ସଂସ୍କୃତ ବିଦ୍ୟାଳୟରେ ନିଯୁକ୍ତି ପାଇବେ ଅତିଥି ଫ୍ୟାକଲ୍ଟି, ଜାଣନ୍ତୁ କେମିତି କରିବେ ଆବେଦନ…
ଭୁବନେଶ୍ୱର,୨୩ା୧୦: ଅତିଥି ଫ୍ୟାକଲ୍ଟି ନିଯୁକ୍ତି ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଛି। ୪୮୮ ଓ ୬୬୨ ବର୍ଗ, ସଂସ୍କୃତ ବିଦ୍ୟାଳୟରେ ନିଯୁକ୍ତି ପାଇଁ ଏହି ନିର୍ଦ୍ଦେଶାବଳୀ ଜାରି ହୋଇଛି। ଅବସରପ୍ରାପ୍ତ ଶିକ୍ଷାବିତ୍ଙ୍କୁ ଅତିଥି ଫ୍ୟାକଲ୍ଟି ଭାବେ ନିଯୁକ୍ତି...
ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ: ୨୪ ଘଣ୍ଟାରେ ଆହୁରି ଘନୀଭୂତ ସମ୍ଭାବନା
ଭୁବନେଶ୍ୱର,୨୩ା୧୦: ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ଲାଗି ରହିବ। ଉତ୍ତର ପଶ୍ଚିମ ଦିଗରେ...
ରାଜ୍ୟସ୍ତରୀୟ ଭାଗବତ ମହୋତ୍ସବ
ଭୁବନେଶ୍ୱର,୨୩।୧୦: ପ୍ରେସ କଲୋନି ୟୁନିଟ-୩ ସ୍ଥିତ ରାଧାକୃଷ୍ଣ ମନ୍ଦିରରେ ନିଖିଳ ଉତ୍କଳ ପ୍ରବକ୍ତା ପରିଷଦ ଆନୁକୂଲ୍ୟରେ ସନ୍ଧ୍ୟାତାରା ଯୁବକ ସଂଘ ଏବଂ ମନ୍ଦିର ପରିଚାଳନା କମିଟି ସହଯୋଗରେ ୭ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ଭାଗବତ ମହୋତ୍ସବ ଉଦ୍ଯାପିତ ହୋଇଯାଇଛି...
ଭୁବନେଶ୍ୱରରେ ହେବ IRC ଅଧିବେଶନ: ଯୋଗଦେବେ ଗଡ଼କରି
ଭୁବନେଶ୍ୱର,୨୩।୧୦: ଭୁବନେଶ୍ୱରରେ ହେବ ଇଣ୍ଡିଆନ ରୋଡ କଂଗ୍ରେସର ୮୪ତମ ଅଧିବେଶନ। ଏଥିରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି। ନଭେମ୍ବର ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମୈଦାନରେ ଅଧିବେଶନ...
୧୯ ଜିଲାକୁ ମିଳିବ ଅତିରିକ୍ତ ପୋଷଣଯୁକ୍ତ ଚାଉଳ
ଭୁବନେଶ୍ୱର,୨୩ା୧୦(ରବିନାରାୟଣ ଜେନା): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା(ଏସ୍ଏଫ୍ଏସ୍ଏସ୍)ରେ ରାଜ୍ୟ ସରକାର ହିତାଧିକାରୀଙ୍କୁ ୩ ମାସର ପୋଷଣଯୁକ୍ତ ଚାଉଳ(ଫର୍ଟିଫାଏଡ୍ ରାଇସ୍) ବଣ୍ଟନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସେପ୍ଟେମ୍ବରରୁ ନଭେମ୍ବର ତିନିମାସ ପାଇଁ...
ପୀତବାସ ପଣ୍ଡା ମର୍ଡରକୁ ନେଇ ବଡ଼ ଖୁଲାସା; ହତ୍ୟା ପଛରେ ବଡ଼ କାରଣ…
ବ୍ରହ୍ମପୁର,୨୩।୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ଘଟଣା ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର। ୧୫ଦିନର ଖୋଳତାଡ଼ ପରେ ପୋଲିସ ବୁଧବାର ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ବ୍ରହ୍ମପୁର ମହାନଗର...
ୟୁନିଟ-୧ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ: ୨୬ ଦୋକାନ, ୫ ଗୋଦାମ ଜଳିଗଲା
ଭୁବନେଶ୍ୱର,୨୩ା୧୦(ସତ୍ୟଜିତ ରାଉତ): ଭୁବନଶ୍ୱର ୟୁନିଟ-୧ ପରିବା ମାର୍କେଟରେ ବୁଧବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୨୬ ଦୋକାନ ଓ ପ୍ରାୟ ୫ଟି ପରିବା ଗୋଦାମ ଜଳିଯାଇଛି। ଆଉ କିଛି ଦୋକାନ ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ଏଥିରେ କ୍ଷୟକ୍ଷତି ଆକଳନ କରାଯାଇ...
CBI ହାତକୁ ଗଲା SI ନିଯୁକ୍ତି ସ୍କାମ୍
ଭୁବନେଶ୍ୱର,୨୨ା୧୦: CBI ତଦନ୍ତ ପାଇଁ ସୁପାରିସ ହୋଇଛି ଏସ୍ଆଇ ନିଯୁକ୍ତି ସ୍କାମ୍। ତଦନ୍ତ ପାଇଁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହ କରାଯାଇଛି। ଏହି ଦୁର୍ନୀତିର ଚେର ଆନ୍ଧ୍ର...
ସମ୍ଭାବ୍ୟ ବାତ୍ୟାକୁ ନେଇ ଏମିତି କହିଲେ ଆଇଏମ୍ଡି
ଭୁବନେଶ୍ୱର,୨୨ା୧୦: ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ନିମନ୍ତେ କୃଷି ବିଭାଗର ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କୃଷି ନିର୍ଦ୍ଦେଶକ...
ପୀତବାସ ହତ୍ୟାକାଣ୍ଡ ମାମଲା: ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସହ ୪ ଗିରଫ, କୋର୍ଟରେ ହାଜର
ବ୍ରହ୍ମପୁର,୨୨।୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୋଲିସ ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅନ୍ୟମାନେ ହେଲେ ପୂର୍ବତନ ମେୟର ଶିବଶଙ୍କର ଦାସ (ପିଣ୍ଟୁ), ବିକ୍ରମ ପଣ୍ଡାଙ୍କ ସହଯୋଗୀ ମଦନ...
୧୨ ଘଣ୍ଟାରେ ଅବପାତ
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଘନୀଭୂତ ହେଉଛି। ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବ। ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅବପାତ ହେବାର ସମ୍ଭାବନା ରହତିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୫...
୫ ଦିନ ଯାଏ ବର୍ଷା, ଏସବୁ ଜିଲା ପାଇଁ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୧।୧୦(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ସକାଳ ୮ଟା ୩୦ରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ବୁଧବାର ଅପରାହ୍ନ ସୁଦ୍ଧା ଅବପାତରେ ପରିଣତ ହେବ।...
Archives


