ନୂଆପଡ଼ା ଫଳାଫଳ ପରେ ମୁହିଁ ଖୋଲିଲେ ବିଜେଡି ନେତା ସମ୍ବିତ: କ’ଣ ପାଇଁ ତୃତୀୟ ସ୍ଥାନକୁ ଆସିଲୁ…
ଭୁବନେଶ୍ୱର,୧୭।୧୧: ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ସୋମବାର ମୁହଁ ଖୋଲିଛନ୍ତି। ବିଜେଡିର ଉପନିର୍ବାଚନ ପରିଚାଳନାକୁ ନେଇ ସମ୍ବିତ ନାପସନ୍ଦ କରିଛନ୍ତି। ଏପରିକି ନିର୍ବାଚନ ମଣ୍ଡଳୀ ବାହାର ପ୍ରାର୍ଥୀ ଚୟନକୁ ନେଇ ସମ୍ବିତ ପ୍ରଶ୍ନ ଉଠାଇଛନ୍ତି।...
ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ: ୨ ଦଫା ଦାବି ନେଇ…
ଭୁବନେଶ୍ୱର,୧୭।୧୧(ଅନୁରାଧା ମହାରଣା):୨ ଦଫା ଦାବି ନେଇ ଡିସେମ୍ବର ୧ରୁ ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇବେ। ମୂଳ ପଦବୀକୁ ଉନ୍ନୀତ କରି ୪୨୦୦ ଗ୍ରେଡ୍ ପେ’ ପ୍ରଦାନ, ୨୦୦୧ରୁ ୨୦୨୪ ମସିହା ପର୍ଯ୍ୟନ୍ତ ୬ ବର୍ଷର କାର୍ଯ୍ୟକାଳକୁ ମୂଳ ଚାକିରିରେ ଗଣନା...
ଓଡ଼ିଶା ଉପରେ ଆତଙ୍କବାଦୀଙ୍କ ନଜର: ଗୋଇନ୍ଦାକୁ ଅଧିକ ସକ୍ରିୟ
ଭୁବନେଶ୍ୱର,୧୭ା୧୧(ତ୍ରିନାଥ ମହାନ୍ତି):ଆତଙ୍କବାଦୀଙ୍କ ଦିଲ୍ଲୀ ବିସ୍ଫୋରଣ ପରେ ଓଡ଼ିଶା ହାଇଆଲର୍ଟରେ ରହିଛି। ପୁରୀ, ଭୁବନେଶ୍ୱର, କଟକ, ପାରାଦୀପ, ବାଲେଶ୍ୱର, ସମ୍ବଲପୁର, ରାଉରକେଲା ଭଳି ବଡ଼ ସହର ସମେତ ରାଜ୍ୟର ବିଭିନ୍ନ ସମ୍ବେଦନଶୀଳ ସ୍ଥାନ, ଉପକୂଳ ତଥା ସମୁଦ୍ରାଞ୍ଚଳରେ ସୁରକ୍ଷା ବଢାଇ ଦିଆଯାଇଛି।...
ନୂଆପଡ଼ା ଫଳାଫଳରେ କାରସାଦି ଅଭିଯୋଗ: ନିର୍ବାଚନ କମିଶନଙ୍କୁ ନିନ୍ଦା କଲେ ସ୍ନେହାଙ୍ଗିନୀ ଛୁରିଆ
ନୂଆପଡ଼ା,୧୬ା୧୧: ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେଡି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନ କରିବା ସହ ନିର୍ବାଚନ କମିଶନଙ୍କୁ କଡ଼ା ନିନ୍ଦା କରିଛନ୍ତି।...
ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କୁ ବଡ଼ ଆଶ୍ୱସ୍ତି, ଜରିମାନା ୫୦% ହ୍ରାସ କଲେ ଓଡ଼ିଶା ସରକାର
ଭୁବନେଶ୍ୱର,୧୬ା୧୧: ଟ୍ରାଫିକ୍ ନିୟମ ଉଲ୍ଲଂଘନ କରିଥିବା ଯାନବାହନ ମାଲିକ ଓ ଚାଳକମାନଙ୍କ ପାଇଁ ଓଡ଼ିଶା ସରକାର ଏକ ବଡ଼ ରିହାତି ଘୋଷଣା କରିଛନ୍ତି। ମୋଟର ଯାନ ଆଇନ୍, ୧୯୮୮ ଅନୁଯାୟୀ କିଛି ନିର୍ଦ୍ଦିଷ୍ଟ ଉଲ୍ଲଂଘନ କ୍ଷେତ୍ରରେ ପଡ଼ି ରହିଥିବା ଜରିମାନା...
ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟରେ ସାମାନ୍ୟ ସୁଧାର, ବୁଲେଟିନ୍ ଜାରି କଲା ଏମ୍ସ
ଭୁବନେଶ୍ୱର,୧୬ା୧୧: ଅସୁସ୍ଥତା ଯୋଗୁଁ ଏମ୍ସରେ ଚିକିତ୍ସାଧୀନ ଥିବା ଲୋକପ୍ରିୟ ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଛି। ଏମ୍ସ ପକ୍ଷରୁ ଜାରି ହୋଇଥିବା ସଦ୍ୟ ସ୍ୱାସ୍ଥ୍ୟ ବୁଲେଟିନ୍ ଅନୁଯାୟୀ, ତାଙ୍କର ‘ସେନ୍ସୋରିୟମ୍’ (ସମ୍ବେଦନଶୀଳତା)ରେ ଉନ୍ନତି ଘଟିଛି ଏବଂ...
ଭକ୍ତ ଦାସଙ୍କୁ କଡ଼ା କାଉଣ୍ଟର କଲେ ପୃଥ୍ବୀରାଜ ହରିଚନ୍ଦନ, କହିଲେ ନିଜ ପରାଜୟ ପାଇଁ…
ଭୁବନେଶ୍ୱର,୧୬ା୧୧: ନୂଆପଡ଼ା ପରାଜୟ ପରେ ଗୃହଶତ୍ରୁ ବିଭୀଷଣ କଥା ଉଠାଇଥିବାରୁ ରାଜ୍ୟ କଂଗ୍ରେସ ସଭାପତି ଭକ୍ତ ଦାସଙ୍କୁ କଡ଼ା କାଉଣ୍ଟର କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କଟାକ୍ଷ କରି ସେ କହିଛନ୍ତି, ହାରିବାର ଅନେକ କାରଣ ବାହାରେ, ଜିତିବାର କାରଣ...
ନୂଆପଡ଼ା ଉପନିର୍ବାଚନ ପରେ ରାଜନୈତିକ ପରିବର୍ତ୍ତନର ସମ୍ଭାବନା, ଭାଙ୍ଗିଯିବ…
ଭୁବନେଶ୍ୱର,୧୬ା୧୧(ସୁନିତ୍ ମିଶ୍ର): ନୂଆପଡ଼ା ଉପନିର୍ବାଚନ ଫଳାଫଳ ଆସିବା ପରେ ଓଡ଼ିଶା ରାଜନୀତିରେ ଅନେକ ରାଜନୈତିକ ଅଙ୍କ ବଦଳିବା ନେଇ ଏବେଠାରୁ ଚର୍ଚ୍ଚା ହେଲାଣି। ଯଦିଓ ଏବେ ବିରୋଧୀ ଆସନରେ ବସୁଛି ତଥାପି ବିଜେଡିର ଭବିଷ୍ୟତ ଏବଂ ଆଭ୍ୟନ୍ତରୀଣ ରାଜନୀତି ବିଷୟରେ...
ଡିଏସ୍ପି, ଆଇଆଇସିଙ୍କ ବଦଳି ଅଙ୍କ ଛିଣ୍ଡୁନି
ଭୁବନେଶ୍ୱର,୧୬ା୧୧(ତ୍ରିନାଥ ମହାନ୍ତି): ରାଜ୍ୟ ପୋଲିସ ବିଭାଗରେ ସବୁକିଛି ଠିକ୍ଠାକ୍ ଚାଲିନାହିଁ। ଡିଏସ୍ପି, ଆଇଆଇସିଙ୍କ ବଦଳି ଓ ନୂଆ ଦାୟିତ୍ୱକୁ ନେଇ ଅଙ୍କ ଛିଣ୍ଡୁନି। ଫଳରେ ପଦୋନ୍ନତି ପାଇବାର ୬ ମାସ ବିତିଯାଇଥିଲେ ମଧ୍ୟ ଡିଏସ୍ପିମାନେ ଏବେବି ଥାନା ଦାୟିତ୍ୱରେ ରହିଛନ୍ତି।...
ଜୟଙ୍କ ନେତୃତ୍ୱରେ ୧ ନମ୍ବର ଜିଲା ହେବ ନୂଆପଡ଼ା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬ା୧୧(ସୁନିତ୍ ମିଶ୍ର): ଭାଜପା ନୂଆପଡ଼ା ଉପନିର୍ବାଚନରେ ବିଜୟ ଲାଭ କରି ଇତିହାସ ରଚିଛି। ନୂଆପଡ଼ାବାସୀ ଭାଜପା ଉପରେ ଭରସା ଓ ବିଶ୍ୱାସ ରଖିଛନ୍ତି। ନୂଆପଡ଼ାରେ ଏଥର ବିକାଶ ହେବ। ଭାଜପା ସରକାର ସେଠାରେ ୧୪୨୧ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା...
ଓଡ଼ିଶାର ସବୁ ବନ୍ଦରରେ ରହିବ କୋଷ୍ଟଗାର୍ଡ ବର୍ଥ
ପାରାଦୀପ ୧୬ା୧୧(ଶରତ ରାଉତ): ସାମ୍ପ୍ରତିକ ଭୂ-ରାଜନୈତିକ ଓ ସାମରିକ ଘଟଣାକ୍ରମକୁ ଦେଖିଲେ ଉପକୂଳ ଅଞ୍ଚଳ ଓ ବନ୍ଦରଗୁଡ଼ିକର ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇପଡ଼ିଛି। ଏହାକୁ ହୃଦୟଙ୍ଗମ କରାଯାଇ ଓଡ଼ିଶା ସମେତ ପୂର୍ବ ଭାରତର ଉପକୂଳ ନିରାପତ୍ତା ନିମନ୍ତେ କେତେକ ବର୍ଦ୍ଧିତ ପ୍ରକଳ୍ପ...
ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫ା୧୧: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏମ୍ସ ଡାକ୍ତରଙ୍କ ସହ ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ହ୍ୟୁମାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆଣିବାକୁ ଉଦ୍ୟମ ଜାରି ରଖିବାକୁ...
Archives


