ମେଟ୍ରୋ

ଫେବୃୟାରୀରେ ଓଡ଼ିଶା ଆସିବେ ପ୍ରିୟଙ୍କା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ଫେବୃୟାରୀ ୧୮ରେ ଏଆଇସିସି ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଓଡ଼ିଶା ଆସିବେ। ଖୋର୍ଦ୍ଧା ବରୁଣେଇ ପାଖରେ ଏକ ବିରାଟ ସାଧାରଣ ସଭାର ଆୟୋଜନ କରାଯିବ। ଏଥିରେ ପ୍ରିୟଙ୍କା ଯୋଗଦେବା କାର୍ଯ୍ୟକ୍ରମ ରହିଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର...

ଲିଙ୍ଗରାଜଙ୍କ ଜମିରୁ ନାମଫଳକ ଭାଙ୍ଗିଲେ ଜବରଦଖଲକାରୀ

ପୁରୁଣା ଭୁବନେଶ୍ୱର, ୧୮ା୧୨(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ସେବା ପୂଜା ପାଇଁ ଥିବା ଶହ ଶହ ଏକର ଜମିକୁ ଜବରଦଖଲକାରୀ ହାତେଇବାରେ ଲାଗିଛନ୍ତି। ମନ୍ଦିର ପ୍ରଶାସନ ପକ୍ଷରୁ ୫ ବର୍ଷ ପୂର୍ବେ ଲିଙ୍ଗରାଜଙ୍କ ବିଭିନ୍ନ ସ୍ଥାନରେ ଥିବା ସମ୍ପତ୍ତି ଚିହ୍ନଟ କରାଯାଇ...

ରାଜଧାନୀରେ ମଶା ଚିନ୍ତା: ଡ୍ରୋନ୍‌ରେ ହେବ ଔଷଧ ସିଞ୍ଚନ

ଭୁବନେଶ୍ୱର, ୧୮।୧୨ (ବ୍ୟୁରୋ): ରାଜଧାନୀରେ ଚିନ୍ତା ବଢ଼ାଉଛନ୍ତି ମଶା। ପରିମଳ ପରିଚାଳନା ପରେ ଏବେ ମଶାଙ୍କ ଉପଦ୍ରବ ବିଏମ୍‌ସିର ମୁଣ୍ଡବିନ୍ଧାର କାରଣ ପାଲଟିଛି। ଚାରିଆଡୁ ଅଭିଯୋଗ ଏବଂ ଅସନ୍ତୋଷ ପରେ ଆଗରୁ ଚେଇଁ ଶୋଇଥିବା ବିଏମ୍‌ସିର ଏବେ ଚେତା ପଶିଛି।...

୨ ମାସ ହେବ ମା’ପୁଅଙ୍କ ପତ୍ତା ମିଳୁନି, ଖୋଜାଖୋଜି କରି ଭାଙ୍ଗି ପଡିଛନ୍ତି ସ୍ବାମୀ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅନ୍ତର୍ଗତ ବଢ଼େଇବାଙ୍କ ଅଞ୍ଚଳରେ ରହୁଥିବା ମା’ ପ୍ରିୟା ନାୟକ (୨୭) ଓ ତାଙ୍କ ୫ବର୍ଷର ପୁଅ ନିଖୋଜ ହେବା ଘଟଣାକୁ ୨ ମାସରୁ ଊର୍ଦ୍ଧ୍ୱ ବିତିଲାଣି। ହେଲେ ଏଯାଏ ତାଙ୍କର କୌଣସି ଖୋଜ...

ମୁଖ୍ୟମନ୍ତ୍ରୀଙ୍କୁ ଭାଜପା ନେତା ଦାୟୀ କରିବା ଅପ୍ରାସଙ୍ଗିକ: ଦାମ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ଏକ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଲାଗି ଆନ୍ଦୋଳନରତ ସମ୍ବଲପୁର ଓକିଲ ସଂଘ ଏବଂ ସୁପ୍ରିମକୋର୍ଟଙ୍କ ମଧ୍ୟରେ ଯେଉଁ ସମସ୍ୟା ଉପୁଜିଛି ଏବଂ ଏଥିରେ ଓକିଲମାନେ ଗିରଫ ହୋଇ ଜେଲ୍‌କୁ ଯିବା ଘଟଣା ସମ୍ପର୍କରେ ଭାଜପା...

ଅର୍ଚ୍ଚନା ନାଗ ମାମଲା: ଇଡିରେ ହାଜର ହେଲେ ଦୁଇ ସୁନା ବ୍ୟବସାୟୀ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଦୁଇ ପ୍ରତିଷ୍ଠିତ ସୁନା ବ୍ୟବସାୟୀଙ୍କୁ ଶନିବାର ପଚରାଉଚରା କରିଛି ଇଡି। ଅର୍ଚ୍ଚନା ଏବଂ ତାଙ୍କ ସ୍ବାମୀ ଜଗବନ୍ଧୁ କେବେ କେତେ ସୁନା କିଣିଥିଲେ ସେସବୁର ତଥ୍ୟ ଦାଖଲ କରିଛନ୍ତି ଦୁଇ ସୁନା...

ଛାତ୍ରଙ୍କ ବେକରେ ଜାଭେଲିନ ପଶିବା ଘଟଣା: ସମସ୍ତ ସହାୟତା ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ): ବେକରେ ଜାଭେଲିନ ପଶି ବଲାଙ୍ଗୀର ଆଗଲପୁର ବାଳକ ଉଚ୍ଚ ବିଦ୍ୟାଳୟର ଗୁରୁତର ଛାତ୍ର ସଦାନନ୍ଦଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି । ଉନ୍ନତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ସମସ୍ତ ସହାୟତା ଯୋଗାଇ...

ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଶନିବାର ତୃତୀୟ ଥର ପାଇଁ ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା। ଅର୍ଚ୍ଚନା ନାଗଙ୍କ ବେଆଇନ୍‌ ଅର୍ଥ କାରବାର ମାମଲାକୁ ନେଇ ଇଡି ତଦନ୍ତ ଚଳାଇଛି। ଜଣଙ୍କ ପରେ...

୨୦୨୪ ପାଇଁ ରଣନୀତି

ଭୁବନେଶ୍ବର,୧୭।୧୨(ବ୍ୟୁରୋ): ଭାଜପା କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଶନିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଦୁଇଟି ପର୍ଯ୍ୟାୟରେ ଦଳର ଆଗାମୀ ରଣନୀତି ସମ୍ପର୍କରେ ବୈଠକ କରିବେ। ଅନ୍ୟପଟେ ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଛି। ମିଳିଥିବା...

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା: ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ବର, ୧୭।୧୨(ବ୍ୟୁରୋ): ସମ୍ବଲପୁରରେ ଓକିଲ ଆନ୍ଦୋଳନ ବେଳେ ଘଟିଥିବା ହିଂସା ଘଟଣାକୁ ନେଇ ବହୁ ଓକିଲଙ୍କୁ ବନ୍ଧାଯାଇଛି। ଅନେକ ଓକିଲଙ୍କ ଲାଇସେନ୍ସ ମଧ୍ୟ ବାତିଲ ହୋଇଛି। ଏଭଳି ସ୍ଥିତିରେ ସମ୍ବଲପୁର କୋର୍ଟ କାର୍ଯ୍ୟ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ବେଳେ ଗରିବ...

ଇଡି ହାତରେ ଅର୍ଚ୍ଚନାଙ୍କ ଦୁଇ ଡାଏରୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ): ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁହାଁମୁହିଁ ଜେରା କରୁଛି। ପ୍ରଥମ ପର୍ଯ୍ୟାୟରେ ୭ ଦିନିଆ ରିମାଣ୍ଡ ଅବଧି ସମୟରେ ଅର୍ଚ୍ଚନା ଇଡି ଆଗରେ...

୨ ମାସ ହେବ ମା’ପୁଅଙ୍କ ପତ୍ତା ମିଳୁନି

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଭୁବନେଶ୍ୱରର ଲିଙ୍ଗରାଜ ଥାନା ଅନ୍ତର୍ଗତ ବଢ଼େଇବାଙ୍କ ଅଞ୍ଚଳରେ ରହୁଥିବା ମା’ ପ୍ରିୟା ନାୟକ (୨୭) ଓ ତାଙ୍କ ୫ବର୍ଷର ପୁଅ ନିଖୋଜ ହେବା ଘଟଣାକୁ ୨ ମାସରୁ ଊର୍ଦ୍ଧ୍ୱ ବିତିଲାଣି। ହେଲେ ଏଯାଏ ତାଙ୍କର କୌଣସି ଖୋଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri