ମେଟ୍ରୋ

ପାର୍ଲାମେଣ୍ଟରେ ଅର୍ଚ୍ଚନା ନାଗ ପ୍ରସଙ୍ଗ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ):ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଥିବା ଅର୍ଚ୍ଚନା ନାଗ ମାମଲା ପାର୍ଲାମେଣ୍ଟରେ ଉଠିଛି। ଭାଜପା ଏମ୍‌ପି ସୁରେଶ ପୂଜାରୀ ଗୁରୁବାର ଏହି ପ୍ରସଙ୍ଗ ଉଠାଇଛନ୍ତି। ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଥିବା ଏହି ମାମଲାରେ ଅନେକ ବଡ଼ ବଡ଼ ନେତା, ଅଫିସର, ବ୍ୟବସାୟୀ,...

କୋଲ୍‌ ଇଣ୍ଡିଆର ପ୍ରଥମ ଇଣ୍ଡଷ୍ଟ୍ରିଆଲ ରିଲେଶନ୍ସ କନ୍‌କ୍ଲେଭ-୨୦୨୨

ଭୁବନେଶ୍ୱର,୧୬।୧୨:କୋଲ୍‌ ଇଣ୍ଡିଆ ଲିମିଟେଡ୍‌ର ପ୍ରଥମ ଇଣ୍ଡଷ୍ଟ୍ରିଆଲ ରିଲେଶନ୍ସ(ଆଇଆର୍‌) କନ୍‌କ୍ଲେଭ-୨୦୨୨ ଗୁରୁବାର ସ୍ଥାନୀୟ ଜୟଦେବବିହାରସ୍ଥିତ ଏକ ହୋଟେଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ‘ବ୍ୟବସାୟ ସକ୍ଷମ ଆଇଆର୍‌ ପରିବେଶ ସୃଷ୍ଟି’ ଶୀର୍ଷକ ବିଷୟବସ୍ତୁକୁ ନେଇ ଏକ ୨ ଦିନିଆ କର୍ମଶାଳା...

ଚର୍ମବିଣ୍ଡି ରୋଗର ପ୍ରତିଷେଧକ ଟୀକା ଲାଗି ଟୀକାକରଣ ଦେୟ ଛାଡ଼

ଭୁବନେଶ୍ବର,୧୬ା୧୨(ବ୍ୟୁରୋ):ରାଜ୍ୟରେ ଗୋମହିଷାଦିଙ୍କୁ ଦିଆଯାଉଥିବା ଚର୍ମବିଣ୍ଡି ରୋଗର ପ୍ରତିଷେଧକ ଟୀକା ନିମନ୍ତେ ଦେୟ ଛାଡ଼ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଚର୍ମବିଣ୍ଡି ରୋଗର ଟୀକାକରଣ ଦେୟ ଛାଡ଼ କରାଯାଇ ଚିକିତ୍ସାକୁ ତ୍ୱରାନ୍ବିତ କରାଯାଇଛି ବୋଲି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ...

ପିଜିଟି ପଦବୀ ପୂରଣ ପାଇଁ ତ୍ୱରାନ୍ବିତ ହେଲା ପ୍ରକ୍ରିୟା

ଭୁବନେଶ୍ବର,୧୬ା୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷାମଭ ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଖାଲିଥିବା ସ୍ନାତକୋତ୍ତର (ପିଜିଟି) ପଦବୀଗୁଡ଼ିକ ପୂରଣ କରିବା ପାଇଁ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏହା ମଧ୍ୟରେ ୩୩୫ ଜଣ ପିଜିଟିଙ୍କୁ ନିଯୁକ୍ତି ପ୍ରଦାନ କାର୍ଯ୍ୟ ଓଡ଼ିଶା...

ରହସ୍ୟମୟ ଆଲୋକକୁ ନେଇ ଆତଙ୍କ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଓଡ଼ିଶା ଆକାଶରେ ଗୁରୁବାର ସନ୍ଧ୍ୟାରେ ରହସ୍ୟମୟ ଆଲୋକ ଦେଖିବାକୁ ମିଳିଥିଲା। ଭଦ୍ରକ, ବାଲେଶ୍ୱର, ପାରାଦୀପ ଏବଂ ପୁରୀ ଭଳି କେତେକ ସ୍ଥାନରେ ହଠାତ୍‌ ଆକାଶରୁ ଟର୍ଚ୍ଚ ମାରିବା ଭଳି ଆଲୋକ ଦେଖାଯାଇଥିଲା, ଯାହାକୁ ନେଇ ସାଧାରଣରେ ଆତଙ୍କ ପ୍ରକାଶ...

ଓଡ଼ିଆ ଯୁବତୀଙ୍କୁ ୪୯ଥର ଛୁରାମାଡ଼

ସୁରଟ,୧୬ା୧୨:ରାଜଧାନୀ ଦିଲ୍ଲୀର ମେହେରୁଆଲିରେ ଶ୍ରଦ୍ଧା ଓ୍ବାକରଙ୍କୁ ବୟଫ୍ରେଣ୍ଡ ଅଫ୍‌ତାବ ପୁନାଓ୍ବାଲା ହତ୍ୟା ପରେ ୩୫ଖଣ୍ଡ କରି ବିଭିନ୍ନ ସ୍ଥାନରେ ପକାଇବା ଘଟଣା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ଏହାର ମାସକ ପରେ ଆଉ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି।...

ଓଡ଼ିଶାକୁ ଏଗ୍ରିକଲଚର୍‌ ଲିଡର୍‌ଶିପ୍‌ ଆଓ୍ବାର୍ଡ-୨୦୨୨

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ):କୃଷି ବିକାଶ ଏବଂ କୃଷକ କଲ୍ୟାଣରେ ଉଲ୍ଲେଖନୀୟ ଅବଦାନ ପାଇଁ ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଜାତୀୟସ୍ତରରେ ପୁରସ୍କୃତ ହୋଇଛି ଓଡ଼ିଶା। ନୂଆଦିଲ୍ଲୀସ୍ଥିତ ଏରୋସିଟିସ୍ଥିତ ହଲିଡେ ଇନ୍‌ଠାରେ ଏଗ୍ରିକଲ୍‌ଚର ଟୁଡେ ଗ୍ରୁପ୍‌ ପକ୍ଷରୁ ଗୁରୁବାର ଅନୁଷ୍ଠିତ ତ୍ରୟୋଦଶ ଏଗ୍ରିକଲଚର ଲିଡରଶିପ୍‌...

ସଚିବ, ସିଏମ୍‌ସି କମିଶନରଙ୍କୁ ଜବାବ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ):କଟକର ସିଡିଏ ସେକ୍ଟର-୧୦ ଅଞ୍ଚଳରେ ସ୍ବେରେଜ ଟାଙ୍କି ସଫା କରୁଥିବାବେଳେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଖୋଳତାଡ଼ ଆରମ୍ଭ କରିଛନ୍ତି। ଏହି ଘଟଣାର ୨୦ ମାସ ପରେ ଗୁରୁବାର କମିଶନ...

ପରିବାର ଲୋକଙ୍କ ବୟାନ ରେକର୍ଡ କଲା ପୋଲିସ

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ):ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ତଦନ୍ତ ଜାରି ରଖିଛି। ସୋମବାର ଆନନ୍ଦଙ୍କ ପିଲାଦିନର ସାଙ୍ଗ ତଥା ଆନ୍ତର୍ଜାତିକ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଏବଂ ବୁଧବାର ମୃତ ଆନନ୍ଦଙ୍କ ବାନ୍ଧବୀ ମନଜିତ୍‌ ଟେଟେଙ୍କ ବୟାନ...

ମିଳିଲାଣି ୩.୫ କୋଟିର ସମ୍ପତ୍ତି, ଚାଲିଛି ଖୋଜା

ଭୁବନେଶ୍ୱର, (ବ୍ୟୁରୋ)/ ରଣପୁର,୧୬ା୧୨(ସ୍ବ.ପ୍ର.):ପୋଲିସ ବିଭାଗରେ କେତେଜଣ ଅଧିକାରୀ ଲାଞ୍ଚ କାରବାର କରି କୋଟି କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ବିଗତ ଦିନରେ ଭିଜିଲାନ୍ସ ଏକାଧିକ ପୋଲିସ କର୍ମଚାରୀଙ୍କୁ ଧରିବା ପରେ ସେମାନଙ୍କର ଅମାପ ସମ୍ପତ୍ତି ପଦାକୁ...

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା ଏମ୍‌ପି

ଭୁବନେଶ୍ବର,୧୫ା୧୨(ବ୍ୟୁରୋ): ପାର୍ଲାମେଣ୍ଟ ଅଧିବେଶନ ଚାଲିଥିବା ବେଳେ ରାଜ୍ୟର ୩ କେନ୍ଦ୍ରମନ୍ତ୍ରୀଙ୍କ ସହ ସମସ୍ତ ଭାଜପା ଏମ୍‌ପିମାନେ ଗୁରୁବାର ଏକାଠି ହୋଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ ସାକ୍ଷାତ କରିଛନ୍ତି। ଓଡ଼ିଶାରେ ଖୁବ୍‌ଶୀଘ୍ର ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମଜେଏୱାଇ) ଯୋଜନା...

ଏସ୍‌ଆଇଙ୍କ ଘରୁ ମିଳିଲା ବିପୁଳ ପରିମାଣର ସମ୍ପତ୍ତି

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତମାଣ୍ଡୋ ଥାନା ଏସ୍‌ଆଇ ଅଭିମନ୍ୟୁ ଚୌଧୁରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢାଉ କରିଛି। ଏହି ଚଢାଉରେ ଏସ୍‌ଆଇଙ୍କର ବିପୁଳ ପରିମାଣର ସମ୍ପତ୍ତି ଠାବ କରାଯାଇଛି। ଭୁବନେଶ୍ୱରର ପାଇକନଗର ସ୍ଥିତ ୪ ମହଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri