ଟ୍ରେନ୍ରେ ବାଣ ପରିବହନ କଲେ ଜେଲ
ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଦୀପାବଳି ପାଖେଇ ଆସୁଥିବାରୁ ବାଣଜନିତ ସମ୍ଭାବ୍ୟା ବିପଦକୁ ଏଡାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରେନରେ ବାଣ ଓ ଅନ୍ୟାନ୍ୟ ଦହନଶୀଳ ସାମଗ୍ରୀର ବେଆଇନ ପରିବହନକୁ ବାରଣ କରାଯାଇଛି। ଯାତ୍ରୀ ପରିବହନ କରୁଥିବା ଟ୍ରେନ୍ରେ...
ଏଯାଏ ପିଲାଙ୍କୁ ମିଳିଲାନି ୟୁନିଫର୍ମ, ଜୋତା: ଆନ୍ଦୋଳନ ଚେତାବନୀ ଦେଲା ଅଭିଭାବକ ସଂଘ
ଭୁବନେଶ୍ୱର,୧୯ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ଶିକ୍ଷାବର୍ଷ ଅଧା ହେଲାଣି। ହେଲେ ଏଯାଏ ପିଲାଙ୍କୁ ମିଳିଲା ନାହିଁ ସ୍କୁଲ ୟୁନିଫର୍ମ ଓ ଜୋତା। ଏହାକୁ ନେଇ ସାରା ରାଜ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏପଟେ ଓଡ଼ିଶା ଅଭିଭାବକ ମହାସଂଘ ଶୁକ୍ରବାର ତୀବ୍ର ପ୍ରତିକ୍ରିୟା ପ୍ରକାଶ...
ବିବାହ କରିବାକୁ ମନା କରିବାରୁ ପ୍ରେମିକାଙ୍କୁ ଅପହରଣ କରିନେଲେ ପ୍ରେମିକ: ଆଉ ତା’ପରେ ଘଟିଲା…
ଭୁବନେଶ୍ୱର,୧୯ା୧୦ (ସୂର୍ଯ୍ୟକାନ୍ତ ବେହେରା):ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସ୍ଥାନୀୟ ଥାନା ଅଞ୍ଚଳର ଏସ୍କେ ବୋନି...
ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ
ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା ମୋର୍ଚ୍ଚା ସଭାନେତ୍ରୀ ବିଜୟଲକ୍ଷ୍ମୀଙ୍କ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଏ ନେଇ...
ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ
ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସ୍ଥାନୀୟ ଥାନା ଅଞ୍ଚଳର ଏସ୍କେ...
କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?
ଭୁବନେଶ୍ୱର, ୧୮।୧୦(ସୁନିତ୍ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ ଦାୟିତ୍ୱ ପ୍ରଦାନ କରାଯାଇଛି। ମୀନାକ୍ଷୀ ନଟରାଜନ ଏବଂ ଛତିଶଗଡ଼ ବିଧାୟକ ଦଳ ନେତା...
୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି। ବର୍ଷତମାମ ପରିଶ୍ରମର ଫଳ ମିଳିବ କି ନାହିଁ ଏବେ ସେହି ଚିନ୍ତା ଘାରିଛି।...
ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ମଣ୍ଡିରୁ ଧାନ କିଣିପାରିବେନି…
ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ଚଳିତ ଥର ମିଲରମାନେ ମଣ୍ଡିରୁ ଧାନ କିଣିପାରିବେନି। କେନ୍ଦ୍ରୀୟ ସଂସ୍ଥା କିମ୍ବା ସମବାୟ ସଂସ୍ଥା ମଣ୍ଡିରୁ ଧାନ କିଣିବେ। ଧାନ କ୍ରୟ ବ୍ୟବସ୍ଥାକୁ ସ୍ବଚ୍ଛ କରିବା ପାଇଁ ଏଥର ବିଶେଷ ବ୍ୟବସ୍ଥା କରାଯାଇଛି ବୋଲି ଖାଦ୍ୟ ଯୋଗାଣ...
ଅମରଙ୍କ ପରେ ମୁହଁ ଖୋଲିଲେ ପ୍ରଫୁଲ୍ଲ ଘଡାଇ, ନବୀନଙ୍କୁ ଟାର୍ଗେଟ କରି କହିଦେଲେ ଏତେ ବଡ଼କଥା!
ଭୁବନେଶ୍ୱର,୧୮।୧୦: ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜିତ ହୋଇଛି ବିଜେଡି। ଓଡ଼ିଶାରୁ ବିଜେଡି କ୍ଷମତାଚ୍ୟୁତ ହେବା ପରେ ଏବେ ଅନ୍ତ କନ୍ଦଳ ବିଜେଡି ସୁପ୍ରିମୋଙ୍କ ମୁଣ୍ଡବିନ୍ଧାର କାରଣ ସାଜିଛି। ଜଣେ ପରେ ଜଣେ ନେତା ଦଳ ପରାଜୟ ବିଷୟରେ ଗଣମାଧ୍ୟମରେ ଖୋଲାଖୋଲି...
ଝାରପଡ଼ା ଜେଲ୍ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱର ଝାରପଡ଼ା ଜେଲ୍ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ବନ୍ଦୀ ହେଲେ ବିଦ୍ୟାଧର ଗୁରୁ। ମିଳିଥିବା ସୂଚନା ମୁତାବକ, ବିଦ୍ୟାଧର...
ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ
ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ସଂଘର୍ଷର ରୂପ ନେଇଥିଲା। ସଂଘର୍ଷରେ ଜଣେ ଗୁରୁତର ହୋଇଥିବା ବେଳେ ୩ଜଣ ଆହତ...
Archives


