ମେଟ୍ରୋ

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ ଖର୍ଚ୍ଚରେ ସ୍ୱଚ୍ଛତା ଆଣିବା ପାଇଁ ଏଭଳି ବ୍ୟବସ୍ଥା କରାଯାଇଛି। ନିୟମ ଅନୁସାରେ, ନିର୍ବାଚନ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ମିଳିଛି। ସୂଚନା ଅନୁସାରେ, ସୌମ୍ୟ ହତ୍ୟା ମାମଲାରେ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ତାଙ୍କୁ…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର ଦୁଇ ଜଣ ସହଯୋଗୀଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ହୋଇଥିବା…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ ଜନତା ପାର୍ଟି ଭାଜପା ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଦଳ…

ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାତ୍କାର ମାମଲା: ଗପ ଶୁଣାଉଛି ପୋଲିସ

ଭୁବନେଶ୍ୱର,୪।୧୦ (ତ୍ରିନାଥ ମହାନ୍ତି): ନୟାପଲ୍ଲୀ ବେହେରାସାହି ବନ୍ଧୁକ ମୁନରେ ବଳାକତ୍ାର ମାମଲାରେ ଅଭିଯୁକ୍ତ ସନ୍ତୋଷ ପଣ୍ଡା ଓରଫ ଶ୍ରୀଧରଙ୍କୁ ପୋଲିସ ଗୁଳି କରିିବା ଘଟଣା ଏବେ ସାଧାରଣରେ ସନ୍ଦେହ ସୃଷ୍ଟି କରୁଛି। ପୋଲିସ ପକ୍ଷରୁ ଦିଆଯାଇଥିବା ବୟାନରେ ତାଳମେଳ ରହୁ ନ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ ବେଳେ ପୋଲିସ ଓ ଅଭିଯୁକ୍ତ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖସିବା…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଭାଜପା ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ଉପଲକ୍ଷେ ଦେଇଥିବା…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି ବରିଷ୍ଠ IAS ଅଧିକାରୀ ଜଣକ ବ୍ୟକ୍ତିଗତ ଏବଂ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଏହି…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା । ଅଭିଯୋଗ ଅନୁସାରେ, ଯୁବତୀଜଣକ ଘରେ ଏକୁଟିଆ ଥିବା ବେଳେ ତାଙ୍କୁ ବଳାତ୍କାର…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାପାଳଙ୍କ ସହ ଆଲୋଚନାକରି ବର୍ଷା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?