ମେଟ୍ରୋ

ନୂଆବର୍ଷରେ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ସାମୁହିକ ଦାୟିତ୍ୱ ନେଇ କାମ କରନ୍ତୁ

ଭୁବନେଶ୍ୱର,୧ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସାମୁହିକ ଦାୟିତ୍ୱ (Collective Responsibility) ସହ କାମ କରି ସରକାରଙ୍କ କାର୍ଯ୍ୟକ୍ରମ ଗୁଡିକ ସଫଳ କରିବାକୁ ପରାମର୍ଶ ଦେଇଛନ୍ତି ।…

ନୂଆବର୍ଷରେ ନୂଆ ଉପହାର: ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ୩ ଆଇପିଏସ୍‌

ଭୁବନେଶ୍ୱର,୧ା୧: ରାଜ୍ୟ ସରକାର ନୂଆବର୍ଷରେ ୩ ବରିଷ୍ଠ ଆଇପିଏସ୍‌ଙ୍କୁ ନୂଆ ଉପହାର ଦେଇଛନ୍ତି। ଅର୍ଥାତ୍‌ ୩ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ସରକାର ପଦୋନ୍ନତି ଦେଇଛନ୍ତି। ୧୯୯୩ ବ୍ୟାଚ୍‌ର ୩ ଆଇପିଏସ୍‌ ବିନୟତୋଷ ମିଶ୍ର, ଆର୍‌ପି କୋଚେ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା…

ନୂଆବର୍ଷରେ ଭାଜପାକୁ ନେଇ ଏମିତି କହିଲେ ମନମୋହନ

ଭୁବନେଶ୍ୱର,୧।୧: ଭାଜପାକୁ ନେଇ ଲୋକଙ୍କ ବିଶ୍ୱାସ ଭରଷା ବଢ଼ିଛି। ଆଗାମୀ ପଞ୍ଚାୟତ ନିର୍ବାଚନରେ ଭାଜପା ଯଶସ୍ବୀ ହେବ ବୋଲି ଭାଜପା ସଭାପତି ମନମୋହନ ସାମଲ ନୂଆବର୍ଷରେ କହଛନ୍ତି। ଓଡ଼ିଶାରେ ଭାଜପା ଅଦ୍ବିତୀୟ ସଂଗଠନ ହୋଇ ଛିଡ଼ା ହେବ। ଆଗକୁ ଆହୁରି ଶକ୍ତିଶାଳୀ…

୨୦୨୪ରେ ରାଜଧାନୀରେ ଘଟିଛି ୬୬ ହତ୍ୟାକାଣ୍ଡ

ଭୁବନେଶ୍ୱର,୧ା୧: କମିଶନରେଟ ପୋଲିସର ବାର୍ଷିକ ଅପରାଧିକ ରିପୋର୍ଟ ବୁଧବାର ସାମ୍ନାକୁ ଆସିଛି। ୨୦୨୩ରେ ଭୁବନେଶ୍ୱର ୟୁପିଡିରେ ୧୧ ହଜାର ୯୭୫ ମାମଲା ରୁଜୁ ହୋଇଥିବାବେଳେ ୨୦୨୪ରେ ୧୪ ହଜାର ୪୧୬ ମାମଲା ରୁଜୁ ହୋଇଛି। ଭୁବନେଶ୍ୱରରେ ୨୦୨୩ରେ ୫୨ ମର୍ଡର, ୨୦୨୪ରେ…

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ତାରିଖ ସୁଦ୍ଧା ସରିବ E-KYC

ଭୁବନେଶ୍ୱର,୧ା୧: ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଇ-କଓ୍ବୋଇସିକୁ ନେଇ ନୂଆବର୍ଷରେ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୧୫ ତାରିଖ ସୁଦ୍ଧା ଇ-କଓ୍ବୋଇସି ପ୍ରକ୍ରିୟା ସରିବ। ଏଥିପାଇଁ ବାହାର ରାଜ୍ୟକୁ ଅଧିକାରୀମାନେ ଯିବେ। ନିକଟରେ ଗୋଆକୁ ଯାଇ…

ଆସନ୍ତା ଫେବୃଆରୀରୁ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା

ଭୁବନେଶ୍ୱର,୧।୧: ଓଡ଼ିଶାରେ ଆସନ୍ତା ଫେବୃଆରୀ ମାସରୁ ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ଯୋଜନା। ଏଥିରେ ମହିଳାଙ୍କ ପାଇଁ ୧୦ ଓ ପୁରୁଷଙ୍କ ପାଇଁ ୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ସୁବିଧା କରାଯାଇଛି। ସ୍ଵାଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି…

ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି

ଭୁବନେଶ୍ୱର,୧।୧: ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି। ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ…

୨୦୦ ଆପରାଧିକ ମାମଲା, ୧୬୦ ସରକାରୀ ବାବୁ ଗିରଫ

ଭୁବନେଶ୍ୱର,୧ା୧(ସତ୍ୟଜିତ୍‌ ରାଉତ):ସରକାରୀ ଅର୍ଥ ଆତ୍ମସାତ୍‌ ହେଉ କିମ୍ବା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସହ ଲାଞ୍ଚ ମାମଲା। ଦୁର୍ନୀତିଗ୍ରସ୍ତ ସରକାରୀ ବାବୁମାନେ ଭିଜିଲାନ୍ସ ଜାଲରେ ଫସିବା ପରେ ସେମାନଙ୍କ କଳାକାରନାମା ପଦାକୁ ଆସୁଛି। ୨୦୨୪ରେ ରାଜ୍ୟ ଭିଜିଲାନ୍ସ ନିର୍ଦ୍ଦେଶାଳୟ ୨୦୦ ଆପରାଧିକ…

ପ୍ରବାସୀ ଭାରତୀୟ ଦିବସ ପାଇଁ ସଜେଇ ହେଉଛି ରାଜଧାନୀ

ଭୁବନେଶ୍ୱର,୧।୧(ସୁଚିସ୍ମିତା ସାହୁ):ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ସଜେଇ ହେଉଛି ରାଜଧାନୀ ଭୁବନେଶ୍ୱର। ବିଭିନ୍ନ ସ୍ଥାନରେ କାନ୍ଥଗୁଡ଼ିକ ପାରମ୍ପରିକ ଚିତ୍ରକଳାରେ ଝଲସୁଛି। ଏଥିରେ ଓଡ଼ିଶାର ଲୋକକଳା, ପରମ୍ପରା, ନୃତ୍ୟ ଭଳି ବିଭିନ୍ନ ପ୍ରକାର ଚିତ୍ରକଳା ଦେଖିବାକୁ ମିଳୁଛି। ଏହି ଚିତ୍ରକଳାଗୁଡ଼ିକରେ ଓଡ଼ିଆ ଅସ୍ମିତା…

ଆଜିଠୁ ଅଚଳ ହେବ ୩ ବର୍ଗର ବ୍ୟାଙ୍କ ଆକାଉଣ୍ଟ: ଆର୍‌ବିଆଇ

ଭୁବନେଶ୍ୱର,୧ା୧(ଅନୁରାଧା ମହାରଣା): ୨୦୨୫ର ପ୍ରଥମ ଦିନରୁ ବ୍ୟାଙ୍କ କାରବାର ସମ୍ପର୍କିତ ଅନେକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ତେବେ ଜାନୁଆରୀ ପହିଲାରୁ ୩ ପ୍ରକାରର ବ୍ୟାଙ୍କ ଆକାଉଣ୍ଟ ଅଚଳ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ବ୍ୟାଙ୍କିଙ୍ଗ…

ଏଥର ନୂଆବର୍ଷ ପାଳିବେନି ନବୀନ ପଟ୍ଟନାୟକ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୩୧।୧୨: ଏଥର ନୂଆ ବର୍ଷ ପାଳିବେନି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ…

ପ୍ରଣବଙ୍କ ପରେ କିଏ ହେବେ ଓସିଏ ସଭାପତି? ରେସ୍‌ରେ ଅଛନ୍ତି…

ଭୁବନେଶ୍ୱର,୩୧।୧୨: ଓସିଏ ପଦରୁ ପ୍ରଣବ ପ୍ରକାଶ ଦାସ ଇସ୍ତଫା ପରେ ଏବେ ନୂଆ ସଭାପତିକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି। ଓସିଏ ସଭାପତି ଦୌଡ଼ରେ ଏବେ ମୁଖ୍ୟତଃ ତିନି ନାଁକୁ ନେଇ ଚର୍ଚ୍ଚା ହେଉଛି । ସେମାନେ ହେଲେ ଓସିଏ ଆପେକ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri