ମେଟ୍ରୋ

ଓଡ଼ିଶା ଆସିବେ ଆଉ ୩ ମହାବଳ

ଭୁବନେଶ୍ୱର,୨ା୧: ଓଡ଼ିଶା ଆସିବେ ଆଉ ୩ ମହାବଳ। ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଏହି ୩ ବାଘ ଓଡ଼ିଶା ଆସିବା ପରେ ତାଙ୍କୁ ଡେବ୍ରିଗଡ଼ ଅଭୟାରଣ୍ୟରେ ଛଡ଼ାଯିବ। ୫ ମହାବଳରୁ ଯମୁନା, ଜିନ୍ନତ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବଢିଲା ଭତ୍ତା ରାଶି, ଏଣିକି ପାଇବେ…

ଭୁବନେଶ୍ୱର,୨।୧: ସ୍ବାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ଗୁରୁବାର ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି। କାରାବରଣ କରିଥିବା ସ୍ବାଧୀନତା ସଂଗ୍ରାମୀଙ୍କ ପେନସନ ଦୁଇଗୁଣା ହୋଇଛି। କାରାବରଣ କରିଥିଲେ ୧୦ ହଜାର…

ରାଜଧାନୀରେ ମର୍ଡର: ଯୁବକଙ୍କୁ ହତ୍ୟା କରି ରେଳଧାରଣାରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଭୁବନେଶ୍ୱରୀ,୨ା୧: ରାଜଧାନୀ ଭୁବନେଶ୍ବରରେ ଥମୁନି ମର୍ଡର। ଗୋଟିଏ ପରେ ଗୋଟିଏ ମୁଣ୍ଡ ଗଡ଼ାଇ ଚାଲିଛନ୍ତି ଦୁର୍ବୃତ୍ତ। ଗୁରୁବାର ପୁଣି ଏକ ବୀଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ…

ଥରାଉଛି ଶୀତ, ଆହୁରି ଖସିବ ତାପମାତ୍ରା

ଭୁବନେଶ୍ୱର,୨ା୧: ରାଜ୍ୟକୁ ଫେରିଛି ଶୀତ। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଗୁରୁବାରଠାରୁ ୪ ତାରିଖ ମଧ୍ୟରେ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି…

ଚଳିତବର୍ଷ ୨ ସୂର୍ଯ୍ୟୋପରାଗ, ୨ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେଉଁ କେଉଁ ତାରିଖରେ ପଡ଼ିବ

ଭୁବନେଶ୍ୱର, ୨।୧(ସୁଚିସ୍ମିତା ସାହୁ): ଚଳିତବର୍ଷ ମୋଟ ଚାରୋଟି ପରାଗ ଓ ଗ୍ରହଣ ସଂଗଠିତ ହେବ। ସେଥିରୁ ଦୁଇଟି ଆଶିଂକ ସୂର୍ଯ୍ୟାପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ। ସେଥିମଧ୍ୟରୁ କେବଳ ଗୋଟିଏ ପୂଣ୍ଣର୍ର୍ ଚନ୍ଦ୍ରଗ୍ରହଣ ଭାରତରୁ ଦେଖିହେବ ବୋଲି ଜନବିଜ୍‌ୟାନୀ ଡ. ଶୁଭେନ୍ଧୁ…

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ମୁକୁଳା ଡ୍ରେନର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୨।୧: ଗୁରୁବାର ସକାଳୁ ରାଜଧାନୀର ମୁକୁଳା ଡ୍ରେନର ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ରାଜଧାନୀର ବିଭିନ୍ନ ଡ୍ରେନ ଓ ପରିମଳ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ମନ୍ତ୍ରୀଙ୍କ ସହ ବିଏମ୍‌ସି ଏବଂ ବିଡିଏର…

ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ: ୩ରେ ନେବେ ଶପଥ

ଭୁବନେଶ୍ୱର, ୨ା୧(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ହରିବାବୁ କମ୍ଭମ୍‌ପତି ଶପଥ ନେବେ। ୩ ତାରିଖରେ ଶପଥ ଗ୍ରହଣ ସମାରୋହ କାର୍ଯ୍ୟକ୍ରମ ରହିଛି। ଗୁରୁବାର ସେ ଓଡ଼ିଶାରେ ପହଞ୍ଚତ୍ବେ। ରାଜଭବନରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହେବ। ମିଜୋରାମର ପୂର୍ବତନ…

ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ସାଢ଼େ ୭ ଲକ୍ଷକୁ ବୃଦ୍ଧି

ଭୁବନେଶ୍ୱର,୨ା୧(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଏହି ଶିକ୍ଷକ, ଅଣଶିକ୍ଷକ କର୍ମଚାରୀଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚ୍ୟୁଇଟି (ଡିସିଆର୍‌ଜି) ୫ ଲକ୍ଷରୁ…

୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବୀ: ମାର୍ଚ୍ଚ ୩୧ ସୁଦ୍ଧା ପ୍ରସ୍ତାବ ଦେବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧ା୧: ସରକାରଙ୍କ ଲୋକବଳ ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନ ଠାରେ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷମାନଙ୍କ ସହିତ ଆଲୋଚନାରେ କହିଛନ୍ତି। ବର୍ଷର ପ୍ରଥମ ଦିନରେ ରାଜ୍ୟରେ…

୪ ହଜାର ୨୨୨ କୋଟିର ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ୱର,୧।୧: ଓଡ଼ିଶାରେ ୨୫ଟି ପ୍ରକଳ୍ପକୁ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସରେ ମଞ୍ଜୁରୀ ମିଳିଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୬ଟି ସେକ୍ଟରରେ ୪ ହଜାର ୨୨୨ କୋଟିର ପୁଞ୍ଜି ନିବେଶକୁ ଅନୁମୋଦନ ମିଳିଛି। ରାଜ୍ୟର ୧୧ଟି ଜିଲାରେ ଏସବୁ…

ନୂଆବର୍ଷରେ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ସାମୁହିକ ଦାୟିତ୍ୱ ନେଇ କାମ କରନ୍ତୁ

ଭୁବନେଶ୍ୱର,୧ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସାମୁହିକ ଦାୟିତ୍ୱ (Collective Responsibility) ସହ କାମ କରି ସରକାରଙ୍କ କାର୍ଯ୍ୟକ୍ରମ ଗୁଡିକ ସଫଳ କରିବାକୁ ପରାମର୍ଶ ଦେଇଛନ୍ତି ।…

ନୂଆବର୍ଷରେ ନୂଆ ଉପହାର: ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ୩ ଆଇପିଏସ୍‌

ଭୁବନେଶ୍ୱର,୧ା୧: ରାଜ୍ୟ ସରକାର ନୂଆବର୍ଷରେ ୩ ବରିଷ୍ଠ ଆଇପିଏସ୍‌ଙ୍କୁ ନୂଆ ଉପହାର ଦେଇଛନ୍ତି। ଅର୍ଥାତ୍‌ ୩ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ସରକାର ପଦୋନ୍ନତି ଦେଇଛନ୍ତି। ୧୯୯୩ ବ୍ୟାଚ୍‌ର ୩ ଆଇପିଏସ୍‌ ବିନୟତୋଷ ମିଶ୍ର, ଆର୍‌ପି କୋଚେ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri