ୍ଡ୍‌ କରାଯାଇଛି। ଏହି ଦୁଇ ବିଧାୟକ ହେଲେ…

ରାଜନୀତିରେ ଚହଳ, ବିଧାନସଭାରୁ ସବୁ କଂଗ୍ରେସ ବିଧାୟକ ନିଲମ୍ବିତ

ଭୁବନେଶ୍ୱର,୨୬।୩: ଧାରଣାରୁ ଉଠି ପୁଣି ଗର୍ଜିଛି କଂଗ୍ରେସ । ପ୍ରତିବାଦବେଳେ ବୁଧବାର ବିଧାନସଭାର ଘେରିଛନ୍ତି ବିରୋଧୀ କଂଗ୍ରେସ । ଖାଲି ସେତିକି ନୁହେଁ ସବୁଠୁ ରୋଚକ ଦୃଶ୍ୟ ହେଉଛି କଂଗ୍ରେସ ଓ ବିଜେଡି ମିଶି ବିଧାନସଭା ଘେରିଛନ୍ତି। ବିଧାନସଭା ବାହାରେ ଏକାଠି…

ମିଶିଗଲେ ବିଜେଡି, କଂଗ୍ରେସ: ଭାଙ୍ଗିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବାଚସ୍ପତିଙ୍କ ବିବୃତି ଦାବି କଲା ବିଜେଡି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ଦାବି କରିଛନ୍ତି। ଏ ନେଇ କକ୍ଷତ୍ୟାଗ କରିଛନ୍ତି ବିଜେଡି ବିଧାୟକ। ଅନ୍ୟପକ୍ଷେ ଘଣ୍ଟ ପିଟି ବିଧାନସଭା ଅଭିମୁଖେ ବାହାରିଥିଲେ କଂଗ୍ରେସ ବିଧାୟକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?