ଆସନ୍ତା ୨୩ରୁ ୨୫ ଯାଏ କଲେଜ ବନ୍ଦ
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ...
ବାତ୍ୟା ବେଳେ ପାୱାର୍ କଟ ହେବ କି ନାହିଁ: ଶକ୍ତି ସଚିବ ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୨୨।୧୦: ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତିକୁ ନେଇ ଶକ୍ତି ସଚିବ ବଡ଼ ସୂଚନା ଦେଇଛନ୍ତି। ଶକ୍ତି ସଚିବ କହିଛନ୍ତି, ବିତରଣ କମ୍ପାନୀ ସ୍ତରରେ ୨ଟି କଣ୍ଟ୍ରୋଲ ରୁମ ଖୋଲାଯାଇଛି। ୧୦ ହଜାର ଷ୍ଟାଫ, ୮ ହଜାର ପୋଲ, ୫୦୦ ଟ୍ରାନ୍ସଫର୍ମର ରହିଛି।...
ଆସୁଛି ବାତ୍ୟା, ଜାଣନ୍ତୁ କେଉଁ ଦିନ କେତେ ବେଗରେ ବହିବ ପବନ
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର...
ସତ ହେଉଛି ପଞ୍ଜିକା ଗଣନା! ଭାଇରାଲ ହେଉଛି ଖଡିରତ୍ନ ପଞ୍ଜିକାର ପୃଷ୍ଠା, ଏହି ସବୁ ଅଞ୍ଚଳରେ ହେବ…
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର...
ବାତ୍ୟା ପ୍ରସ୍ତୁତି ନେଇ ସୁରେଶ ପୂଜାରୀଙ୍କ ବଡ଼ ସୂଚନା: ଆସନ୍ତାକାଲି ରାତି ସୁଦ୍ଧା ଲୋକଙ୍କୁ…
ଭୁବନେଶ୍ୱର,୨୨।୧୦: ବାତ୍ୟା ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜିଲା ପ୍ରଶାସନ ସହ ଯୋଗାଯୋଗରେ ଅଛୁ। ୨୫୦ଟି ରିଲିଫ ସେଣ୍ଟରର ବ୍ୟବସ୍ଥା କରାଯାଇଛି। ସବୁ ରିଲିଫ ସେଣ୍ଟରରେ ମହିଳା ପୋଲିସ ରହିବେ।...
ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ: ଏହି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର...
ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା
ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆସନ୍ତାକାଲି...
ସ୍କୁଟିରୁ ବାହାରିଲା ସାପ
ତ୍ରିଶୂଳିଆ,୨୨।୧୦(ତୁଷାରକାନ୍ତ ବେହେରା): ବାରଙ୍ଗ ବ୍ଲକ ଅଧୀନ ତ୍ରିଶୂଳିଆ ଛକ ନିକଟରେ କୁହ୍ନେଇଁପଡ଼ା ଗ୍ରାମର ଅଜୟ ଦାଶଙ୍କ ସ୍କୁଟିରୁ ଏକ ସାପ ଉଦ୍ଧାର କରାଯାଇଛି। ଯୁବକ ଜଣକ ସାପ କାମୁଡ଼ାରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ମଳିଥିବା ସୂଚନା ମୁତାବକ, ଅଜୟ ତ୍ରିଶୂଳିଆ...
ବାତ୍ୟା ‘ଦାନା’ ପାଇଁ ନନ୍ଦନକାନନରେ ସ୍ବତନ୍ତ୍ର ପ୍ରସ୍ତୁତି
ତ୍ରିଶୂଳିଆ,୨୨।୧୦(ତୁଷାରକାନ୍ତ ବେହେରା): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ ହୋଇଛନ୍ତି। ବାତ୍ୟା ଆରମ୍ଭରୁ ପ୍ରାଣୀଙ୍କୁ ଖୁଆଡ଼ ବାହାରକୁ ଛଡ଼ା ନ ଯାଇ ସେମାନଙ୍କୁ ଫିଡିଂ ଚାମ୍ବରରେ ରଖାଯିବ। ସେମାନଙ୍କ ପାଇଁ ଆବଶ୍ୟକ ଖାଦ୍ୟ ପାନୀୟ...
ବାତ୍ୟା ଛାନିଆ: ଆଳୁ କେଜି ୬୦, ପିଆଜ ୭୦
ଜଟଣୀ,୨୨ା୧୦(ରବୀନ୍ଦ୍ରନାଥ ମହାକୁଡ଼): ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଲୋକ ଆତଙ୍କିତ ହୋଇ ଅଧିକା କିଣାକିଣି କରୁଛନ୍ତି। ଏହାର ଫାଇଦା ଉଠାଇ କେତେଜଣ ଅସାଧୁ ବେପାରୀ ଦର ବଢ଼ାଇ ଦେଇଛନ୍ତି। ଫଳରେ ଜଟଣୀ ବଜାରରେ ଆଳୁ ଏକପ୍ରକାର ଉଭାନ୍ ହୋଇଯାଇଛି। ସୋମବାର ସକାଳେ...
ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ
ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି...
Archives


