ମେଟ୍ରୋ

କଟକବାସୀଙ୍କ ପାଇଁ ଖୁସି ଖବର: ଭୁବନେଶ୍ୱରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ବିସ୍ତାର କରାଯିବ

ଭୁବନେଶ୍ୱର,୧୮।୩: ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରସାରଣ କରିବାକୁ ଯାଉଛି। ଓଡ଼ିଶା ସରକାର ଭୁବନେଶ୍ୱରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରସ୍ତାବିତ ଟ୍ରେନ୍ ସେବାକୁ କଟକ ପର୍ଯ୍ୟନ୍ତ ବିସ୍ତାର କରିବାକୁ ଯୋଜନା କରୁଛନ୍ତି। ଏ ବିଷୟରେ ସୂଚନା ଦେଇ…

ବନ ବିଭାଗର ବଡ଼ ପଦକ୍ଷେପ: ଜଙ୍ଗଲ ନିଆଁ ରୋକିବ…

ଭୁବନେଶ୍ୱର,୧୮।୩: ଚିନ୍ତା ବଢାଉଛି ଜଙ୍ଗଲ ନିଆଁ। ଏହାକୁ ରୋକିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରୟାସ କରାଯାଉଛି। ହେଲେ ବଭିନ୍ନ ସ୍ଥାନରେ ଜଙ୍ଗଲ ନିଆଁ ଭୟଙ୍କର ହୋଇ ପଡୁଛି। ଜଙ୍ଗଲ ନିଆଁକୁ କିପରି ରୋକାଯାଇ ପାରିବ ସେନେଇ ବନ ବିଭାଗ ପକ୍ଷରୁ…

ଖୋଲିବ ହତ୍ୟା ଘଟଣାର ଗୁମର! ନବ ଦାସଙ୍କ ଘରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ

ଭୁବନେଶ୍ୱର, ୧୮।୩: ନବ ଦାସ ହତ୍ୟା ମାମଲାରେ ମଙ୍ଗଳବାର ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ ଝାରସୁଗୁଡ଼ାସ୍ଥିତ ଘରେ ପହଞ୍ଚିଛନ୍ତି। ବୟାନ ରେକର୍ଡ ପାଇଁ କ୍ରାଇମବ୍ରାଞ୍ଚ ଟିମ ପହଞ୍ଚିଥିବା ସୂଚନା ମିଳିଛି। ନୂଆ ତଦନ୍ତ ଅଧିକାରୀ ଓ ଜଣେ ମହିଳା ଅଧିକାରୀ ପହଞ୍ଚଛନ୍ତି।…

ପଞ୍ଚଭୂତରେ ବିଲୀନ ହେଲେ ଦେବେନ୍ଦ୍ର: ପୁଅ ଦେଲେ ମୁଖାଗ୍ନି

ପୁରୀ,୧୮ା୩ (ଅଜିତ୍‌ କୁମାର ମହାନ୍ତି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ମଙ୍ଗଳବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ସମେନ୍ଦ୍ର ପ୍ରଧାନ ମୁଖାଗ୍ନି ଦେଇଥିଲେ। ଶେଷକୃତ୍ୟ…

୨ଦିନିଆ ବ୍ୟାଙ୍କ୍‌ ଧର୍ମଘଟ ଡାକରା: ଏହି ୪ଦିନ ବ୍ୟାଙ୍କ ସେବାରୁ ବଞ୍ଚିତ ହେବେ ଲୋକେ

ଭୁବନେଶ୍ୱର,୧୮ା୩: ୯ଦଫା ଦାବି ନେଇ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ବ୍ୟାଙ୍କ୍‌ ଧର୍ମଘଟ ଡାକରା ଦିଆଯାଇଛି। ଆସନ୍ତା ୨୩ ତାରିଖ ମଧ୍ୟରାତ୍ରିରୁ ୨୫ ମଧ୍ୟରାତ୍ରି ପର୍ଯ୍ୟନ୍ତ ୪୮ ଘଣ୍ଟା ଧରି ଏହି ଧର୍ମଘଟ ଚାଲିବ। ଏଥିରେ…

ଭିଜିଲାନ୍ସ ମାମଲା ବିଚାରାଧୀନ ଥିଲେ ବି ମିଳିବ ବକେୟା ଛୁଟିର ଦରମା: ହାଇକୋର୍ଟ

କଟକ,୧୮ା୩(କାର୍ତ୍ତିକ ସାହୁ): ସରକାରୀଙ୍କ କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ବିଚାରାଧୀନ ଥିଲେ ବା କୌଣସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲେ ମଧ୍ୟ ତାଙ୍କୁ ଅବସର ପରେ ବକେୟା ଛୁଟିର ଦରମା ମିଳିବ। ବକେୟା ଛୁଟିର ଦରମା ପାଇବା ପାଇଁ ତାଙ୍କ ଆବେଦନକୁ…

ଶେଷ ଯାତ୍ରାରେ ଦେବେନ୍ଦ୍ର

ଭୁବନେଶ୍ୱର,୧୮।୩: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ୮୪ ବର୍ଷ ବୟସରେ ସୋମବାର ପରଲୋକ ହୋଇଯାଇଛି। ମଙ୍ଗଳବାର ପଞ୍ଚଭୂତରେ ବିଲୀନ ହେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର। ପୁରୀ ସ୍ବର୍ଗଦ୍ବାରରେ ସମ୍ପନ୍ନ ହେବ ଦେବେନ୍ଦ୍ରଙ୍କ ଶେଷକୃତ୍ୟ।…

ହିନ୍ଦୁଙ୍କ ଧାର୍ମିକ ଭାବନାକୁ ଆଘାତ ଦିଆଯାଇଛି: ପ୍ରିୟଦର୍ଶନ

ପୁରୀ,୧୮ା୩ (ଅଜିତ୍‌ କୁମାର ମହାନ୍ତି): ପୁରୀ ଶ୍ରୀମନ୍ଦିରରେ ଅଭିନେତ୍ରୀ ହେମାମାଳିନୀଙ୍କ ପ୍ରବେଶକୁ ନେଇ ଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି, ହେମାମାଳିନୀ ମୁସ୍‌ଲିମ୍‌ ଧର୍ମକୁ ଧର୍ମାନ୍ତରୀକରଣ ହୋଇଥିବାବେଳେ ବେଆଇନ ଭାବେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ହିନ୍ଦୁମାନଙ୍କ ଧାର୍ମିକ ଭାବନାକୁ…

ହେମାମାଳିନୀଙ୍କ ଶ୍ରୀମନ୍ଦିର ପ୍ରବେଶ ନେଇ ବିବାଦ: ‘ଗ୍ରହଣ କରିଥିଲେ ମୁସଲମାନ ଧର୍ମ’

ପୁରୀ,୧୮ା୩ (ଅଜିତ୍‌ କୁମାର ମହାନ୍ତି): ବଲିଉଡ୍‌ ଅଭିନେତ୍ରୀ ହେମାମାଳିନୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବାକୁ ନେଇ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ସୋମବାର ସିଂହଦ୍ୱାର ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଛି। ଶ୍ରୀଜଗନ୍ନାଥ ସେନାର ଆବାହକ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ ଦେଇଥିବା…

୨୦୨୪ ଓଡ଼ିଶା ନିର୍ବାଚନ: ସରକାର ଖର୍ଚ୍ଚ କରିଥିଲେ ୧୧୫ କୋଟି ଟଙ୍କା, ସର୍ବାଧିକ ଗାଡ଼ି ଭଡା…

ଭୁବନେଶ୍ୱର,୧୭।୩: ୨୦୨୪ ରେ ଓଡ଼ିଶାରେ ଏକକାଳୀନ ଲୋକସଭା ଏବଂ ବିଧାନସଭା ନିର୍ବାଚନ ସମୟରେ ରାଜ୍ୟ ସରକାର ଗାଡ଼ି ଏବଂ ସାଉଣ୍ଡ ସିଷ୍ଟମ ଭଡା ଏବଂ ତମ୍ବୁ ଏବଂ ବ୍ୟାରିକେଡ୍ ଲଗାଇବା ପାଇଁ ୧୧୫ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରିଥିଲେ। ମୁଖ୍ୟମନ୍ତ୍ରୀ…

ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର

ଭୁବନେଶ୍ୱର,୧୭।୩: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ଦେବେନ୍ଦ୍ର ପ୍ରଧାନଙ୍କ ମରଶରୀର। ଏହି ସମୟରେ ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି। ତାଙ୍କୁ ଶେଷ ଦର୍ଶନ ପାଇଁ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସହିତ ସମସ୍ତ ମନ୍ତ୍ରୀ, ରାଜ୍ୟ ଭାଜପା ସଭାପତି,…

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି: ପଶ୍ଚିମ ଓଡ଼ିଶାକୁ ଆର୍ଲଟ

ଭୁବନେଶ୍ୱର,୧୭।୩: ମଙ୍ଗଳବାର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ପାଣିପାଗ ବିଭାଗ ମଙ୍ଗଳବାର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଶଙ୍କା କରିଛି। ଏ ନେଇ ବୌଦ୍ଧ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ। ବଲାଙ୍ଗୀର ଓ ଝାରସୁଗୁଡ଼ାକୁ ୟେଲୋ ୱାର୍ନିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?