ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର
ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ବାଂଲାଦେଶ ଉପକୂଳ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ମଧ୍ୟ…
ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍ଜା କଲା ବିଡିଏ
ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ ଭରତପୁର ଥାନା ପୋଲିସ ଏକ ମାମଲା ରୁଜୁ କରିଥିବାବେଳେ ବିଡିଏ ପୁନର୍ବାର ଉକ୍ତ…
୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ…
ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା
ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ଅନୁକୂଳ ହେଉଥିବାବେଳେ ୨୧ ଜିଲାକୁ…
ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର
ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’ ଶୀର୍ଷକ ଜାତୀୟ ସେମିନାର ଆୟୋଜିତ ହୋଇଛି। ଭାରତ ସରକାରଙ୍କ ଏମଏସଏମଇ ମନ୍ତ୍ରଣାଳୟ ଅଧୀନ…
ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ
ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ ପଦବୀରେ ନୂତନ ଦାୟିତ୍ୱ ଦିଆଯାଇଛି। ଏହି ଅଦଳବଦଳରେ ଗୋଇନ୍ଦା ବିଭାଗ, ଆର୍ଥିକ ଅପରାଧ…
୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଯିବ।…
ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ୧୯୫୮ରେ ‘ମା’ ଚଳଚ୍ଚିତ୍ରରୁ ପ୍ରଚ୍ଛଦପଟ୍ଟ…
ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର
ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ ରୋଷେଇ ତେଲ ଦର ଉପରେ କୌଣସି ନିୟନ୍ତ୍ରଣ ନ ଥିବାବେଳେ ଏବେ ଚିନି…
ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…
ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍ଲାଇନ୍ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢିଛି। କାରଣ ଝାରପଡ଼ା ଜେଲରେ ଥିବା ଆବଶ୍ୟକୀ କ୍ଷମତାଠାରୁ ଅଧିକ ବିଚାରାଧୀନ…
କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍
ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍ବଶତଃ ଏକ ଧାତବ ପିନ୍ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍ଭାନ୍ସ ଏଣ୍ଡୋସ୍କୋପି ପଦ୍ଧତିରେ ପିନ୍ଟିକୁ ସଫଳତାର ସହ ବାହାର କରିିଛନ୍ତି। ଲଗାତର ବାନ୍ତିହେବା ପରେ…
ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା
ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। ହେଲେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ…

