ମେଟ୍ରୋ

ସରକାରଙ୍କ ବଡ଼ ଯୋଜନା: ବିଭାଜନ ହେବ ବ୍ଲକ, ବଢ଼ିବ ପଞ୍ଚାୟତ ସଂଖ୍ୟା

ଭୁବନେଶ୍ୱର,୨୯ା୧୨: ସରକାର ଏକ ବଡ଼ ଯୋଜନା ହାତକୁ ନେଇଛନ୍ତି। ରାଜ୍ୟରେ ଥିବା ବ୍ଲକଗୁଡ଼ିକ ବିଭାଜନ ହେବ। ଏଥିସହିତ ପଞ୍ଚାୟତ ସଂଖ୍ୟା ମଧ୍ୟ ବଢ଼ିବ। କିନ୍ତୁ ନୂଆ ବ୍ଲକ ପାଇଁ କ’ଣ ବନ୍ଦୋବସ୍ତ ହେବ ତାହା ବର୍ତ୍ତମାନ ଜଣାପଡ଼ିନାହିଁ। କାରଣ ଜନଗଣନା ଶେଷ…

ବର୍ଷ ଶେଷକୁ ଖୁସି ଖବର: ନନ୍ଦନକାନନରେ ଜନ୍ମ ନେଲା ସିମ୍ପାଞ୍ଜି ଶାବକ

ଭୁବନେଶ୍ୱର,୨୯।୧୨: ନୂଆବର୍ଷକୁ ନେଇ ସମସ୍ତଙ୍କ ମଧ୍ୟରେ ଉତ୍ସାହ ଭରି ରହିଥିବା ବେଳେ ବର୍ଷର ଶେଷ ମୁହୂର୍ତ୍ତରେ ଜୀବଜନ୍ତୁ ପ୍ରେମିକଙ୍କ ପାଇଁ ରବିବାର ଆସିଛି ଏକ ଖୁସି ଖବର। ଭୁବନେଶ୍ୱର ବାରଙ୍ଗସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ଶାବକକୁ ଜନ୍ମ ଦେଇଛି ମା’…

ବଢିବ ଶୀତ: ୨ ରୁ ୪ ଡିଗ୍ରୀ ହ୍ରାସ ପାଇବା ରାତି ତାପମାତ୍ରା

ଭୁବନେଶ୍ୱର,୨୯।୧୨: ଲଘୁଚାପ ବର୍ଷା ଯିବା ପରେ ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଶୀତ ବୃଦ୍ଧି ପାଇଛି। ଏଥିସହିତ ନୂଆବର୍ଷରେ ଜାନୁଆରୀ ୧ ରୁ ଜାନୁୟାରୀ ୪, ୨୦୨୫ ପର୍ଯ୍ୟନ୍ତ ପଶ୍ଚିମ ହିମାଳୟ ଅଞ୍ଚଳରେ କିଛି ସ୍ଥାନରେ ବର୍ଷା / ତୁଷାରପାତ ହେବାର…

ଘରୁ ଗୋଡ଼ କାଢ଼ିଲେଣି ନବୀନ: ୪ ଜିଲାକୁ ଯାଇ…

ଭୁବନେଶ୍ୱର,୨୯।୧୨: ସୋମବାର ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୪ ଜିଲା ଗସ୍ତ କରିବେ । ସେ କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି। ନବୀନ ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଗସ୍ତ କରିବେ…

କୋରାପୁଟ ଡକରିଘାଟି ବସ୍‌ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମୃତକଙ୍କ ପରିବାକୁ ମିଳିବ…

ଭୁବନେଶ୍ୱର,୨୯।୧୨: କୋରାପୁଟ ଡକରିଘାଟି ବସ୍‌ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୋକ ପ୍ରକାଶ କରିଛନ୍ତି। ଏହିଦୁର୍ଘଟଣାରେ ସେ ଗଭୀର ଦୁଃଖ ପ୍ରକାଶ କରି ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ଘୋଷଣା କରିଥିବା…

ବଢ଼ିପାରେ ବ୍ଲକ୍‌ ସଂଖ୍ୟା: ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୨୯।୧୨ (ଅନିଲ ଦାସ): ରାଜ୍ୟରେ ନୂଆ ବ୍ଲକ ଗଠନ କରିବା ପାଇଁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏଥିପାଇଁ ଆବଶ୍ୟକ ପଡ଼ିଲେ ସରକାର ଏକ କମିଶନ ଗଠନ କରିବେ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ରାଜ୍ୟରେ ଝିଅ ସଂଖ୍ୟା ହ୍ରାସ

ଓଡ଼ିଶାରେ ଗତ ୧ ଦଶନ୍ଧି ଧରି ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ଲଗାତର ହ୍ରାସ ପାଇବାରେ ଲାଗିଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ (ଏନ୍‌ଏଫ୍‌ଏଚ୍‌ଏସ୍‌) ସମେତ ବିଭିନ୍ନ ସରକାରୀ ଏଜେନ୍ସି ପକ୍ଷରୁ ୨୦୧୯-୨୧ରେ କରାଯାଇଥିବା ସର୍ବେକ୍ଷଣ ଅନୁସାରେ ଦେଶରେ ପ୍ରତି ୧,୦୦୦…

ଜାଭିଅର ଛକରେ ସିରିଜ ଦୁର୍ଘଟଣା: ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼, ଉତ୍ତେଜନା

ଭୁବନେଶ୍ୱର, ୨୮।୧୨: ଭୁବନେଶ୍ୱର ଜାଭିୟର ଛକରେ ଶନିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌ ପଛକୁ ପଛ ପିକଅପ୍‌ ଭ୍ୟାନ ଏବଂ ଅଟୋକୁ ଧକ୍କା ଦେଇଛି। ଦୁର୍ଘଟଣାରେ ୭ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ଦୁର୍ଘଟଣା…

୫ ବାବାଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ବର,୨୮।୧୨: ଭୁବନେଶ୍ବର ମୈତ୍ରିବିହାର ଥାନା ପୋଲିସ ଶନିବାର ୫ଜଣ ବାବାଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଛି। ଅଟକ ୫ ବାବା ବାହାର ରାଜ୍ୟର ବୋଲି ଜଣାପଡିଛି। ଅନ୍ୟପକ୍ଷେ ପୋଲିସ ଅଟକ ୫ ବାବାଙ୍କ ଅପରାଧିକ ମାମଲା ରହିଛି କି ନାହିଁ…

ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ସର୍ବଦଳୀୟ ବୈଠକ ଡାକନ୍ତୁ। ଚାଷୀ ସଂଗଠନ ସହ ଆଲୋଚନା କରି ଚାଷୀକୁଳକୁ ଉଦ୍ଧାର…

ଫସଲ କ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତାକାଲି ସୁଦ୍ଧା ଆବେଦନ ନ କଲେ…

ଭୁବନେଶ୍ୱର,୨୮ା୧୨: ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ…

ବର୍ଷା କ୍ଷୟକ୍ଷତି ନେଇ ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ: କ’ଣ ଆସିବ ନିଷ୍ପତ୍ତି

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ କ୍ଷୟକ୍ଷତି ଆକଳନ ବୈଠକ ଆରମ୍ଭ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆରମ୍ଭ ହୋଇଛି। ରାଜସ୍ବ, କୃଷି ଓ ସମବାୟ ବିଭାଗର ମନ୍ତ୍ରୀ ଓ ଅଧିକାରୀ ସାମିଲ ହୋଇଛନ୍ତି। ମୁଖ୍ୟ ଶାସନ ସଚିବ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri