ମେଟ୍ରୋ

ରାଜ୍ୟରେ ବଢିବ କି ମଦ ଦର: ଜାଣନ୍ତୁ କ’ଣ କହିଲେ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର,୨୮।୧୨: ରାଜ୍ୟରେ ବଢିବ କି ମଦ ଦର? ମଦ ଦର ବୃଦ୍ଧି ନେଇ ଅବକାରୀ ମନ୍ତ୍ରୀଙ୍କ ପ୍ରତିକ୍ରିୟା ପରେ ଦର ବଢ଼ିବାକୁ ନେଇ ପ୍ରଶ୍ନ ଉଠିଛି। ମଦ ଦର ବୃଦ୍ଧି ନେଇ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇ  କହିଛନ୍ତି, ମଦ…

ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ

ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠାରୁ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ…

ରାଶନ କାର୍ଡ ହାତେଇଛନ୍ତି ୪୦ ଲକ୍ଷ ଭୂତ ହିତାଧିକାରୀ:ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ…

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର):ରାଜ୍ୟରେ ବହୁ ସଂଖ୍ୟାରେ ଭୂତ ହିତାଧିକାରୀ ରାଶନ କାର୍ଡ ହାତେଇଥିବା ବିଷୟ ଅନେକ ସମୟରେ ଆଲୋଚନା ହୋଇଆସୁଛି। ତେବେ ସରକାର ଖୁବ୍‌ଶୀଘ୍ର ଭୂତ ହିତାଧିକାରୀଙ୍କୁ ଚିହ୍ନଟକରି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରିବେ ବୋଲି ଅନେକ ସମୟରେ କହିଆସୁଛନ୍ତି। ତେବେ…

ପୁଣି ବର୍ଷା ସମ୍ଭାବନା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା):ପଶ୍ଚିମା ଝଡ଼ ପ୍ରଭାବରେ ୨୮ରୁ ୩୦ ତାରିଖ ମଧ୍ୟରେ ଉତ୍ତର ତଥା ଉତ୍ତର-ପଶ୍ଚିମ ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୩୧ ତାରିଖରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ…

ଲ’ କମିଶନ ଗଠନ କଲେ ରାଜ୍ୟ ସରକାର:ଜଷ୍ଟିସ ବିଶ୍ୱନାଥ ରଥ ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ରାଜ୍ୟ ସରକାର ଲ’ କମିଶନ ଗଠନ କରିଛନ୍ତି। ଏ ନେଇ ଆଇନ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ ଲ’ କମିଶନ ଅଧ୍ୟକ୍ଷ ଭାବେ…

ପୁରୀ ସମୁଦ୍ରରେ ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ପୁରୀ,୨୭ା୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ଗୁରୁବାର ଗାଧୋଉଥିବାବେଳେ ବରଗଡ଼ ଜିଲାର ଶୁଭ ପାତ୍ର ନାମକ ଯୁବକ ଭାସିଯାଇ ନିଖୋଜ ଥିଲେ। ଶୁକ୍ରବାର ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ରରୁ ତାଙ୍କ ମୃତଦେହ ମିଳିଛି। ସୂଚନା ଅନୁଯାୟୀ, ଶୁଭ ତାଙ୍କ ସାଙ୍ଗମାନଙ୍କ ସହ…

ରାଜଧାନୀରେ ମାତିଛନ୍ତି ଲୁଟେରା: ଘରେ ପଶି ଲୁଟିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଭୁବନେଶ୍ୱର,୨୭।୧୨: କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚୋରମାନେ ନିୟମିତ ଭାବେ ଭୁବନେଶ୍ୱରରେ ଫ୍ଲାଟ ଏବଂ ଘରକୁ ଟାର୍ଗେଟ କରୁଛନ୍ତି। ସଦ୍ୟତମ ଚୋରି ଘଟଣାରେ ରାଜଧାନୀ ସୀମାରେ ଥିବା ଧଉଳି ଥାନା ଅଂଚଳରେ ଡକାୟତମାନେ ୨୦ ଲକ୍ଷରୁ ଅଧିକ ମୂଲ୍ୟର ସୁନା…

ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ

ଭୁବନେଶ୍ୱର,୨୭।୧୨: ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ ତାରିଖରେ ବରଗଡ଼, ବଲାଙ୍ଗିର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁରରେ ବର୍ଷା ହୋଇପାରେ। ସେହିପରି ୨୯…

୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ

ଭୁବନେଶ୍ୱର,୨୭।୧୨: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଏବଂ ଲୋକଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ମନ୍ତ୍ରୀମାନଙ୍କୁ ୩୦ ଜିଲାର ଦାୟିତ୍ୱ ବଣ୍ଟନ କରାଯାଇଛି। ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ ମିଳିବା ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ସଫେଇ ଦେଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ, ମୋର କୌଣସି ଏକ୍ସ…

ଭୁବନେଶ୍ୱର,୨୭।୧୨: ଓଡିଶା ରାଜନୀତିର ଏକ ଚର୍ଚ୍ଚିତ ଚେହେରା ଭି.କେ.ପାଣ୍ଡିଆନ ରାଜନୀତିରୁ ଅବସର ନେଇଥିଲେ ମଧ୍ୟ ତାଙ୍କୁ ନେଇ ଅନେକ ସମୟରେ ଚର୍ଚ୍ଚା ଲାଗିରହିଥାଏ। ନିକଟରେ ଶେଷ ହୋଇଥିବା ବିଜେଡିର ୨୮ତମ ପ୍ରତିଷ୍ଠା ଦିବସରେ ତାଙ୍କୁ ନେଇ ଅନେକ ଆଲୋଚନା ହୋଇଥିଲା। କିଏ…

ଏଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର,୨୭।୧୨: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କୁ ଭିଜିଲାନ୍ସ ଗିରଫ କରିଛି । ଗତକାଲି ଭିଜିଲାନ୍ସ ପକ୍ଷରୁ ଏଆରଆଇ ସୁରେନ୍ଦ୍ର କୁମାରଙ୍କ ଘର ସମେତ ୮ଟି ସ୍ଥାନରେ…

ରାସନକାର୍ଡଧାରୀଙ୍କୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ, ୪୦ ଲକ୍ଷ ଭୂତ ରାସନକାର୍ଡଧାରୀଙ୍କୁ ଧରିଲା ଭଳି…

ଭୁବନେଶ୍ୱର,୨୭।୧୨: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦେଲେ ବଡ଼ ସୂଚନା। ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ। ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ ଭୂତ ହିତାଧିକାରୀ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ଇ-କେୱାଇସି ଜାରି ଥିବା ମନ୍ତ୍ରୀ କହିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri